Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

ରାଜ୍ୟ
Home ›› ରାଜ୍ୟ ›› ୫-ଟି ସଚିବଙ୍କ ଦୁଇ ଦିନିଆ ଗଞ୍ଜାମ ଗସ୍ତ

୫-ଟି ସଚିବଙ୍କ ଦୁଇ ଦିନିଆ ଗଞ୍ଜାମ ଗସ୍ତ

2021-08-16 18:36:50
15606
Share:
Facebook
Twitter
E-Mail
WhatsApp
Telegram
 ୫-ଟି ସଚିବଙ୍କ ଦୁଇ ଦିନିଆ ଗଞ୍ଜାମ ଗସ୍ତ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ୍ ୧୫ ଓ ୧୬ ତାରିଖ ଦୁଇ ଦିନ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ଶେରଗଡ  ଗସ୍ତ କରି  ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।


ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କଲ୍ ଯୋଗେ ଶାସନ ଆମ୍ଵ ଗାଁର ବୃନ୍ଦାବନ ସ୍ମୃତି ବିଦ୍ୟାପୀଠ ର ଛାତ୍ରଛାତ୍ରୀ ମୀରା ସ୍ବାଇଁ ଓ ଦୀପକ ଦଳାଇଙ୍କ ସହ କଥା ହୋଇ ସ୍କୁଲ ରୂପାନ୍ତରୀକରଣ କାମ ସମ୍ପର୍କରେ ପିଲା ତଥା ଅଭିଭାବକ ମାନଙ୍କ ମତାମତ ଲୋଡିଥିଲେ । ସେମାନେ ସ୍କୁଲ ରୂପାନ୍ତରୀକରଣ ଦିଗରେ ମୁଖ୍ୟମନ୍ତ୍ରୀ ଙ୍କ ପଦକ୍ଷେପ ର ଉଚ୍ଚ ପ୍ରଶସା କରିବା ସହ ଧନ୍ୟବାଦ ଜଣାଇଥିଲେ ।


ଶ୍ରୀ ପାଣ୍ଡିଆନ ପ୍ରଥମେ ହିଞ୍ଜିଳି ଓ ଶେରଗଡରେ ଥିବା ୩୯ଟି ହାଇସ୍କୁଲରେ ୫-ଟି କାର୍ଯ୍ୟକ୍ରମ ଅଧିନରେ ଚାଲିଥିବା ରୂପାନ୍ତରୀକରଣ କାମ ପର୍ଯ୍ୟବେକ୍ଷଣ କରିଥିଲେ। ଏହି ଅବସରରେ ସେ ସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟତ୍ରୀ, ଅଭିଭାବକ, ସ୍କୁଲ ପରିଚାଳନା କମିଟିର ସଦସ୍ୟ ଏବଂ ପଞ୍ଚାୟତ ପ୍ରତିନିଧି  ମାନଙ୍କ ସହିତ ଏହି ଉନ୍ନତ ଶିକ୍ଷାଦାନ ବ୍ୟବସ୍ଥା ସଂପର୍କରେ ଆଲୋଚନା କରିଥିଲେ। ଏହି ସ୍ମାର୍ଟ କ୍ଲାସ ରୁମ୍‌ କାର୍ଯ୍ୟକ୍ରମରେ ସ୍କୁଲ ଗୁଡିକରେ ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, Hygenic toilet, ସ୍ବଚ୍ଛ ପାନୀୟ ଜଳ ବ୍ୟବସ୍ଥା, ଖେଳପଡିଆ ଓ ବୃକ୍ଷରୋପଣ ଆଦି କାର୍ଯ୍ୟକ୍ରମକୁ ୫-ଟି ସଚିବ ପର୍ଯ୍ୟବେକ୍ଷଣ କରି ଅଗ୍ରଗତିର ସମୀକ୍ଷା କରିଥିଲେ। ଶ୍ରୀ ପାଣ୍ଡିଆନଙ୍କ ସମୀକ୍ଷାରୁ ଜଣାଯାଇଛି ଯେ ହିଞ୍ଜିଳି ଓ ଶେରଗଡର ୩୯ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ କାମ ସଂପୂର୍ଣ୍ଣ ହୋଇଛି ।  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅଗଷ୍ଟ ୨୧ ତାରିଖରୁ ଏହାକୁ ପର୍ଯ୍ୟାୟକ୍ରମେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ ।


