Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

ରାଜ୍ୟ
Home ›› ରାଜ୍ୟ ››କୋଟିଆ ଦଖଲ କରିବାକୁ ବାହାରିଛନ୍ତି ଏହି ବିଧାୟକ, ଜାଣନ୍ତୁ କିଏ?

କୋଟିଆ ଦଖଲ କରିବାକୁ ବାହାରିଛନ୍ତି ଏହି ବିଧାୟକ, ଜାଣନ୍ତୁ କିଏ?

2021-08-14 07:00:50
14738
Share:
Facebook
Twitter
E-Mail
WhatsApp
Telegram
କୋଟିଆ ଦଖଲ କରିବାକୁ ବାହାରିଛନ୍ତି ଏହି ବିଧାୟକ, ଜାଣନ୍ତୁ କିଏ?

କୋରାପୁଟ : କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକର ବିବାଦୀୟ କୋଟିଆ ଗ୍ରାମପୁଞ୍ଜକୁ ନେଇ ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ରହିଛି । ଏଭଳି ସ୍ଥିତିରେ ବିବାଦୀୟ କୋଟିଆ ଗ୍ରାମପୁଞ୍ଜକୁ ଦଖଲ କରିବାକୁ ପଣ କରିଛନ୍ତି ସାଲୁର ବିଧାୟକ ରାଜାନ୍ନା ଦୋରା ପିଡ୍ଡିକା । ଆସନ୍ତା ଅଗଷ୍ଟ ୧୬ ତାରିଖରେ ସେ ଫଗୁଣ ସିନେରି ଓ ଫାଟୁ ସିନେରିରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ କରିବାକୁ ଯୋଜନା କରିଥିବା ବିଶ୍ୱସ୍ଥ ସୂତ୍ରରୁ ଜଣାପଡ଼ିଛି । ଏହି ଅବସରରେ ରାସ୍ତାକଡ଼ରେ ବୃକ୍ଷରୋପଣ, ପ୍ରାଥମିକ ସ୍କୁଲ, ଅଙ୍ଗନବାଡି କେନ୍ଦ୍ର ଓ କମୁ୍ୟନିଟି କେନ୍ଦ୍ରର ଭିତ୍ତିପ୍ରସ୍ତର ପକାଇବେ ସାଲୁର ବିଧାୟକ । ଏହି କାର୍ଯ୍ୟକ୍ରମରେ ପାର୍ବତୀପୁରମର ପିଓ ଆଇଟିଡିଏ, ଉପଜିଲ୍ଲାପାଳ ଓ ଡିଏସପି ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି । ସେହିପରି ଅଗଷ୍ଟ ୧୫ ଦିନ କୋଟିଆର ୨୨ଟି ଗାଁରେ ତେଲୁଗୁ ଭାଷାରେ ଫଳକ ମାରିବାକୁ ଆନ୍ଧ୍ର ଯୋଜନା କରିଛି । ଅପରପକ୍ଷେ କୋରାପୁଟ ଜିଲ୍ଲାପାଳ ଅବଦଲ ଏମ ଅଖତର କହିଛନ୍ତି, କୌଣସି ପରିସ୍ଥିତିରେ ଓଡ଼ିଶା ସୀମାରେ ଆନ୍ଧ୍ର ପ୍ରବେଶ କରିପାରିବ ନାହିଁ । ଯଦି କଲେ ନିୟମ ଅନୁସାରେ ପ୍ରତିରୋଧ କରାଯିବ  । ଏହି ଗାଁ ଗୁଡ଼ିକରେ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ୭୫ତମ ସ୍ୱାଧୀନତା ଦିବସ ପାଳନ କରାଯିବାକୁ ଯୋଜନା ହୋଇଛି । ଏଥିପାଇଁ ୧୪ ତାରିଖ ରାତିରୁ ଜିଲ୍ଲାରୁ ପ୍ରତି ଗାଁକୁ ଦାୟିତ୍ୱରେ ରହିଥିବା ସରକାରୀ କର୍ମଚାରୀ ଯାଇ ପତାକା ଉତ୍ତୋଳନ କରିବେ ବୋଲି କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । କୋଟିଆକୁ କବଜା କରିବା ପାଇଁ ଦୁଇ ରାଜ୍ୟ ମଧ୍ୟରେ ଅର୍ଦ୍ଧ ଶତାବ୍ଦୀ ହେଲା ଲାଗି ରହିଛି ବିବାଦ । ଆଉ ବିବାଦରେ ଫସି ଯାଇଛନ୍ତି କୋଟିଆ ଗ୍ରାମପୁଞ୍ଜର ୮ ହଜାର ଲୋକ । ଏପଟେ ଦୁଇ ରାଜ୍ୟ ଆଇନଗତ ଯୁଦ୍ଧରେ ଲାଗିଥିଲେ ମଧ୍ୟ କୋଟିଆକୁ ମୌଳିକ ସୁବିଧା ସୁଯୋଗ ପହଞ୍ଚାଇବାକୁ ଗୁରୁତ୍ୱ ଦେଇଚାଲିଛନ୍ତି । ଡାକ୍ତରଖାନା, ଥାନା, ରାସ୍ତାଘାଟ ଓ ହାଇଲେବୁଲ ବ୍ରିଜ କରାଇଥିବା ବେଳେ ହେଲିପ୍ୟାଡ୍ କରାଇବାକୁ ଚାଲିଛି ପ୍ରସ୍ତୁତି । ଗତ ମେ ୮ରେ କୋଟିଆରେ ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନ କରାଇଥିଲା ଆନ୍ଧ୍ର । କିନ୍ତୁ ନିର୍ବାଚନକୁ ନେଇ ନୀତି ନିୟମ ମାନି ନଥିବାରୁ ଆନ୍ଧ୍ର ହାଇକୋର୍ଟ ଭୋଟକୁ ନାକଚ କରିଥିଲେ । 

