Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ...

  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ...

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ...

  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ...

  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

ରାଜ୍ୟ
Home ›› ରାଜ୍ୟ ››ନବୀନଙ୍କ ରାଜନୈତିକ ଗୋଟିଚାଳନା: ନିଜେ ଘୋଷଣା କଲେ, ଅନ୍ୟ ଦଳକୁ ବି ଆହ୍ୱାନ ଦେଲେ

ନବୀନଙ୍କ ରାଜନୈତିକ ଗୋଟିଚାଳନା: ନିଜେ ଘୋଷଣା କଲେ, ଅନ୍ୟ ଦଳକୁ ବି ଆହ୍ୱାନ ଦେଲେ

2021-08-14 05:56:57
14234
Share:
Facebook
Twitter
E-Mail
WhatsApp
Telegram
ନବୀନଙ୍କ ରାଜନୈତିକ ଗୋଟିଚାଳନା: ନିଜେ ଘୋଷଣା କଲେ, ଅନ୍ୟ ଦଳକୁ ବି ଆହ୍ୱାନ ଦେଲେ

ଭୁବନେଶ୍ବର : ୨୦୧୯ ଲୋକସଭା ନିର୍ବାଚନରେ ଭିନ୍ନ ଢଙ୍ଗରେ ମହିଳା କାର୍ଡ ଖେଳିଥିଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ସଂସଦରେ ମହିଳାଙ୍କ ପାଇଁ ୩୩% ଆସନ ସଂରକ୍ଷଣ ରଖିବାର ବ୍ୟବସ୍ଥା ନ ଥିବାରୁ ନିଜ ଦଳରୁ ୩୩% ମହିଳା ପ୍ରାର୍ଥୀ ଦେଇଥିଲେ ନବୀନ। ଏହାକୁ ନେଇ ସାରାଦେଶରେ ସେ ଚର୍ଚ୍ଚାକୁ ଆସିଥିଲେ। ଏବେ ସମାନ ଢଙ୍ଗରେ ଓବିସି କାର୍ଡ ଖେଳିଛନ୍ତି ବିଜେଡି ସୁପ୍ରିମୋ। ସରକାରୀ ଭାବେ ପଞ୍ଚାୟତ ନିର୍ବାଚନରେ ଓବିସିଙ୍କ ପାଇଁ ୨୭% ସଂରକ୍ଷଣ ନିଷ୍ପତ୍ତି ନେବାରେ ବାଧା ରହିଥିବାରୁ ଏହି ପ୍ରସଙ୍ଗରେ ରାଜନୈତିକ ଗୋଟିଚାଳନା କରିଛନ୍ତି। ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ଅତିକମ୍‌ରେ ପଛୁଆ ବର୍ଗରୁ ୨୭% ପ୍ରାର୍ଥୀ ଦେବ ବୋଲି ସେ ଘୋଷଣା କରିଛନ୍ତି। ଅନ୍ୟ ଦଳ ମଧ୍ୟ ଏପରି ଘୋଷଣା କରିବା ପାଇଁ ବିଜେଡି ଆହ୍ବାନ ଦେଇଛି।

ବିଜେଡିର ନିଷ୍ପତ୍ତି ସମ୍ପର୍କରେ ଦଳର ଦୁଇ ବରିଷ୍ଠ ନେତା ତଥା ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଥିଲେ। ସେମାନେ କହିଥିଲେ, ଅଦାଲତ କଟକଣା, କେନ୍ଦ୍ରୀୟ ଆଇନ ନ ଥିବାରୁ ଏଭଳି ରାଜନୈତିକ ନିଷ୍ପତ୍ତି ନିଆଯାଇଛି। ଅନ୍ୟାନ୍ୟ ପଛୁଆ ବର୍ଗ ତଥା ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗଙ୍କ ଠିକ୍ ପରିସଂଖ୍ୟାନ ଅଭାବରୁ ସୁପ୍ରିମକୋର୍ଟ ସଂରକ୍ଷଣ ସୀମାକୁ ୫୦% ମଧ୍ୟରେ ସୀମିତ ରଖିବା ପାଇଁ ବାଧ୍ୟ କରୁଛନ୍ତି। ତେଣୁ ପଛୁଆବର୍ଗଙ୍କ ସଂଖ୍ୟାର ଠିକ୍ ଆକଳନ ପାଇଁ ଜାତିଭିତ୍ତିକ ଜନଗଣନା କରାଗଲେ ତାହାକୁ ଭିତ୍ତି କରି ୫୦%ରୁ ଅଧିକ ସଂରକ୍ଷଣ ବ୍ୟବସ୍ଥା କାର୍ୟ୍ୟକାରୀ କରିବାରେ ନ୍ୟାୟାଳୟମାନେ କୌଣସି ଅଙ୍କୁଶ ଲଗାଇପାରିବେନାହିଁ।

