Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ...

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ...

  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ...

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

Home ›› ››ସଫାରୀରେ କାମ କରୁଥିଲେ ମହିଳା, ଝୁଣି ଖାଇଲା ବାଘ

ସଫାରୀରେ କାମ କରୁଥିଲେ ମହିଳା, ଝୁଣି ଖାଇଲା ବାଘ

2021-08-12 07:53:12
15605
Share:
Facebook
Twitter
E-Mail
WhatsApp
Telegram
ସଫାରୀରେ କାମ କରୁଥିଲେ ମହିଳା, ଝୁଣି ଖାଇଲା ବାଘ

ସଫାରୀରେ କାମ କରୁଥିବା ଜଣେ ମହିଳାଙ୍କୁ ଝୁଣି ମାରିଦେଇଛି ବାଘ । ଚିଲୀରେ ଥିବା ଏକ ସଫାରୀରେ ଏ ଭୟଙ୍କର କାଣ୍ଡ ଘଟିଛି । ସଫାରୀ ପାର୍କରେ କାମ କରୁଥିବା ଜଣେ ମହିଳାଙ୍କ ଉପରେ ହଠାତ ଏକ ବାଘ ଆକ୍ରମଣ କରିଥିଲା । ଯାହା ଫଳରେ ଉକ୍ତ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବାଘଟି ମହିଳାଙ୍କ ଉପରେ ଏପରି ଆକ୍ରମଣ କରିଥିଲା, ପୁଲିସକୁ ମଧ୍ୟ ଚିହ୍ନଟ କରିବାକୁ କଷ୍ଟସାଧ୍ୟ ହୋଇପଡିଥିଲା । ଏହି ଘଟଣାକୁ ନେଇ ଅଧିକାରୀଙ୍କ କହିବାନୁଯାୟୀ, ବାଘ ଆକ୍ରମଣରେ ମୃତ୍ୟୁ ବରଣ କରିଥିବା ମହିଳାଙ୍କର ବେକରେ ଦାଗ ରହିଛି । ବାଘ ଆକ୍ରମଣରେ ମହିଳା ସମ୍ପୂର୍ଣ୍ଣ ଭାବେ ଗୁରୁତର ହୋଇଥିଲେ । ତାଙ୍କ ଅବସ୍ଥାରେ ଗୁରୁତର ଥିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । 

ସଫାରୀ ପାର୍କରେ ପର୍ଯ୍ୟଟକ ସୁରକ୍ଷିତ ଭାବେ ଗାଡି ଭିତରେ ବନ୍ୟ ଜୀବଜନ୍ତୁଙ୍କୁ ଦେଖିଥାଆନ୍ତି । ସେଠାରେ ବାଘ, ସିଂହ ମୁକ୍ତ ଭାବେ ବିଚରଣ କରୁଥାଆନ୍ତି । ମାତ୍ର ଯେଉଁ ସମୟରେ ଜଙ୍ଗଲରେ କର୍ମଚାରୀ କାମ କରିଥାଆନ୍ତି , ସେହି ସମୟରେ ଜନ୍ତୁମାନଙ୍କୁ ଏନକ୍ଲୋଜରରେ ବନ୍ଦ ରଖାଯାଏ । ଅଧିକାରୀଙ୍କ କହିବାନୁଯାୟୀ, ମହିଳା ଜାଣିନଥିଲେ ବାଘର ପିଞ୍ଜରାର ଦ୍ୱାର ଖୋଲା ରହିଥିଲା । ବାଘ ତୁରନ୍ତ ମହିଳାଙ୍କ ଉପରେ ଆକ୍ରମଣ କରିଥିଲା ।  

Powered by Froala Editor

Tags tiger attack

Related articles Odisha News Lens 4.1

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15365
    Apr 01, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ
    ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15505
    Apr 01, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14881
    Apr 02, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14247
    Apr 01, 2026
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...
    ଦେଶ-ଦେଶାନ୍ତର

    ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...

    13610
    Apr 02, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13885
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15603
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15178
    Apr 01, 2026
  •  ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ହେବ ସହଜ
    ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13605
    Apr 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼

    13610
    Apr 02, 2026
  • ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14881
    Apr 02, 2026
  • ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15178
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17391
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17456
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17805
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16282
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14881
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14286
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15758
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15424
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16155
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15308
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15037
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15540
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13836
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼

    13610
    Apr 02, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15178
    Apr 01, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15365
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In