Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ...

  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ...

  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ...

  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ...

  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ...

  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ...

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ...

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶାର ସଂଗ୍ରାମୀ ମାନଙ୍କର ବଳିଦାନ ଅବିସ୍ମରଣୀୟ

ଓଡ଼ିଶାର ସଂଗ୍ରାମୀ ମାନଙ୍କର ବଳିଦାନ ଅବିସ୍ମରଣୀୟ

2021-08-15 06:40:06
14264
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାର ସଂଗ୍ରାମୀ ମାନଙ୍କର ବଳିଦାନ ଅବିସ୍ମରଣୀୟ


ଭୁବନେଶ୍ୱର: ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୭୫ ତମ ସ୍ୱାଧୀନତା ଦିବସ ପ୍ରଦେଶ କାର୍ଯ୍ୟାଳୟ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଂଗ୍ରେସ ସେବାଦଳ ପକ୍ଷରୁ ପରିଚାଳିତ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଜାତୀୟ ପତାକା ଉତୋଳନ କରି କହିଲେ ଯେ ପରାଧୀନ ଭାରତବର୍ଷର ସ୍ୱାଧୀନତା ଓ ମହାତ୍ମା ଗାନ୍ଧୀଙ୍କ ଆବିର୍ଭାବ ଅବିସ୍ମରଣୀୟ । ଦେଶର ସ୍ୱାଧୀନତା ପାଇଁ ସଂଗ୍ରାମୀ ମାନଙ୍କର ସଂଘର୍ଷ ଓ ବଳିଦାନକୁ ଆମ୍ଭେମାନେ ଭୁଲିଯିବା ଉଚିତ୍ ନୁହେଁ । ଓଡ଼ିଆ ମାନଙ୍କର ସାହସ ଓ ସଂଗ୍ରାମ ଅତୁଳନୀୟ । କଂଗ୍ରେସ ଦଳ ମଧ୍ୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ ତ୍ୟାଗ ଓ ସ୍ୱାଧୀନତା ପରେ ଦେଶଗଠନ ପାଇଁ ଉଦ୍ୟମ ଜାରିରଖିଛି । ଏପରିକି କରୋନା ମହାମାରୀ ସମୟରେ ଜନସେବାକୁ ଗୁରୁତ୍ୱ ଦେଇ ନିସ୍ୱାର୍ଥପର ସେବା କରିଛି । ଅଲମ୍ପିକ ପଦକ ପ୍ରାପ୍ତ ଭାରତୀୟ ହକି ଦଳରେ ଦୁଇଜଣ ଓଡ଼ିଆ ଖୋଳାଳିଙ୍କ ପାଇଁ ଆମେ ଆଜି ଗର୍ବିତ । ସମସ୍ତେ ଏକଜୁଟ ହୋଇ ନିସ୍ୱାର୍ଥପର ଭାବରେ ସଂଗଠନ ମାଧ୍ୟମରେ ଦେଶସେବା କରିବାକୁ କାର୍ଯ୍ୟକରିବା ପାଇଁ ସେ ଆହ୍ୱାନ ଦେଇଥିଲେ । 
    ଏହି କାର୍ଯ୍ୟକ୍ରମରେ ଏଆଇସିସି ସଂପାଦକ ରୁଦ୍ର ରାଜୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ପ୍ରଦେଶ କଂଗ୍ରେସ ସେବା ଦଳ ପକ୍ଷରୁ ଅଧ୍ୟକ୍ଷ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ଜ୍ୟୋତିଷ କୁମାର ସାହୁ, ଏମଡି ଶାହାଦୁଲ୍ଲା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । 
ଆଜିର ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ରାମଚନ୍ଦ୍ର ଖୁଂଟିଆ, ଡ. ଯୁଧିଷ୍ଠୀର ଜେନା, ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, କିଶୋର ଜେନା, ଯଜେ୍ଞଶ୍ୱର ବାବୁ, ସ୍ମୃତିରଞ୍ଜନ ଲେଙ୍କା, ହଳଧର ସେଠୀ, ଅମୀୟ ପଟ୍ଟନାୟକ, ମନୋରଞ୍ଜନ ଦାଶ, ସସ୍ମିତା ବେହେରା, ରଶ୍ମି ମହାପାତ୍ର, ବିଶ୍ୱଜିତ ଦାଶ, ଚିନ୍ମୟ ସୁନ୍ଦର ଦାସ, ସ୍ୱାଧୀନବାଳା ଦାସ, ସୁଶାନ୍ତ ତ୍ରିପାଠୀ, ଦେଓ ପ୍ରସାଦ, କନକଲତା ମଲ୍ଲିକ, ମୋହନ ଜେନା, ନିରଦ ବରଣ ଖୁଂଟିଆ, ରଜନୀ ମହାନ୍ତି, ସୁବ୍ରତ ମହାପାତ୍ର, ଦୀପକ ମହାପାତ୍ର, ମନୋଜ ନାୟକ, ଶ୍ରୀୟାସ୍ମିତା ପଣ୍ଡା, ଦେବୀ ପ୍ରସାଦ ବାହାଲିଆ, ରାମକୃଷ୍ଣ ପରିଡ଼ା, ଉଷାରାଣୀ ସାହୁ, ଜୟକୃଷ୍ଣ ସୁବୁଦ୍ଧି, ସଂକୁନା କହଁର, ସଂଜୟ ମିଶ୍ର, ତାପସ ସେଠୀ, ଭୀମସେନ ଭୋଇ, ଭାସ୍କର ଚନ୍ଦ୍ର ସେଠୀ, ପ୍ରକାଶ ମହାନ୍ତି, କୁଳମଣି ସାହୁ, ଗୋକୁଳାନନ୍ଦ ମହାପାତ୍ର, ମଂଟୁ ମଲ୍ଲିକ, ପ୍ରଭାବତୀ ପଟ୍ଟନାୟକ, ମୁନି ଥାପ୍ପା, ସାଗର ପରିଡ଼ା, ଅକ୍ରୁର ମଲ୍ଲିକ, ସୁକୁମାର ଦେଓ, ମନୋଜ ସାହୁ, ବସନ୍ତ ପଣ୍ଡା, ଝୁଲିଆ ବାରିକ ପ୍ରମୁଖ ବହୁ କଂଗ୍ରେସ କର୍ମକର୍ତା ଓ କର୍ମୀ ଉପସ୍ଥିତ ଥିଲେ ।

