Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

Home ›› ››୧୬ରେ ପୁରୀ ଆସୁଛନ୍ତି ଅଶ୍ୱିନୀ ବୈଷ୍ଣବ

୧୬ରେ ପୁରୀ ଆସୁଛନ୍ତି ଅଶ୍ୱିନୀ ବୈଷ୍ଣବ

2021-08-12 06:31:30
15019
Share:
Facebook
Twitter
E-Mail
WhatsApp
Telegram
୧୬ରେ ପୁରୀ ଆସୁଛନ୍ତି ଅଶ୍ୱିନୀ ବୈଷ୍ଣବ

ପୁରୀ: ଅଗଷ୍ଟ ୧୬ ତାରିଖରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପୁରୀ ଗସ୍ତ ସୂଚୀ ରହିଛି । ଏହି ଅବସରରେ ସେ  ପୁରୀ ରେଳ ଭବନରେ ରହିବେ । ଗସ୍ତ ପୂର୍ବରୁ ପୁରୀର କଣ ସବୁ ରେଳ ସମସ୍ୟା ରହିଛି ସେ ନେଇ ମନ୍ତ୍ରୀଙ୍କ ତରଫରୁ ପ୍ରାକ୍‌ ତଥ୍ୟ ସଂଗ୍ରହ କରାଯାଉଛି । ଏହି ସୂତ୍ରରୁ ସୂଚନା ମିଳିଛି ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ପୂରାତନ ବିଏନ୍‌ଆର ହୋଟେଲ ପରିସରରେ ଥିବା ବ୍ରିଟଶ ଅମଳର ଲୋକୋମୋଟିଭ୍‌ ଷ୍ଟିମ୍‌ ରେଳ ଇଞ୍ଜିନକୁ ଭୁବନେଶ୍ୱର ସ୍ଥାନାନ୍ତର ଉପରେ ମନ୍ତ୍ରୀ ତାଙ୍କର ପ୍ରତିକ୍ରିୟା ରଖିବେ । ପୁରୀ ଷ୍ଟେସନ ସମ୍ମୁଖରେ ରଖାଯିବ ବୋଲି ଅଭାସ ମିଳିଛି ।

ବିଶେଷ କରି ରାଜ୍ୟର ଧାର୍ମିକ ରାଜଧାନୀ ପୁରୀରୁ ଏହି ଇଞ୍ଜିନକୁ ଅନ୍ୟତ୍ର ସ୍ଥାନାନ୍ତର ନକରିବାକୁ ଲୋକଙ୍କ ପ୍ରତିକ୍ରିୟା ସମ୍ପର୍କରେ ରେଳମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ଏହି ପୃଷ୍ଠଭୂମିରେ ରେଳ ଇଞ୍ଜିନକୁ ପୁରୀରେ ସ୍ଥାନିତ କରିବାକୁ ରେଳ ବିଭାଗ ପ୍ରସ୍ତୁତି ଚଳାଇଥିବାର ଖବର ମିଳିଛି । ଐତିହ୍ୟ ସମ୍ପନ୍ନ ଏହି ରେଳ ଇଞ୍ଜିନକୁ ଭୁବନେଶ୍ୱର ସ୍ଥାନାନ୍ତର ନ କରି ପୁରୀ ରେଳ ଷ୍ଟେସନରେ ଐତିହ୍ୟ ରୂପେ ସଂରକ୍ଷିତ ରଖିବାକୁ ପ୍ରସ୍ତୁତି କରୁଥିବାର ସୂଚନା ମିଳିଛି । ବିଭିନ୍ନ ଗଣମାଧ୍ୟମରେ ଏହି ରେଳ ଇଞ୍ଜିନ ସ୍ଥାନାନ୍ତରକୁ ବିରୋଧ ପ୍ରମୁଖ ଚର୍ଚ୍ଚାର ବିଷୟ ହେବା ପରେ ଏବେ ଏହାର ମରାମତି ଆରମ୍ଭ ହୋଇଛି ।

ସେହିଭଳି ବହୁ ଦିନରୁ ଦାବି ହୋଇ ଆସୁଥିବା ପୁରୀ-କୋଣାର୍କ ରେଳ ପଥ ପ୍ରକଳ୍ପ ସମ୍ପର୍କରେ ରେଳମନ୍ତ୍ରୀ କିଛି ଘୋଷଣା କରିବା ନେଇ ମଧ୍ୟ ଆଶା କରାଯାଉଛି। ରାଜ୍ୟର ପର୍ୟ୍ୟଟନ ମ୍ୟାପରେ ଗୋଲଡେନ୍‌ ଟ୍ରାଏଙ୍ଗଲ ରୂପେ ପରିଚିତ ପୁରୀ-ଭୁବନେଶ୍ୱର-କୋଣାର୍କ ଟୁରିଷ୍ଟ ରୁଟ୍‌ରେ ଏହି ରେଳପଥ ପ୍ରମୁଖ ଭୂମିକା ନେବ ବୋଲି ବିଶେଷଜ୍ଞମାନେ ମତ ଦେବା ସହ ଏହି ରେଳପଥକୁ ନିର୍ମାଣ କରିବାକୁ ଦାବି କରି ଆସୁଛନ୍ତି ।

Powered by Froala Editor

Tags Railway minister

Related articles Odisha News Lens 4.1

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15871
    May 29, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15794
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14604
    May 30, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15672
    May 29, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14330
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15106
    May 30, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14617
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14144
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14492
    May 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13436
    May 30, 2026
  • ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14604
    May 30, 2026
  • ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14144
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16896
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17515
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17565
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17950
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14492
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14604
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14330
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15340
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14919
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15184
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15667
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14006
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14492
    May 31, 2026
  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14617
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15871
    May 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In