Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ବିଶେଷ
Home ›› ବିଶେଷ ››ଟିକା ନେବା ପୂର୍ବରୁ ଓ ପରେ ଖାଆନ୍ତୁ ଏହି ଖାଦ୍ୟ, ହେବନି କୌଣସି ସାଇଡ୍ ଇଫେକ୍ଟ

ଟିକା ନେବା ପୂର୍ବରୁ ଓ ପରେ ଖାଆନ୍ତୁ ଏହି ଖାଦ୍ୟ, ହେବନି କୌଣସି ସାଇଡ୍ ଇଫେକ୍ଟ

2021-08-14 03:06:45
14471
Share:
Facebook
Twitter
E-Mail
WhatsApp
Telegram
ଟିକା ନେବା ପୂର୍ବରୁ ଓ ପରେ ଖାଆନ୍ତୁ ଏହି ଖାଦ୍ୟ, ହେବନି କୌଣସି ସାଇଡ୍ ଇଫେକ୍ଟ

ସାରା ଦେଶରେ କରୋନା ଭାଇରସର କହର ଜାରି ରହିଛି। ସଂକ୍ରମଣକୁ ରୋକିବା ପାଇଁ ସରକାର ଟିକାକରଣ ଅଭିଯାନ ଚଳାଇଛନ୍ତି। ଏଭଳି ପରିସ୍ଥିତିରେ ଅଧିକରୁ ଅଧିକ ଲୋକଙ୍କୁ ଏହି ଟିକାକରଣରେ ସାମିଲ୍‌ ହେବାକୁ ପ୍ରୋତ୍ସାହନ କରାଯାଉଛି। କରୋନା ଟିକା ନେବା ପରେ କିଛି ଲୋକଙ୍କୁ ଶରୀରରେ ଯନ୍ତ୍ରଣା ଓ ଜ୍ୱର ହେଉଥିବା ଦେଖିବାକୁ ମିଳୁଛି । ତେଣୁ ଏହି ସମୟରେ ନିଜ ଖାଦ୍ୟ ପ୍ରତି ବିଶେଷ ଧ୍ୟାନ ରଖିବାକୁ ପଡ଼ିବ। ବିଶେଷ କରି ଟିକା ନେବା ପୂର୍ବରୁ ଡାଏଟ୍ ଖାଦ୍ୟ ଖାଆନ୍ତୁ ଏବଂ ଟିକା ନେବା ପରେ ଅିତ୍ୟଧିକ ମସଲା ଜାତୀୟ ଖାଦ୍ୟ ଖାଆନ୍ତୁ ନାହିଁ। ଏହାବ୍ୟତୀତ ପ୍ରଚୁର ପାଣି ମଧ୍ୟ ପିଇବା ଦରକାର। ଟିକାକରଣ ପୂର୍ବରୁ ଓ ପରେ କିଛି ଜରୁରୀ କଥା ନଜରରେ ରଖବା ଜରୁରୀ, ଯେଉଁଥିରେ ଡାଏଟ୍ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ । ଟିକାକରଣ ପୂର୍ବରୁ ଏବଂ ପରେ କଣ ଖାଇବା ଆସନ୍ତୁ ଜାଣିବା।


ହଳଦୀ: ହଳଦୀରେ କର୍କୁମିନ୍ ନାମକ ଏକ କେମିକାଲ୍ ପଦାର୍ଥ ଥାଏ ଯାହା ଖାଦ୍ୟରେ ସ୍ୱାଦ ଆଣିବାରେ କାମ କରେ। ହଳନୀ ବ୍ୟବହାର ଦ୍ୱାରା ଯନ୍ତ୍ରଣାକୁ କମ୍ କରାଯାଇ ପାରିବ। ଏହା ଏକ ଆଣ୍ଟି-ଷ୍ଟ୍ରେସ୍ ଖାଦ୍ୟ, ଯାହା ଚାପ ହ୍ରାସ କରିବାରେ ସାହାଯ୍ୟ କରିଥାଏ । ତେଣୁ ଟିକାକରଣ ପୂର୍ବରୁ କଦଳୀ ଖାଇବା ଜରୁରୀ। ଆପଣ ହଳଦୀ ମିଶା କ୍ଷୀର କିମ୍ବା ଖାଦ୍ୟରେ ହଳଦୀ ମିଶାଇ ଖାଇପାରିବେ।

ରସୁଣ : ରସୁଣ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ପାଇଁ ବ୍ୟବହୃତ ହୋଇଥାଏ , ଯାହା ସଂକ୍ରମଣ ରୋକିବାରେ ସାହାଯ୍ୟ କରିଥାଏ। ଏଥିରେ ପ୍ରୋବାୟୋଟିକ୍ସରେ ପରିପୂର୍ଣ୍ଣ ଥାଏ, ଯାହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ।

ଅଦା: ଅଦା ହାଇପର୍ ଟେନସନ୍, ଜୀବନ ପ୍ରତି ବିପଦ ଏବଂ ଫୁସଫୁସ ସଂକ୍ରମଣକୁ ରୋକିବାରେ ସାହାଯ୍ୟ କରିଥାଏ। ଏହା ବ୍ୟତୀତ ଅଦା ଚାପ ହ୍ରାସ କରିବାରେ ମଧ୍ୟ ସାହାଯ୍ୟ କରିଥାଏ। ତେଣୁ ଟିକା ନେବା ପୂର୍ବରୁ ଅଦା ଖାଇବା ଉଚିତ୍। ଆପଣ ସକାଳେ ମଧ୍ୟ ଅଦା ଚା’ ପିଇପାରିବେ।