ସଂରକ୍ଷଣ ସୀମା ୫୦% ସୀମିତ ଥିବା ଏବଂ ଆମ ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ସଂଖ୍ୟା ପ୍ରାୟ ୩୯% ଥିବାରୁ ପଛୁଆବର୍ଗଙ୍କୁ ମାତ୍ର ୧୧.୨୫% ସଂରକ୍ଷଣ ମିଳୁଛି। ରାଜ୍ୟ ସରକାରଙ୍କ ପଛୁଆବର୍ଗ ଆଇନ-୨୦୦୮ରେ ସାମାଜିକ ଓ ଶିକ୍ଷାଗତ ଅନଗ୍ରସର ବର୍ଗ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ରହିଛି। କିନ୍ତୁ ବିଭିନ୍ନ ନ୍ୟାୟାଳୟର ଆଦେଶ ଦୃଷ୍ଟିରୁ ଏହି ୨୭% ସଂରକ୍ଷଣ ବ୍ୟବସ୍ଥା କାର୍ୟ୍ୟକାରୀ ହୋଇପାରୁ ନାହିଁ। ରାଷ୍ଟ୍ରପତିଙ୍କ ଦ୍ବାରା ଘୋଷିତ ଓବିସି ତାଲିକା ଅନୁସାରେ ସରକାରୀ ଚାକିରି ଓ ଅନ୍ୟାନ୍ୟ କ୍ଷେତ୍ରରେ ସଂରକ୍ଷଣ ପାଇଁ ବ୍ୟବସ୍ଥା ରହିଛି। ରାଜ୍ୟଗୁଡ଼ିକ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ ତାଲିକା ପ୍ରସ୍ତୁତି କରୁଥିଲେ ଓ ଏବେ ମଧ୍ୟ କରିପାରିବେ। କେନ୍ଦ୍ରର ଓବିସି ତାଲିକା ଅନୁସାରେ ଅନ୍ୟାନ୍ୟ ପଛୁଆ ବର୍ଗର ପ୍ରାର୍ଥୀମାନେ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ସରକାରୀ ଚାକିରି ଓ ଶିକ୍ଷାନୁଷ୍ଠାଗୁଡ଼ିକରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି। ସେହିପରି ରାଜ୍ୟର ପଛୁଆବର୍ଗ ତାଲିକା ଅନୁସାରେ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସରକାରୀ ଚାକିରିରେ ସଂରକ୍ଷଣ ସୁବିଧା ପାଉଛନ୍ତି।

ବିଜେଡି ପକ୍ଷରୁ ଆହୁରି କୁହାଯାଇଛି ଯେ ୧୧.୦୮.୨୦୧୮ ପୂର୍ବରୁ ଆମ ରାଜ୍ୟରେ ୨୦୦ଟି ଜାତି ଓ ଉପଜାତି ଓବିସି ତାଲିକା ଅନ୍ତର୍ଭୁକ୍ତ ହୋଇଛି। ପୂର୍ବ ପରି ରାଜ୍ୟଗୁଡ଼ିକ ପଛୁଆବର୍ଗ ତାଲିକା ପ୍ରସ୍ତୁତ ପାଇଁ ସମ୍ବିଧାନ ସଂଶୋଧନ ବ୍ୟବସ୍ଥା ଥିବାରୁ ଲୋକସଭାରେ କୌଣସି ବିରୋଧୀ ଦଳ ଏହାକୁ ବିରୋଧ କରି ନାହାନ୍ତି। କିନ୍ତୁ ସଂରକ୍ଷଣରେ ଥିବା ୫୦% ସୀମାକୁ ଉଠାଇବା ପାଇଁ ସମସ୍ତ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖିଛନ୍ତି। ଯଦି ସମ୍ବିଧାନର ୧୨୭ତମ ସାମ୍ବିଧାନିକ ସଂଶୋଧନ କାର୍ୟ୍ୟକାରୀ ହୁଏ, ତେବେ ୧୧.୦୮.୨୦୧୮(୧୦୨ ସାମ୍ବିଧାନିକ ସଂଶୋଧନ) ପୂର୍ବରୁ ଏବଂ ୦୨.୦୪.୧୯୯୩ (ଜାତୀୟ ପଛୁଆ ବର୍ଗ କମିସନ୍ – ଆଇନ) ପରେ ଯେପରି ରାଜ୍ୟଗୁଡ଼ିକ ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗ ତାଲିକା ପ୍ରସ୍ତୁତି କରୁଥିଲେ ସେହିପରି କରିପାରିବେ ବୋଲି ଶ୍ରୀ ସ୍ବାଇଁ ଓ ଶ୍ରୀ ସାହୁ କହିଛନ୍ତି।

Powered by Froala Editor

Tags NAVEEN PATTNAIK

Related articles Odisha News Lens 4.1

  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ
    ଦେଶ-ଦେଶାନ୍ତର

    ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13818
    Aug 23, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15692
    Aug 22, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15328
    Aug 23, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    13976
    Aug 23, 2026
  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15083
    Aug 23, 2026
  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ
    ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15439
    Aug 23, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15309
    Aug 22, 2026
  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15571
    Aug 23, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ
    ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14148
    Aug 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15328
    Aug 23, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14148
    Aug 23, 2026
  • ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15692
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17049
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17678
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18117
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15513
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16044
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13965
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14989
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14760
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15970
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14005
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14270
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14393
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15692
    Aug 22, 2026
  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15439
    Aug 23, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15309
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In