Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ...

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହାଇତି ଭୂମିକମ୍ପ : ମୃତ୍ୟୁ ସଂଖ୍ୟା ୩ ହଜାର ଟପିଲା

ହାଇତି ଭୂମିକମ୍ପ : ମୃତ୍ୟୁ ସଂଖ୍ୟା ୩ ହଜାର ଟପିଲା

2021-08-16 06:24:20
13818
Share:
Facebook
Twitter
E-Mail
WhatsApp
Telegram
ହାଇତି ଭୂମିକମ୍ପ : ମୃତ୍ୟୁ ସଂଖ୍ୟା ୩ ହଜାର ଟପିଲା

ହାଇତିରେ ଶକ୍ତିଶାଳୀ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୧୩୦୦କୁ ଟପିଲାଣି ।  ୭.୨ ତୀବ୍ରତାରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିବାରୁ ଭୂଷୁଡି ପଡିଥିଲା ବଡ ବଡ ଅଟ୍ଟାଳିକା । ଫଳରେ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି । ଏଥିରେ ୫୦୦୦ରୁ ଅଧିକ ଆହତଙ୍କୁ ଚିକିତ୍ସା କରାଯାଉଛି । ଏମାନଙ୍କ ଚିକିତ୍ସା ପାଇଁ ଅନ୍ତର୍ଜାତୀୟ ରେଡକ୍ରସ୍ ସେବା ଜାରି ରଖିଛି ।  

ହାଇତିର ନାଗରିକ ସୁରକ୍ଷା ଏଜେନ୍ସିର ନିର୍ଦ୍ଦେଶକ ଜେରୀ ଚାଣ୍ଡେଲ କହିଛନ୍ତି, ଅଧିକାଂଶ ଆହତ ଦେଶର ଦକ୍ଷିଣ ପ୍ରାନ୍ତର । ଶନିବାର ଭୂକମ୍ପରେ ଅନେକ ସହର ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଥିଲା । ଭୂସ୍ଖଳନ ହେତୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା ।  ଚାପି ହୋଇ ରହିଥିବା ଲୋକଙ୍କୁ ଉଦ୍ଧାର କରିବା କଷ୍ଟକର ହେଉଥିବା ଉଦ୍ଧାରକାରୀ ଦଳ କହିଛନ୍ତି । 

ସୂଚନା ଥାଉକି, ଭୂକମ୍ପର ପ୍ରକୋପ ଏତେ ଭୟାବହ ଥିଲା ଯେ, ପ୍ରଧାନମନ୍ତ୍ରୀ ଆରିଏଲ ହେନେରୀ ଦେଶରେ ଏକ ମାସର ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି । ଯେଉଁଠି କ୍ଷୟକ୍ଷତି ଅଧିକ ହୋଇଛି ସେଠାରେ ଉଦ୍ଧାର କାର୍ଯ୍ୟ ଚାଲିଛି । ଏହାସହ ଆହତ ରୋଗୀଙ୍କୁ ଡାକ୍ତରଖାନାରେ ରୋଗୀ ଭର୍ତ୍ତି କରାଯାଇଛି । ପ୍ରଧାନମନ୍ତ୍ରୀ ସାରା ଏବଂ କ୍ଷୟକ୍ଷତିର ଆକଳନ ନହେବା ପର୍ଯ୍ୟନ୍ତ ସେ ଆନ୍ତର୍ଜାତୀୟ ସହାୟତା ଲୋଡ଼ିବେ ନାହିଁ ବୋଲି କହିଛନ୍ତି । ପ୍ରଧାନମନ୍ତ୍ରୀ ଅନ୍ୟ ଦେଶକୁ କୌଣସି ସାହାଯ୍ୟ ନମାଗିଥିଲେ ବି ଏକାଧିକ ରାଷ୍ଟ୍ର ସାହାଯ୍ୟର ହାତ ବଢାଇଛନ୍ତି । ଆମେରିକା ଚିଲି, ଜାମାଇକା ନିଜ ନିଜ ବାୟୁ ସେନା ପଠାଇ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଏହାସହ ଲୋକଙ୍କୁ ଖାଦ୍ୟ ଓ ପାନୀୟ ଯୋଗାଉଛନ୍ତି ।   

Powered by Froala Editor

Tags haiti earthquake

Related articles Odisha News Lens 4.1

  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ
    ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13449
    Jul 27, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14420
    Jul 27, 2026
  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13786
    Jul 26, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13720
    Jul 27, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...
    ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...

    13639
    Jul 26, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13720
    Jul 26, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13654
    Jul 27, 2026
  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ
    ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15436
    Jul 27, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13528
    Jul 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13449
    Jul 27, 2026
  • ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13654
    Jul 27, 2026
  • ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14420
    Jul 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17002
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17607
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17659
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18060
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15731
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15383
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16041
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14293
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14566
    Jul 15, 2026

ବାଣିଜ୍ୟ

ଫିକା ପଡିବ ସୁନାର ଚମକ

ସୁନାର ଚମକ ଧିରେ ଧିରେ ଫିକା ପଡିବା ପରି ଅନୁମାନ କରାଯାଉଛି । ଜାନୁଆରୀ ୨୦୨୬ରେ ସୁନା ମୂଲ୍ୟ ପ୍ରତି ଆଉନ୍ସ ୫, ୬୦୨ର ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି । ଏହା ପ୍ରାୟ ୨୮ ପ୍ରତିଶତ ହ୍ରାସ ପାଇଛି । ଗତ କିଛି ଦିନରେ ମୂଲ୍ୟ ୨ ଥର ଆଉନ୍ସ ୪ ହଜାର ତଳକୁ ଖସି ଆସିଛି । ବର୍ତ୍ତମାନ ପ୍ରାୟ ୪,୦୪୦ରେ କାରବାର ହେଉଛି ।< ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15755
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15928
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15299
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13900
    Jul 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15436
    Jul 27, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧ: ଅମିତ୍ ଶାହ

    13639
    Jul 26, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13449
    Jul 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In