Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

ରାଜ୍ୟ
Home ›› ରାଜ୍ୟ ››ସାଧାରଣ ଲୋକର ଖୁସି ମୋ ପାଇଁ ସବୁଠାରୁ ବଡ ସନ୍ତୋଷ

ସାଧାରଣ ଲୋକର ଖୁସି ମୋ ପାଇଁ ସବୁଠାରୁ ବଡ ସନ୍ତୋଷ

2021-08-14 05:20:09
14115
Share:
Facebook
Twitter
E-Mail
WhatsApp
Telegram
ସାଧାରଣ ଲୋକର ଖୁସି ମୋ ପାଇଁ ସବୁଠାରୁ ବଡ ସନ୍ତୋଷ


ଭୁବନେଶ୍ବର:  ସାଧାରଣ ଲୋକର ଖୁସି ମୋ ପାଇଁ ସବୁଠାରୁ ବଡ ସନ୍ତୋଷ । ଲୋକଙ୍କ ପାଇଁ ଆମେ କାମ କରୁଛୁ । ଆଗକୁ ମଧ୍ୟ ଏପରି ଉନ୍ନତି ମୂଳକ କାର୍ୟ୍ୟ କରିଚାଲିବୁ । ସେ କୃଷକ ମାନଙ୍କ କଲ୍ୟାଣ ହେଉ ବା ମା ମାନଙ୍କ ସଶକ୍ତିକରଣ । ଆଉ କ୍ରୀଡା ପ୍ରତିଭାର ବିକାଶ - ଏ ସବୁ କାର୍ୟ୍ୟକ୍ରମର ଲକ୍ଷ୍ୟ ହେଉଛି ଓଡିଶା ପାଇଁ ଏକ ନୂଆ ପରିଚୟ ସୃଷ୍ଟି କରିବା । ଅନେକ କ୍ଷେତ୍ରରେ ଓଡିଶା ଆଜି ଅନ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇପାରିଛି । ଏହି ଧାରାକୁ ଆମେ ସମସ୍ତେ ମିଶି ଆଗକୁ ନେବା । ଓଡିଶାର ଗୌରବକୁ ନୂତନ ଶିଖରରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଜଗତସିଂହପୁର ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ କରିଛନ୍ତି । ମୋଟ ୨୧୫ କୋଟି ଟଙ୍କାର ୨୯ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି । ଜିଲ୍ଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ସହ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରାଯାଇଛି ।
ମୁଖ୍ୟମନ୍ତ୍ରୀମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ପ୍ରକଳ୍ପରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ଯୋଗାଯୋଗ, ଜଳସେଚନ, ପର୍ୟ୍ୟଟନ ଆଦି ବିଭିନ୍ନ କ୍ଷେତ୍ରର ବିକାଶ ଉପରେ ଏଥିରେ ଗୁରୁତ୍ବ ଦିଆଯାଇଛି । ଗାଁକୁ ସହର ସହିତ ଯୋଡିବା ସହ ସବୁ ଅଞ୍ଚଳର ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି ବୋଲି ସେ କହିଛନ୍ତି ।ବିଜୁ ସେତୁ ଯୋଜନାରେ ବୋରିକିନା-ସୁଙ୍ଗୁଡା ରାସ୍ତାର ସ୍ଥାନୀୟ ନାଳ ଉପରେ ସେତୁ, ପାଇକା ନଦୀ ଉପରେ ଲଙ୍କାପଡାରେ ଏକ ଉଚ୍ଚସ୍ତରୀୟ ସେତୁ ଉଦଘାଟିତ ହୋଇଛି । ଏହା ସହ ମା ଶାରଳାଙ୍କ ମନ୍ଦିର ନିକଟରେ ମାର୍କେଟ କମ୍ପ୍ଲେକ୍ସ, ପାରାଦୀପ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପାରାଦୀପ କୋଭିଡ ଚିକିତ୍ସାଳୟରେ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ ଉତ୍ପାଦନ ଓ ବଣ୍ଟନ ଆଦି ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହେବା ସହିତ ଅନେକ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ।କାର୍ୟ୍ୟକ୍ରମରେ ଯୋଗ ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଜଗତସିଂହପୁରର ବିଭିନ୍ନ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । କାର୍ୟ୍ୟକ୍ରମରେ ଜଗତସିଂହପୁର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ, ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ପ୍ରମୁଖ ବକ୍ତବ୍ୟ ରଖି ଓଡିଶାର ସର୍ବାଙ୍ଗୀନ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଛନ୍ତି ।ଜଗତସିଂହପୁର ଓଡିଶା ବିକାଶର ମୁଖ୍ୟଦ୍ୱାର: ମୁଖ୍ୟମନ୍ତ୍ରୀଜଗତସିଂହପୁର ଓଡିଶା ବିକାଶର ମୁଖ୍ୟଦ୍ୱାର: ମୁଖ୍ୟମନ୍ତ୍ରୀମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ସଞ୍ଚାଳନ କରିଥିଲେ । ଜଗତସିଂହପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପ୍ରଶାନ୍ତ ମୁଦୁଲି ସ୍ୱାଗତ ଭାଷଣ ଦେଇଥିଲେ । ଜଗତସିଂହପୁର ଜିଲ୍ଲାପାଳ ଡ଼. ସଂଗ୍ରାମ କେଶରୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଛନ୍ତି ।

Powered by Froala Editor

Tags Naveen pattnaik

Related articles Odisha News Lens 4.1

  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15400
    Jun 16, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14609
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14617
    Jun 16, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15137
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14660
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14791
    Jun 16, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14867
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14224
    Jun 15, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13474
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14497
    Jun 16, 2026
  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13474
    Jun 16, 2026
  • ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14660
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16931
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17548
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17597
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17993
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14660
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14361
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15049
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13650
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15534
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14858
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15471
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15220
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15701
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15137
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14497
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13474
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In