Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନାକରେ ଡ୍ରପ ମାଧ୍ୟମରେ ଦିଆଯାଇ ପାରିବ କରୋନା ଟିକା

ନାକରେ ଡ୍ରପ ମାଧ୍ୟମରେ ଦିଆଯାଇ ପାରିବ କରୋନା ଟିକା

2021-08-14 06:02:45
15674
Share:
Facebook
Twitter
E-Mail
WhatsApp
Telegram
ନାକରେ ଡ୍ରପ ମାଧ୍ୟମରେ ଦିଆଯାଇ ପାରିବ କରୋନା ଟିକା

ନୂଆଦିଲ୍ଲୀ: କରୋନା ଭାଇରସରୁ ମୁକ୍ତି ମିଳିବା ପାଇଁ ଭାରତକୁ ଖୁବଶୀଘ୍ର ଆଉ ଏକ ଟିକା ମିଳିବାକୁ ଯାଉଛି । ଏହି ଟିକା ନାକରେ ଡ୍ରପ ମାଧ୍ୟମରେ ଦିଆଯାଇ ପାରିବ । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଏହି ଟିକା ଭାରତ ବାୟୋଟେକ ଦ୍ୱାରା ବିକଶିତ କରାଯାଉଛି । କଂପାନୀକୁ ଏହି ଟିକାର ୨ୟ ପର୍ୟ୍ୟାୟ ପରୀକ୍ଷା ପାଇଁ ମଂଜୁରି ମିଳିଯାଇଛି । କ୍ଲିନିକାଲ ପରୀକ୍ଷା ଲାଗି ନିୟାମକର ମଂଜୁରୀ ମିଳିଯାଇଛି । ଜୈବପ୍ରଯୁକ୍ତି ବିଭାଗ କହିଛି ଯେ, ଏହି ଔଷଧର ପ୍ରଥମ ପର୍ୟ୍ୟାୟ ପରୀକ୍ଷା ୧୮ରୁ  ୬୦ ବର୍ଷ ବୟସ ବର୍ଗଙ୍କୁ ନେଇ କରାଯାଇଥିଲା, ଯାହାକି ସଂପୂର୍ଣ୍ଣ ଭାବେ ସଫଳ ହୋଇଥିଲା । 

ବିଭାଗ ପକ୍ଷରୁ କୁହାଯାଇଛି ଯେ, ନାକ ମାଧ୍ୟମରେ ଦିଆଯାଉଥିବା ଭାରତ ବାୟୋଟେକର ଏହା ପ୍ରଥ ନେଜଲ ଟିକା, ଯାହାକୁ କି ୨ୟ ପର୍ୟ୍ୟାୟର ପରୀକ୍ଷା ପାଇଁ ନିୟାମକର ମଂଜୁରି ମିଳିଯାଇଛି । ଡିବିଟି ଏକ ବୟାନରେ କହିଥିଲା ଯେ, କଂପାନୀକୁ ୨ୟ ଏବଂ ୩ୟ ପର୍ୟ୍ୟାୟର ପରୀକ୍ଷା ଲାଗି ମଂଜୁରୀ ମିଳିଯାଇଛି । ଏହା ଏହି ପ୍ରକାରର କରୋନାର ପ୍ରଥମ ଟିକା, ଯାହାକୁକି ଭାରତରେ ମନୁଷ୍ୟଙ୍କ ଉପରେ ପରୀକ୍ଷା କରାଯିବ । କଂପାନୀ ଏହାରର ଟେକନିକ ସେଣ୍ଟ ଲୁଇସସ୍ଥିତ ୱାଶିଂଟନ ୟୁନିଭରର୍ସିଟିରୁ ହାସଲ କରିଛି ।

Powered by Froala Editor

Tags corona vaccine

Related articles Odisha News Lens 4.1

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14131
    Oct 19, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15183
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15162
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15005
    Oct 19, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15325
    Oct 19, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14189
    Oct 18, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14532
    Oct 20, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15685
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15400
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15183
    Oct 20, 2026
  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15325
    Oct 19, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15005
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17198
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17891
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17840
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18264
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14581
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15394
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14735
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14831
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15833
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14627
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13993
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15112
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15821
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15685
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15162
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ

    15005
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In