Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 16, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

ରାଜ୍ୟ
Home ›› ରାଜ୍ୟ ›› ଓଡ଼ିଶା ପାଇଁ ଗୌରବ: ୬୭ ଜଣଙ୍କୁ ବୀରତା ପଦକ, ୨ ଯବାନଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ

ଓଡ଼ିଶା ପାଇଁ ଗୌରବ: ୬୭ ଜଣଙ୍କୁ ବୀରତା ପଦକ, ୨ ଯବାନଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ

2021-08-14 19:31:17
14453
Share:
Facebook
Twitter
E-Mail
WhatsApp
Telegram
 ଓଡ଼ିଶା ପାଇଁ ଗୌରବ: ୬୭ ଜଣଙ୍କୁ ବୀରତା ପଦକ, ୨ ଯବାନଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ

୭୫ତମ ସ୍ଵାଧୀନତା ଦିବସ ପାଳନ ପୂର୍ବରୁ ଦେଶର ବୀର ଯବାନଙ୍କୁ ବିଭିନ୍ନ ସମ୍ମାନରେ ସମ୍ମାନିତ କରାଯିବ। ଆଜି ଗୃହ ମନ୍ତ୍ରାଳୟ ପକ୍ଷରୁ ବିଭିନ୍ନ ପଦକ ଲାଗି ମନୋନୀତ ପୁଲିସ କର୍ମଚାରୀଙ୍କ ନାମ ପ୍ରକାଶ କରାଯାଇଛି।

ବୀରତା ପଦକ ପାଇଁ ଓଡ଼ିଶାରୁ ୬୭ଜଣଙ୍କୁ ମନୋନୀତ କରାଯାଇଥିବା ବେଳେ ଉତ୍ତମ ସେବା ପାଇଁ ୧୧ଜଣ ପୁଲିସ କର୍ମଚାରୀଙ୍କୁ ସମ୍ମାନିତ କରାଯିବ ବୋଲି ଜଣାପଡ଼ିଛି। ଏହା ସହ ଚଳିତ ବର୍ଷ ଓଡ଼ିଶାରୁ ମାତ୍ର ୨ଜଣ ରାଷ୍ଟ୍ରପତି ପଦକ ପାଇବା ପାଇଁ ମନୋନୀତ ହୋଇଛନ୍ତି। ସେ ମଧ୍ୟରେ ରହିଛନ୍ତି  ଭୁବନେଶ୍ବରର ଡିଏସପି ଉମାଶଙ୍କର ପଣ୍ଡା ଏବଂ କଟକ ଭିଜିଲାନ୍ସ ନିର୍ଦ୍ଦେଶାଳୟର ଭାଗିରଥୀ ତ୍ରିପାଠୀ। ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୭ଜଣଙ୍କୁ ରାଷ୍ଟ୍ରପତିଙ୍କ ହୋମ୍ ଗାର୍ଡ ଏବଂ ସିଭିଲ୍ ଡିଫେନ୍ସ ପଦକ ମିଳିବ ବୋଲି ଗୃହ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି । 

ଏହି କ୍ରମରେ ଓଡିଶାର ୨ ଯବାନଙ୍କୁ ମରଣୋତ୍ତର ଶୌର୍ଯ୍ୟ ଚକ୍ର ସମ୍ମାନ ମିଳିଛି। ସହିଦ ୨ ଏସଓଜି ଯବାନଙ୍କୁ ମିଳିବ ଶୌର୍ଯ୍ୟ ଚକ୍ର ସମ୍ମାନ। କମାଣ୍ଡର ସୁଧୀର ଟୁଡୁ ଓ ଦେବାଶିଷଙ୍କୁ ସାହସିକତା ଓ ବୀରତ୍ଵ ପାଇଁ ଏହି ସ୍ଵତନ୍ତ୍ର ସମ୍ମାନ ମିଳିବ। ମାଓବାଦୀଙ୍କ ସହ ଗୁଳି ବିନିମୟରେ ଓଡିଶାର ଏହି ଦୁଇ ବୀର ଯବାନ ୨୦୨୦ ସେପ୍ଟେମ୍ବର ୯ରେ ସହିଦ ହୋଇଥିଲେ। କଳାହାଣ୍ଡି ଜିଲ୍ଲା ସିକ୍ରି ଗାଁ ନିକଟ ଜଙ୍ଗଲରେ ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ସୁଧୀର ଓ ଦେବାଶିଷ ବୀରତ୍ଵର ସହ ମାଓବାଦୀଙ୍କ ସହ ମୁକାବିଲା କରି ସହିଦ ହୋଇଥିଲେ। ଏହା ଓଡିଶା ପାଇଁ ଗର୍ବର ବିଷୟ ବୋଲି ପୋଲିସ ମହାନିର୍ଦ୍ଦେଶକ ଅଭୟ କହିଛନ୍ତି। ଦୁଇ ଓଡିଆ ସହିଦ ଶୌର୍ଯ୍ୟ ଚକ୍ର ପାଇବା ଆମ ପାଇଁ ଗର୍ବର ବିଷୟ। 

ଏହାଛଡ଼ା ଆସାମର ୪,  ଛତିଶଗଡ଼ର ୫, ଦିଲ୍ଲୀର, ୫, ଗୁଜୁରାଟର ୬, କର୍ଣ୍ଣାଟକର ୬, ମଧ୍ୟପ୍ରଦେଶର ୩, ପଞ୍ଜାବର ଜଣେ, ହିମାଚଳ ପ୍ରଦେଶର ୨, ମେଘାଳୟର ୨, ତ୍ରିପୁରାର ୨ ଓ ତାମିଲନାଡ଼ୁର ୩ ଜଣଙ୍କୁ ରାଷ୍ଟ୍ରପତିଙ୍କ ହୋମ୍ ଗାର୍ଡ ଏବଂ ସିଭିଲ୍ ଡିଫେନ୍ସ ପଦକ ମିଳିବ। 

Powered by Froala Editor

Tags award

Related articles Odisha News Lens 4.1

  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14246
    Jun 16, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15577
    Jun 16, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    13785
    Jun 16, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14382
    Jun 16, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14571
    Jun 16, 2025
  • ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ
    ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    14006
    Jun 15, 2025
  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ
    ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13505
    Jun 16, 2025
  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ,  ବର୍ତ୍ତିଗଲେ ୨୫୦ ଯାତ୍ରୀ
    ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14448
    Jun 16, 2025
  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କୀ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କୀ ଶେଷକୃତ୍ୟ

    14559
    Jun 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14448
    Jun 16, 2025
  • ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14246
    Jun 16, 2025
  • ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14382
    Jun 16, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16965
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15491
    Apr 03, 2021

ବିଶେଷ

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15577
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14246
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14624
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14597
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15659
    Jun 11, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14481
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14033
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜି ରାଜକୋଟରେ ବିଜୟ ରୁପାଣୀଙ୍କୀ ଶେଷକୃତ୍ୟ

    14559
    Jun 16, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14382
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14246
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In