Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସେଟର୍ଣ୍ଣ ରିୟଲ୍ଟର୍ସ କିଣିଲା ବିଜୟ ମାଲ୍ୟାଙ୍କ କିଙ୍ଗଫିସର ହାଉସ୍‌

ସେଟର୍ଣ୍ଣ ରିୟଲ୍ଟର୍ସ କିଣିଲା ବିଜୟ ମାଲ୍ୟାଙ୍କ କିଙ୍ଗଫିସର ହାଉସ୍‌

2021-08-15 08:02:41
14330
Share:
Facebook
Twitter
E-Mail
WhatsApp
Telegram
ସେଟର୍ଣ୍ଣ ରିୟଲ୍ଟର୍ସ କିଣିଲା ବିଜୟ ମାଲ୍ୟାଙ୍କ କିଙ୍ଗଫିସର ହାଉସ୍‌

ଶେଷରେ ବିଜୟ ମାଲ୍ୟାଙ୍କ କିଙ୍ଗଫିସର ହାଉସ୍‌ ବିକ୍ରି ହୋଇଛି। ମୁମ୍ବାଇର ଭିଲେପାର୍ଲେରେ ଥିବା ଏହି ଘରଟିକୁ ଡେଟ୍‌ ରିକୋଭରୀ ଟ୍ରିବ୍ୟୁନାଲ ହାଇଦ୍ରାବାଦର ସେଟର୍ଣ୍ଣ ରିୟଲ୍ଟର୍ସଙ୍କୁ ବିକ୍ରି କରିଛନ୍ତି। ସେଟର୍ଣ୍ଣ ରିୟଲ୍ଟର୍ସ ଏହି ଘରଟିକୁ ୫୨.୨୫ କୋଟି ଟଙ୍କାରେ କିଣିଛି। ଏଥିଲାଗି ମହାରାଷ୍ଟ୍ର ସରକାରଙ୍କୁ ଷ୍ଟାମ୍ପ ଡ୍ୟୁଟି ବାବଦେ ୨.୬୧୨କୋଟି ଟଙ୍କା ଦେଇଛି । ଏହି କାରବାର ଗତ ଜୁଲାଇ ୩୧ ତାରିଖରେ ହୋଇଥିଲା। ମୁମ୍ବାଇ ବିମାନ ବନ୍ଦର ନିକଟରେ ୨୪୦୧.୭୦ ବର୍ଗ ମିଟରରେ ବିସ୍ତୃତ ଏହି ପ୍ରୋପର୍ଟିକୁ ୨୦୧୬ ମସିହାରୁ ନିଲାମ ପାଇଁ ରଖାଯାଇଥିଲା। ଡେଟ୍ ରିକୋଭରୀ ଟ୍ରିବ୍ୟୁନାଲ ବେଙ୍ଗାଲୁରୁ ଏହାକୁ ନିଲାମ କରିବା ଲାଗି ୮ ଥର ଉଦ୍ୟମ କରିଥିଲା। ହେଲେ ଟ୍ରିବ୍ୟୁନାଲଙ୍କ ପ୍ରତ୍ୟେକ ଉଦ୍ୟମ ବିଫଳ ହୋଇଥିଲା। ଶେଷରେ ନବମ ଥରରେ ସଫଳତା ମିଳିଛି।

କିଙ୍ଗଫିସର ହାଉସ୍‌ ଲାଗି ଟ୍ରିବ୍ୟୁନାଲ ୧୩୫କୋଟି ଟଙ୍କା ଧାର୍ଯ୍ୟ କରିଥିଲେ। ଧାର୍ଯ୍ୟମୂଲ୍ୟର ଏକ ତୃତୀୟାଂଶ ଦରରେ ଏହାକୁ ବିକ୍ରି କରାଯାଇଛି। ରିୟଲ ଇଷ୍ଟେଟ୍‌ ରିସର୍ଚ୍ଚ ଫାର୍ମ ‘ଲିୟାସେସ୍‌ ଫୋରାସ’ଙ୍କ ପରିଚାଳନା ନିର୍ଦ୍ଦେଶକ ପଙ୍କଜ କପୁର ଦର ହ୍ରାସ ଲାଗି ପ୍ରପର୍ଟିର ସ୍ଥାନ ଓ ବର୍ତ୍ତମାନର ବଜାର ପରିସ୍ଥିତିକୁ ଦାୟି କରିଛନ୍ତି। ବିମାନ ବନ୍ଦର ଯୋଗୁ ଏହି ଭୂ-ଖଣ୍ଡ ଉପରେ ଉଚ୍ଚତା କଟକଣା ରହିଛି। ଏହା ଛଡା ବର୍ତ୍ତମାନର ରିୟଲ ଇଷ୍ଟେଟ ବଜାରର ପରିସ୍ଥିତି ଅତ୍ୟନ୍ତ ଖରାପ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ,  ବିଜୟ ମାଲ୍ୟାଙ୍କ ଏହି ଘରଟି ଏକଦା କିଙ୍ଗ ଫିସର ଏୟାରଲାଇନ୍ସର ମୁଖ୍ୟାଳୟ ଥିଲା। ଏୟାର ଲାଇନ୍ସ ଉପରେ ୯ ହଜାର କୋଟି ଟଙ୍କାର ଋଣ ଠକେଇ ଓ ଲାଞ୍ଚ ଅଭିଯୋଗ ହେବା ପରେ ଗୁରୁତର ଆର୍ଥିକ ସଙ୍କଟ ଦେଖାଦେଇଥିଲା । ଆର୍ଥିକ ସଂକଟ ଯୋଗୁ ୨୦ ଅକ୍ଟୋବର ୨୦୧୨ରେ କିଙ୍ଗଫିସର ଏୟାରଲାଇନ୍ସକୁ ବନ୍ଦ କରିଦିଆଯାଇଥିଲା।  କମ୍ପାନୀର ମାଲିକ ବିଜୟ ମାଲ୍ୟା ଏୟାରଲାଇନ୍ସ ସମ୍ବଦ୍ଧିତ ଋଣ ଠକେଇ ଓ ଲାଞ୍ଚ କାରବାର ଅଭିଯୋଗର ସମ୍ମୁଖୀନ ହୋଇ ଭାରତରୁ ପଳାୟନ କରିଥିଲେ। ବ୍ୟାଙ୍କମାନଙ୍କୁ ଠକିଥିବା ଅଭିଯୋଗରେ ଭାରତରେ ତାଙ୍କୁ ଆର୍ଥିକ ଅପରାଧୀ ଘୋଷଣା କରାଯାଇଥିଲା।

Powered by Froala Editor

Tags king fisher house

Related articles Odisha News Lens 4.1

  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13674
    Jun 12, 2025
  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14369
    Jun 12, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର
    ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14532
    Jun 11, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14163
    Jun 12, 2025
  • ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ
    ଦେଶ-ଦେଶାନ୍ତର

    ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ

    14682
    Jun 12, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15001
    Jun 11, 2025
  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...
    ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14303
    Jun 12, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13603
    Jun 12, 2025
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13616
    Jun 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14532
    Jun 11, 2025
  • ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14303
    Jun 12, 2025
  • ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14760
    Jun 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16656
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16957
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15484
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15001
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14532
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14060
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15482
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16113
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16324
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14823
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15001
    Jun 11, 2025
  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14303
    Jun 12, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14532
    Jun 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In