ସୀମାନ୍ତରେ ଥିବା ୨୨ଟି ଗାଁକୁ ନେଇ ଆନ୍ଧ୍ର-ଓଡ଼ିଶା ମଧ୍ୟରେ ୧୯୬୮ ମସିହାରୁ ବିବାଦ ଚାଲିଛି । ଓଡ଼ିଶା ସରକାରଙ୍କ ହିସାବ ଅନୁଯାୟୀ, କୋଟିଆ ପଞ୍ଚାୟତରେ ୨୮ଟି ରାଜସ୍ୱ ଗାଁ ଓ ୧୨ଟି ପଡ଼ାଗ୍ରାମ ରହିଛି । ଏମିତି ମୋଟ ୪୦ଟି ଗ୍ରାମକୁ ନେଇ ଗଠିତ ଏହି ପଞ୍ଚାୟତରେ ୮୭୬୪ ଲୋକ ବାସ କରୁଛନ୍ତି । ପଞ୍ଚାୟତର ଏହି ୪୦ଟି ଗ୍ରାମରୁ ୨୭ଟି ଗାଁ ବିବାଦୀୟ ହୋଇ ରହିଛି । ସେଥିରୁ ୨୧ଟି ରାଜସ୍ୱ ଗ୍ରାମ ଓ ୬ଟି ପଡ଼ା ଗ୍ରାମ ରହିଛି । ଏଗୁଡିକ ହେଲା କୋଟିଆ, ଗଂଜେଇପଦର, ମାଡ଼କାର, ବାର୍ଣ୍ଣପାଡୁ, ଡୋଲିଆମ୍ବା, ଫଗୁଣ ସିନେରି, ଫାଟୁ ସିନେରି, ସଲପଗୁଡ଼ା, କନାଦୋରା, ହର ମାଣତିଙ୍ଗି, ସିଡ଼ିବାଲସା, ମହିପାଣି, ଉପର ସେମ୍ବି, ତଳ ସେମ୍ବି, ଧୂଳିପଦର, ଆରଜୁବାଲସା, ତାଡ଼ିବାଲସା, ନେରେଡ଼ିବାଲସା, ପନିକି, ରଣାସିପ୍ସ ଓ ସୀମାଗାଡ଼ା । ବିବାଦୀୟ ହୋଇ ରହିଥିବା ପଡ଼ା ଗ୍ରାମଗୁଡ଼ିକ ହେଲା ତଳ ଗଂଜେଇପଦର, କୁରୁଡ଼ିପଦର, ଜାନିଗୁଡ଼ା, ପାନକୁବାଲସା, ଟାଙ୍କରବାଲସା ଓ ଉପର ପନିକି ।

Powered by Froala Editor

Tags kotia

Related articles Odisha News Lens 4.1

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15086
    Aug 01, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15485
    Jul 31, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15674
    Jul 31, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14290
    Jul 30, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14711
    Aug 01, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14283
    Jul 31, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14381
    Aug 01, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13744
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14025
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର ...

    14025
    Jul 31, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15086
    Aug 01, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15674
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17011
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17616
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18070
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14277
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14350
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15973
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15859
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15513
    Jul 22, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14025
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14098
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15030
    Jul 28, 2026
  • ଫିକା ପଡିବ ସୁନାର ଚମକ

    14130
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    13744
    Aug 01, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15674
    Jul 31, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14277
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In