ସୂଚନାଯୋଗ୍ୟ ଯେ ସାରା ରାଜ୍ୟରେ ୧୦୭୨ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍ର ବିକାଶ କରାଯାଉଛି। ଏଥିରେ ପିଲାଙ୍କ ପାଇଁ କମ୍ପୁଟର ବ୍ୟବସ୍ଥା ସହିତ ଉନ୍ନତ ଲାବୋରେଟୋରୀ, ଲାଇବ୍ରେରୀ ଓ ଅନ୍ୟାନ୍ୟ ସୁବିଧା କରାଯାଉଛି । 


ଏହାପରେ ୫-ଟି ସଚିବ ଗଞ୍ଜାମର ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ଗସ୍ତ କରି ମନ୍ଦିର ଓ ଏହାର ପାରିପାର୍ଶ୍ବିକ ବିକାଶ କାମ ପର୍ଯ୍ୟବେକ୍ଷଣ କରିଥିଲେ। ମନ୍ଦିରର ପ୍ରସାଦ ସେବନ ହଲ୍‌, Interpetation Complex, ଦୀପଘର, ସ୍ନାନ ମଣ୍ଡପ, ଯଜ୍ଞ ମଣ୍ଡପ ଆଦି ପର୍ଯ୍ୟବେକ୍ଷଣ କରିଥିଲେ ଏବଂ ମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କରିଥିଲେ। ଏହା କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ପରାମର୍ଶ ଦେଇ ସେ ଅଧିକାରୀମାନଙ୍କୁ ମନ୍ଦିର ବିକାଶ କାର୍ଯ୍ୟକୁ ନଭେମ୍ବର ୨୦୨୧ ସୁଦ୍ଧା ସଂପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।


ପରେ ଶ୍ରୀ ପାଣ୍ଡିଆନ ପୁରୁଷୋତ୍ତମପୁର ଆଇ.ଟି.ଆଇ ପରିଦର୍ଶନ କରି ସେଠାରେ ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟତ୍ରୀ ମାନଙ୍କ ସହିତ ଆଲୋଚନା କରିଥିଲେ  ଏବଂ ପିଲାମାନଙ୍କୁ ଶିକ୍ଷାଦାନ ପଦ୍ଧତିରେ ବିଭିନ୍ନ ଆଧୁନିକ ବ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ।  ଏହି ଆଇ.ଟି.ଆଇରେ ପାଠ ପଢୁଥିବା ୯୦ ପ୍ରତିଶତ ପିଲା ଚାକିରୀ ପାଉଥିବାରୁ ସେମାନେ ଆଇ.ଟି.ଆଇ ଗୁଡିକର ଉନ୍ନତ ଶିକ୍ଷାଦାନ ବ୍ୟବସ୍ଥା ପାଇଁ ଧନ୍ୟବାଦ ଜଣାଇଥିଲେ।


ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ, ଜିଲ୍ଲାର ଏସ୍‌.ପି ଓ ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

Powered by Froala Editor

Tags V K Pandian, 5T

Related articles Odisha News Lens 4.1

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14046
    Jul 31, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15280
    Jul 31, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14020
    Jul 30, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14053
    Jul 31, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15318
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15306
    Jul 30, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14062
    Jul 30, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    14972
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15444
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର ...

    13817
    Jul 31, 2026
  • ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14046
    Jul 31, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15444
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17008
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17613
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17666
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18064
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14046
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14319
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15944
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15831
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15485
    Jul 22, 2026

ବାଣିଜ୍ୟ

ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

ଭୁବନେଶ୍ୱରରେ ରପ୍ତାନି ଆଉଟରିଚ୍ ଆଲୋଚନାଚକ୍ର ଆୟୋଜନ କରିବାକୁ ଏଫଆଇଇଓ ସହିତ ସହଭାଗୀତା କଲା ଏକ୍ଜିମ ବ୍ୟାଙ୍କ, ଓଡ଼ିଶାର ବାଣିଜ୍ୟ ଓ ପୁଞ୍ଜିନିବେଶ ସାମର୍ଥ୍ୟ ଉପରେ ଗବେଷଣା ଅଧ୍ୟୟନ ରିପୋର୍ଟ ପ୍ରକାଶ କଲା

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13895
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15027
    Jul 28, 2026
  • ଫିକା ପଡିବ ସୁନାର ଚମକ

    14129
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15761
    Jul 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    14062
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15306
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15444
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In