Powered by Froala Editor

Tags Indepedence day by pcc

Related articles Odisha News Lens 4.1

  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି
    ଦେଶ-ଦେଶାନ୍ତର

    କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି

    14597
    Nov 17, 2026
  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ
    ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15253
    Nov 16, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15465
    Nov 16, 2026
  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି
    ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14356
    Nov 17, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ...
    ବାଣିଜ୍ୟ

    ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ...

    14855
    Nov 17, 2026
  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ...

    14645
    Nov 17, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15272
    Nov 16, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14778
    Nov 16, 2026
  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...
    ଖେଳ ଖବର

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...

    14347
    Nov 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14356
    Nov 17, 2026
  • ବାଣିଜ୍ୟ

    ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    14855
    Nov 17, 2026
  • ଖେଳ ଖବର

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ପଞ୍ଚମ ଆନ୍ତଃବିଭାଗୀୟ କ୍ୟାରମ୍ ...

    14347
    Nov 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17287
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17993
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17947
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18361
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14722
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14353
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15693
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14477
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14554
    Nov 05, 2026

ବାଣିଜ୍ୟ

ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

ଭୁବନେଶ୍ୱର : ବିଶ୍ୱ ପ୍ରିମାଚ୍ୟୁରିଟି ଦିବସ ଅବସରରେ ଆୟୁ ଫାଉଣ୍ଡେସନ୍ ଏବଂ ଅଙ୍କୁରା ହସ୍ପିଟାଲ ପକ୍ଷରୁ ଆୟୋଜିତ ୫ କିଲୋମିଟର ପଦଯାତ୍ରାରେ ପରିବାର ସମେତ ଶହଶହ ଲୋକ ଏକାଠି ହୋଇଥିଲେ। ସମୟ ପୂର୍ବରୁ ଜନ୍ମହୋଇଥିବା କି ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14645
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13951
    Nov 16, 2026
  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    14185
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15425
    Nov 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି

    14597
    Nov 17, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14778
    Nov 16, 2026
  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15253
    Nov 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In