Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ...

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ...

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ...

  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ...

  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ...

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

ରାଜ୍ୟ
Home ›› ରାଜ୍ୟ ››ଆଜିଠାରୁ ଖୋଲିଲା ପୁରୀ ଶ୍ରୀମନ୍ଦିର

ଆଜିଠାରୁ ଖୋଲିଲା ପୁରୀ ଶ୍ରୀମନ୍ଦିର

2021-08-12 05:39:33
15479
Share:
Facebook
Twitter
E-Mail
WhatsApp
Telegram
ଆଜିଠାରୁ ଖୋଲିଲା ପୁରୀ ଶ୍ରୀମନ୍ଦିର

ପୁରୀ: ଆଜିଠାରୁ ଖୋଲିଲା ପୁରୀ ଶ୍ରୀମନ୍ଦିର । ହେଲେ ଜଗାକୁ ଦର୍ଶନ କରିପାରିବେ ନାହିଁ ଭକ୍ତ । ଆଜି ଓ ଆସନ୍ତାକାଲି ଜଗାକୁ ଦର୍ଶନ କରିବାକୁ କେବଳ ସେବାୟତଙ୍କ ପରିବାରକୁ ଅନୁମତି ମିଳିଛି । ସେହିପରି ପୁରୀ ସହରବାସୀଙ୍କୁ ଅଗଷ୍ଟ ୧୬ରୁ ୨୦ ଯାଏଁ ଦର୍ଶନ କରିବାକୁ ଅନୁମତି ମିଳିଛି ଓ ୨୩ରୁ ସର୍ବସାଧାରଣଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଛି । ସକାଳ ୭ଟାରୁ ସନ୍ଧ୍ୟା ୭ଟା ଯାଏଁ କୋଭିଡ ଗାଇଡଲାଇନ ମାନି ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ତେବେ ଶ୍ରୀମନ୍ଦିରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ଓ ମନ୍ଦିର ଖୋଲିବା ନେଇ ଗତକାଲି ଜାରି ହୋଇଥିଲା SOP ।

