Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ...

  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ...

  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ...

  • ୧୫ରେ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ...

  • ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ ...

  • ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ ...

  • ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ...

  • କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ...

  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

ଅପରାଧ
Home ›› ଅପରାଧ ››ଏ କି ନ୍ୟାୟ! ବୃଦ୍ଧଙ୍କୁ ଚୋରି ଅଭିଯୋଗରେ ଚପଲ ମାଳ ପକାଇ ଦାଣ୍ଡରେ ବୁଲାଇଲେ

ଏ କି ନ୍ୟାୟ! ବୃଦ୍ଧଙ୍କୁ ଚୋରି ଅଭିଯୋଗରେ ଚପଲ ମାଳ ପକାଇ ଦାଣ୍ଡରେ ବୁଲାଇଲେ

2021-04-15 07:37:33
15964
Share:
Facebook
Twitter
E-Mail
WhatsApp
Telegram
ଏ କି ନ୍ୟାୟ! ବୃଦ୍ଧଙ୍କୁ ଚୋରି ଅଭିଯୋଗରେ ଚପଲ ମାଳ ପକାଇ ଦାଣ୍ଡରେ ବୁଲାଇଲେ
ପୂଜା ମସାଗ୍ରୀ ଚୋରି ଘଟଣାକୁ ନେଇ ଗାଁରେ ବସିଲା କଙ୍ଗାରୁ କୋର୍ଟ । ଜଣେ ବୃଦ୍ଧଙ୍କ ନାଁରେ ହୋଇଥିଲା ଚୋରି ଅଭିଯୋଗ । ହେଲେ କଙ୍ଗାରୁ କୋର୍ଟରେ ନ୍ୟାୟ ବିଚାର ଏମିତି ଯେ, ଯାହାର ହେଲେବି ମୁଣ୍ଡ ତଳକୁ ହୋଇଯିବ । ବୃଦ୍ଧଙ୍କୁ ଚପଲ ମାଳ ପକାଇ ଓ ହାତ ବାନ୍ଧି ଗାଁ ଦାଣ୍ଡରେ ଚଲାଯାଇଥିଲା । ଏ ଘଟଣା ବଲାଙ୍ଗୀର ବ୍ରାହ୍ମଣୀଡୁଙ୍ଗୁରୀ ଗାଁର । ସୂଚନା ଅନୁଯାୟୀ, ଗାଁର ଦଣ୍ଡନାଚ ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିଲା । କୀର୍ତ୍ତନ ଛତ୍ରିଆର ଉଦ୍ୟମକ୍ରମେ ବ୍ରାହ୍ମଣୀଡୁଙ୍ଗୁରୀରୁ ଦଣ୍ଡନାଚ ଆରମ୍ଭ ହୋଇ ପରବର୍ତ୍ତି ସମୟରେ ଅନ୍ୟ ଗାଁମାନଙ୍କୁ ଯାଇଥାନ୍ତା । ହେଲେ ଗତ ଚାରିରୁ ପାଞ୍ଚଦିନ ତଳେ ଦଣ୍ଡନାଚରେ ବ୍ୟବହୃତ ପୂଜା ସାମଗ୍ରୀକୁ ସେହି ଗାଁର କେହି ଜଣେ ଚୋରି କରିନେଇଥିଲା । ଏନେଇ ପଚରାଉଚୁରା କରିବାରୁ କେତେକ ପ୍ରତ୍ୟକ୍ଷଦର୍ଶୀ ସେହି ଗାଁର ବୃଦ୍ଧ ମୁରାଲ କୁଅରଙ୍କ ନାଁ ନେଇଥିଲେ । ଗତ ସୋମବାର ଦିନ କୀର୍ତ୍ତନ ଏବଂ ତାଙ୍କର କେତେକ ସହଯୋଗୀ ମୁରାଲଙ୍କୁ ପାଇବା ପରେ ତାଙ୍କୁ ଗାଳିଗୁଲଜ କରିବାରୁ ସେ କରିଥିବା ଦୋଷ ସ୍ୱୀକାର କରିଥିଲେ । ସେ ମଧ୍ୟ ନିଶାରେ ସାମଗ୍ରୀକୁ ନେଇ ଯାଇଥିବା କହିଥିଲେ । ଏହାପରେ କୀର୍ତ୍ତନଙ୍କ ଭାଇ ସଦାନନ୍ଦ ମୁରାଲଙ୍କ ହାତକୁ ବାନ୍ଧି ବେକରେ ଚପଲ ମାଳା ପିନ୍ଧାଇ ଗାଁରେ ବୁଲାଇଥିଲେ । ପରେ ତାଙ୍କ ମୁହଁରେ ଚୂନ ପାଉଁଶ ମଧ୍ୟ ବୋଳି ଏଭଳି ତାଙ୍କୁ ଦଣ୍ଡ ଦିଆଯିବ ବୋଲି କହିଥିଲେ । ଅବଶ୍ୟ ରାସ୍ତାରେ କେତେକ ବରିଷ୍ଠ ବ୍ୟକ୍ତି ଏହାକୁ ଅମାନବୀୟ କାର୍ଯ୍ୟ କହି ଏଥିରୁ ନିବୃତ୍ତ ରହିବାକୁ କହିଥିଲେ । ହେଲେ ସେମାନେ ଶୁଣିବା ପରେ ପରିବର୍ତ୍ତେ ବୃଦ୍ଧଙ୍କ ଉପରେ ଆହୁରି ନିର୍ଯ୍ୟାତନା ଦେଇଥିଲେ । ମାଡ଼ ମାରିବା ସହ ତାଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ପରେ ସେହି ଭିଡିଓକୁ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ ବୋଲି ଅଭିଯୋଗ ଆସିଛି । ଏନେଇ ଖବର ପାଇବା ପରେ ସଦର ପୋଲିସ ଜଣକୁ ଥାନାରେ ଅଟକ ରଖିଛି । ସେପଟେ ବୃଦ୍ଧଙ୍କ ଝିଅ ଥାନାରେ ତାଙ୍କ ବାପାଙ୍କୁ କଙ୍ଗାରୁ କୋର୍ଟ କରି ନିର୍ଯ୍ୟାତନା ଦେଇଥିବା ଅଭିଯୋଗ କରିଛନ୍ତି ।
Tags brahmani gaon theft case

