Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 23, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ...

ରାଜ୍ୟ
Home ›› ରାଜ୍ୟ ››ଅଗଷ୍ଟ ୨୦ରୁ ଯୁକ୍ତ ତିନି ନାମଲେଖା ପାଇଁ ଆବେଦନ

ଅଗଷ୍ଟ ୨୦ରୁ ଯୁକ୍ତ ତିନି ନାମଲେଖା ପାଇଁ ଆବେଦନ

2021-08-17 09:17:00
14216
Share:
Facebook
Twitter
E-Mail
WhatsApp
Telegram
ଅଗଷ୍ଟ ୨୦ରୁ ଯୁକ୍ତ ତିନି ନାମଲେଖା ପାଇଁ ଆବେଦନ

 ଭୁବନେଶ୍ୱର: ନିକଟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଅଗଷ୍ଟ ୨୦ରୁ ଯୁକ୍ତ ତିନି ନାମ ଲେଖା ପ୍ରକ୍ରିୟ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଗଷ୍ଟ ୨୦ରୁ ସେପ୍ଟମ୍ବପର ୪ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ମାନେ ଅନଲାଇନ ମାଧ୍ୟମରେ ଆବେଦନ କରିବେ । ଛାତ୍ରଛାତ୍ରୀ ମାନେ ସେପ୍ଟମ୍ବର ୯ ରୁ ୧୪ତାରିଖ ଯାଏ ସାମ୍ସ ପୋର୍ଟାଲରେ ଫି ଦାଖଲ କରିପାରିବେ ବୋଲି କୁହାଯାଇଛି । ଏହାପରେ ସେପ୍ଟମ୍ବର ୯ତାରିଖରେ ପ୍ରଥମ ମେରିଟ ଲିଷ୍ଟ ଓ ସେପ୍ଟେମ୍ବର ୨୧ରେ ଦ୍ୱିତୀୟ ମେରିଟ ଲିଷ୍ଟ ପ୍ରକାଶ ପାଇବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି ।  

Powered by Froala Editor

Tags plus 3 admission

Related articles Odisha News Lens 4.1

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା
    ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14792
    Jun 23, 2025
  • ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ

    14876
    Jun 21, 2025
  • ‘ମନ୍ନତ’ରେ ପଶିଲା ବିଏମ୍‌ସି
    ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15594
    Jun 21, 2025
  • ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ
    ଦେଶ-ଦେଶାନ୍ତର

    ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ

    15242
    Jun 21, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ
    ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15137
    Jun 22, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15448
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15670
    Jun 22, 2025
  • ବୋହୂକୁ  ୧୦ ଫୁଟ୍‌ ଗାତ କରି ପୋତି ଦେଲେ
    ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14021
    Jun 21, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ
    ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14392
    Jun 22, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15137
    Jun 22, 2025
  • ଦେଶ-ଦେଶାନ୍ତର

    ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ

    15242
    Jun 21, 2025
  • ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15448
    Jun 23, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17009
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15503
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15448
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14792
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15670
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14286
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14759
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14995
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14818
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14819
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13791
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15137
    Jun 22, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14792
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15670
    Jun 22, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In