ତେବେ ଜାରି ନିର୍ଦ୍ଦେଶନାମା ଅନୁୟାୟୀ ଭକ୍ତ, ଶ୍ରଦ୍ଧାଳୁ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ପ୍ରବେଶ କରିବେ ଓ ଉତ୍ତର ଦ୍ବାର ଦେଇ ପ୍ରସ୍ଥାନ କରିବେ । ଶ୍ରୀମନ୍ଦିର ଭିତରେ ମହାପ୍ରସାଦ ସେବନ କରିପାରିବେ ନାହିଁ । କୋଭିଡ କଟକଣା ଓ ଏସଓପିକୁ କଡାକଡି ଭାବେ ପାଳନ କରାଯିବା ନେଇ ମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଜୋରଦାର କରିଛି ।କୋରୋନା ମହାମାରୀ ପାଇଁ ଏପ୍ରିଲ ୨୪ରୁ ବନ୍ଦ ରହିଥିଲା ଶ୍ରୀମନ୍ଦିର । ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ପରେ ଶ୍ରୀମନ୍ଦିର ଖୋଲାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗତକାଲି ଝଙଚ ଜାରି ହୋଇଥିଲା । ପ୍ରଥମେ ୧୨ ଓ ୧୩ ଦୁଇଦିନ ଧରି ସେବାୟତ ଓ ତାଙ୍କ ପରିବାରର ସଦସ୍ୟ ପ୍ରଥମେ ଦର୍ଶନ ସୁଯୋଗ ପାଇବେ । ୧୬ରୁ ୨୦ ତାରିଖ ପର୍ୟ୍ୟନ୍ତ ପୁରୀ ସହରବାସୀ ପ୍ରତି ୱାର୍ଡ ୱାରୀ ଦର୍ଶନ ସୁଯୋଗ ପାଇବା ନେଇ ଏସଓପିରେ କୁହାଯାଇଛି । ଏନେଇ ସେମାନଙ୍କୁ ପୁରୀ ପୌରପାଳିକା ପକ୍ଷରୁ ଚିରକୁଟ୍‌ ଦିଆଯିବ । ଆଧାର କାର୍ଡ କିମ୍ବା ଭୋଟର ପରିଚୟପତ୍ର ଦେଖାଇ ଗୋଟିଏ ଚିରକୁଟ୍‌ରେ ପରିବାରର ୬ ଜଣ ସଦସ୍ୟ ଦର୍ଶନ ପାଇଁ ଅନୁମତି ମିଳିଛି । ଏପଟେ ପ୍ରଶାସନର ଏପରି ନିଷ୍ପତ୍ତିକୁ ପୁରୀବାସୀ ସ୍ବାଗତ କରିଛନ୍ତି ।ସେହିପରି ୨୩ରୁ ରାଜ୍ୟ ଭିତର ଓ ବାହାରର ଶ୍ରଦ୍ଧାଳଙ୍କ ପାଇଁ ସାଧାରଣ ଦର୍ଶନ ଆରମ୍ଭ ହେବ । ଏଥିପାଇଁ ୯୬ ଘଣ୍ଟାର ଜଞ-ଚଉଜ ନେଗେଟିଭ ରିପୋର୍ଟ କିମ୍ବା ୨ଟି କୋଭିଡ ଟିକା ଗ୍ରହଣ କିରଥିବା ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଛି । ଦର୍ଶନ ସମୟରେ ସମସ୍ତ ଶ୍ରଦ୍ଧାଳୁ ମାସ୍କ ପରିଧାନ କରିବା ସହ ସାମାଜିକ ଦୂରତ୍ବ ରକ୍ଷା କରିବା ଉପରେ ଗୁରୁତ୍ବରୋପ କରାଯାଇଛି । ସେହିପରି ଶ୍ରୀମନ୍ଦିର ଭିତରକୁ ଫୁଲ,ତୁଳସୀ,ପ୍ରସାଦ କିମ୍ବା ଦୀପ ନନେବା ସହ ମନ୍ଦିର ଭିତରେ ଥିବା ଅନ୍ୟ ପାର୍ଶ୍ବ ଦେବାଦେବୀ କିମ୍ବା ବିଗ୍ରହଙ୍କୁ ମଧ୍ୟ ସ୍ପର୍ଶ ନକରିବା ପାଇଁ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି ।ପାନ,ଗୁଟଖା ଖାଇବା ଉପରେ କଟକଣା ଲଗାଯିବା ସହ ମନ୍ଦିର ପରିସରରେ ମାଦକ ଦ୍ରବ୍ୟ ଖାଇଲେ ୫୦୦ ଟଙ୍କା ଓ ପଲିଥିନ ବ୍ୟବହାର ପାଇଁ ୧୦୦ ଟଙ୍କା ଜୋରିମାନା ଦେବାକୁ ପଡିବ । ଭିନ୍ନକ୍ଷମଙ୍କ ପାଇଁ ସ୍ବତନ୍ତ୍ର ଲାଇନର ଵ୍ୟଵସ୍ଥା ହେବ । ତେବେ ସପ୍ତାହାନ୍ତ ସଟଡାଉନ ଓ ଆଗକୁ ଆସୁଥିବା ପର୍ବପର୍ବାଣୀ ସମୟରେ ଦର୍ଶନ ବନ୍ଦ ରହିବ।



Powered by Froala Editor

Tags puri shreemandir

Related articles Odisha News Lens 4.1

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ
    ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14703
    Jul 05, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15686
    Jul 04, 2026
  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13485
    Jul 05, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13712
    Jul 03, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
    ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14179
    Jul 05, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି
    ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13432
    Jul 05, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14879
    Jul 04, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13791
    Jul 04, 2026
  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13444
    Jul 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13485
    Jul 05, 2026
  • ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14179
    Jul 05, 2026
  • ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13432
    Jul 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14894
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14967
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14561
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14327
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15945
    Jun 26, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15828
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14909
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14179
    Jul 05, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15686
    Jul 04, 2026
  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13444
    Jul 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In