ସବୁଜ ପନିପରିବା ଏବଂ ଫଳ: ସବୁଜ ପନିପରିବା ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଏଥିରେ ପୋଷକ ତତ୍ତ୍ୱ, ମିନେରାଲ୍ସ ଏବଂ ଫେନୋଲିକ୍ କମ୍ପାଉଣ୍ଡ ଥାଏ। ସବୁଜ ପନିପରିବାରେ ଆଇରନ୍ ଏବଂ କ୍ୟାଲସିୟମ୍ ମାତ୍ରା ଭରପୂର ରହିଥାଏୟ। ଆପଣ ଖାଦ୍ୟରେ ପାଳଙ୍ଗ ଶାଗ, ବ୍ରୋକୋଲି ଆଦି ପନିପରିବା ଖାଇବା ଉଚିତ୍। ଏହା ବ୍ୟତୀତ, ଖାଦ୍ୟରେ ତାଜା ଫଳ ମଧ୍ୟ ଖାଇପାରିବେ। ଅଧିକ ଫାଇବର ଯୁକ୍ତ ଖାଦ୍ୟ ଖାଆନ୍ତୁ।

ଟିକାକରଣ ପରେ ଏହି ଜିନିଷଗୁଡ଼ିକୁ ନିଜ ଡାଏଟରେ ସାମିଲ୍‌ କରନ୍ତୁ
ବ୍ଲୁ ବ୍ୟାରେଜ୍: ବ୍ଲୁ ବ୍ୟାରେଜରେ ଫାଇଟୋ ଫ୍ଲାଭୋନାଏଡ୍ ରହିଥାଏ। ଏହା ବ୍ୟତୀତ ସେଥିରେ ବହୁତ ପୋଟାସିୟମ୍ ଏବଂ ଭିଟାମିନ୍ ସି ମାତ୍ରା ଅଧିକ ରହିଥାଏ। ଏହା ଶରୀରରେ ସେରୋଟେନିନ୍ ସ୍ତର ବୃଦ୍ଧି କରିବାରେ ସାହାଯ୍ୟ କରେ। ଟିକାକରଣ ପରେ, ନିଶ୍ଚିତ ଭାବେ ଏହାକୁ ଆପଣଙ୍କର ଖାଦ୍ୟରେ ସାମିଲ୍ କରନ୍ତୁ।

ଡାର୍କ ଚକୋଲେଟ୍: ଡାର୍କ ଚକୋଲେଟ୍ ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ଅଟେ। ଏଥିରେ ଥିବା କୋକୋ କର୍କଟ ଭଳି ରୋଗକୁ ରୋକିବାରେ ସାହାଯ୍ୟ କରିଥାଏ। ଅନେକ ଅଧ୍ୟୟନରେ ଜଣାପଡିଛି ଯେ ଡାର୍କ ଚକୋଲେଟ୍ ଖାଇବା ଦ୍ୱାରା ଗୁରୁତର ରୋଗ ହେବାର ଆଶଙ୍କା କମିଥାଏ ଏବଂ ଟୀକାକରଣ ପରେ ଏହା ଅତ୍ୟନ୍ତ ଜରୁରୀ।

ଭର୍ଜିନ୍ ଅଲିଭ୍ ଅଏଲ୍: ଭର୍ଜିନ୍ ଅଲିଭ୍ ଅଏଲ ମଧୁମେହ ଏବଂ ନ୍ୟୁରୋଲୋଜି ରୋଗ ହ୍ରାସ କରିବାରେ ସାହାଯ୍ୟ କରିଥାଏ। ଅଲିଭ୍ ଅଏଲରେ ଅସନ୍ତୁଳିତ ଚର୍ବି ରହିଥାଏ ଯାହା ସି ପ୍ରୋଟିନକୁ କମ୍ କରିବାରେ ସାହାଯ୍ୟ କରିଥାଏ। କରୋନା ଟିକା ନେବା ପରେ ଖାଦ୍ୟରେ ଭର୍ଜିନ୍ ଅଲିଭ୍ ଅଏଲ୍ ବ୍ୟବହାର କରିବା ସ୍ୱାସ୍ଥ୍ୟ ପାଇଁ ଭଲ ଅଟେ।

Powered by Froala Editor

Tags Vaccine

Related articles Odisha News Lens 4.1

  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15302
    Oct 20, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15514
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15278
    Oct 20, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15798
    Oct 19, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14271
    Oct 18, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14649
    Oct 20, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15439
    Oct 19, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14304
    Oct 18, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14244
    Oct 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14271
    Oct 18, 2026
  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15439
    Oct 19, 2026
  • ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15302
    Oct 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17199
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17894
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17840
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18265
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14692
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15406
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14749
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14844
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15845
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14628
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13994
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15112
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15821
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14244
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15798
    Oct 19, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14304
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In