Related articles Odisha News Lens 4.1

  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ
    ଦେଶ-ଦେଶାନ୍ତର

    ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14059
    Jun 02, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ
    ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13545
    Jun 02, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....
    ବିଶେଷ

    ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    14943
    Jun 02, 2025
  • ୧୫ରେ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    ୧୫ରେ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ସ୍ଥଗିତ

    15437
    Jun 02, 2025
  • ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା
    ଦେଶ-ଦେଶାନ୍ତର

    ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା

    15013
    Jun 02, 2025
  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ
    ମନୋରଞ୍ଜନ

    ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15054
    Jun 02, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15329
    Jun 02, 2025
  • ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି
    ଦେଶ-ଦେଶାନ୍ତର

    ହ୍ରାସ ପାଇବ ଗୃହ ଋଣ ଏବଂ କାର ଋଣର ମାସିକ କିସ୍ତି

    15277
    Jun 02, 2025
  • ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ କମ୍ପ୍ରୋମାଇଜ୍ କର : ପୂଜା
    ମନୋରଞ୍ଜନ

    ପ୍ରଥମେ ଡାକିଲେ, ଦୁଇ ଦିନ ପରେ କହିଲେ କମ୍ପ୍ରୋମାଇଜ୍ କର : ପୂଜା

    13578
    Jun 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    14943
    Jun 02, 2025
  • ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13545
    Jun 02, 2025
  • ମନୋରଞ୍ଜନ

    ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15054
    Jun 02, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16638
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16930
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15467
    Apr 03, 2021

ବିଶେଷ

  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    14943
    Jun 02, 2025
  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15317
    Jun 02, 2025
  • ସିଝା ଅଣ୍ଡାରେ ମାଲିସ୍‌

    15142
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15829
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13830
    May 31, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15686
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16300
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14010
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14808
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋହଲିଙ୍କ ବାଙ୍ଗାଲୁରୁ ରେଷ୍ଟୁରାଣ୍ଟ ବିରୋଧରେ ରୁଜୁ ହେଲା ମାମଲା

    14839
    Jun 02, 2025
  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15054
    Jun 02, 2025
  • ଜେଇଇ ଆଡଭାନ୍ସଡ ଫଳ: ସର୍ବଭାରତୀୟ ଟପ୍ପର ଦିଲ୍ଲୀର ରଜିତ ଗୁପ୍ତା

    15013
    Jun 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In