Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››‘ଫାଇଟର’ରେ ହ୍ରିତିକ୍-ଦୀପିକା

‘ଫାଇଟର’ରେ ହ୍ରିତିକ୍-ଦୀପିକା

2021-08-14 07:27:05
14074
Share:
Facebook
Twitter
E-Mail
WhatsApp
Telegram
‘ଫାଇଟର’ରେ ହ୍ରିତିକ୍-ଦୀପିକା

ଭୁଜ: ଦ ପ୍ରାଇଡ ଅଫ ଇଣ୍ଡିଆ’ ଓ ‘ଶେରଶାହ’ ଚଳିତ ବର୍ଷ ସ୍ୱାଧୀନତା ଦିବସ ଅର୍ଥାତ ଅଗଷ୍ଟ ପନ୍ଦରରେ ମୁକ୍ତିଲାଭ କରିବାକୁ ଯାଉଛି । ସ୍ୱାଧୀନତା ଦିବସ ଓ ସାଧାରଣତନ୍ତ୍ର ଦିବସ ହେଉଛି ଦେଶାତ୍ମବୋଧ ସିନେମା ରିଲିଜର ଏକ କ୍ରେଜି ସିଜିନ । ଆଗାମୀ ବର୍ଷର ଏଇ ଦୁଇ ତାରିଖକୁ ଆଖି ଆଗରେ ରଖି ସିନେ ଇଣ୍ଡଷ୍ଟ୍ରିର ନିର୍ମାତାମାନେ କିଛି ନୂଆ ସଂଗ୍ରାମୀ କାହାଣୀକୁ ନେଇ ଚଳଚ୍ଚିତ୍ର ତିଆରି କରିବାକୁ ଅଣ୍ଟା ଭିଡ଼ିଲେଣି । ଶୁଣିବାକୁ ମିଳୁଛି, ହ୍ରିତିକ ରୋଶନ ଓ ଦୀପିକା ପାଦୁକୋନଙ୍କୁ ନେଇ ନିର୍ମାଣ ହେବ ବଲିଉଡ ଫିଲ୍ମ ‘ଫାଇଟର’ । ପ୍ରଯୋଜକ ସିଦ୍ଧାର୍ଥ ଆନନ୍ଦ ଏବେ ଶାହରୁଖ ଖାନ, ଜନ ଆବ୍ରାହମ ଓ ଦୀପିକା ପାଦୁକୋନଙ୍କୁ ନେଇ ତାଙ୍କ ନୂଆ ସିନେମା ‘ପଠାନ’ ନିର୍ମାଣରେ ବ୍ୟସ୍ତ ଅଛନ୍ତି । ୨୦୨୨ ସେପ୍େଟମ୍ବରରେ ‘ଫାଇଟର’ମୁଭିଟିକୁ ରିଲିଜ୍ କରିବାକୁ ପୂର୍ବରୁ ତାଙ୍କର ଯୋଜନା ଥିଲା । ଏବେ କିନ୍ତୁ ଏହି ତାରିଖରୁ ଓହରି ଯାଇଛନ୍ତି । ‘ଫାଇଟର’ ଫିଲ୍ମଟି ୨୦୨୩ ଜାନୁଆରି ୨୬ ଅର୍ଥାତ୍ ସାଧାରଣତନ୍ତ୍ର ଦିବସରେ ମୁକ୍ତିଲାଭ କରିବ ବୋଲି ତାଙ୍କ ପ୍ରଯୋଜନା ସଂସ୍ଥା ସୂଚନା ଦେଇଛି । ସିଦ୍ଧାର୍ଥ କହିଛନ୍ତି, ମୁଁ ଏଥିପାଇଁ ଅଧିକ ଖୁସି ଯେ ଆମ ପ୍ରଯୋଜନା ସଂସ୍ଥା ମାରଫ୍ଲିକ୍ସ ‘ଫାଇଟର’ ମୁଭି ନିର୍ମାଣରେ ଅଜିତ ଅନ୍ଧାରେଙ୍କ ପ୍ରଡକ୍ସନ କମ୍ପାନି ଭାୟାକମ-୧୮ ଷ୍ଟୁଡିଓ ପାର୍ଟନର ସାଜିଛି । ଏଇ ଦୁଇ ପ୍ରଡକ୍ସନ ସଂସ୍ଥା ଭାରତୀୟ ସଂଗ୍ରାମୀ କାହାଣୀ ଆଧାରିତ ଚଳଚ୍ଚିତ୍ର ନିର୍ମାଣ କରି ଏହାକୁ ବିଶ୍ୱସ୍ତରୀୟ ଦର୍ଶକଙ୍କ ପାଖରେ ପହଞ୍ଚାଇବାକୁ ଚୁକ୍ତିବଦ୍ଧ ହେଇଛନ୍ତି । ୨୦୨୧ ଜାନୁଆରିରେ ହ୍ରିତିକଙ୍କ ଜନ୍ମଦିନ ଅବସରରେ ଏଇ ଚଳଚ୍ଚିତ୍ର ନିର୍ମାଣ ହେବ ବୋଲି ଘୋଷଣା ହେଇଥିଲା ।

Powered by Froala Editor

Tags hritik-deepika

Related articles Odisha News Lens 4.1

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13919
    Apr 16, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15444
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    14939
    Apr 18, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    15046
    Apr 16, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15533
    Apr 18, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ
    ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15461
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14122
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15401
    Apr 18, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15729
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13919
    Apr 16, 2026
  • ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    14810
    Apr 18, 2026
  • ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15401
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16305
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15729
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15765
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16122
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14740
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15716
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15339
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15071
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15571
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13868
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15401
    Apr 18, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15533
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15444
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In