Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୦୨୭ରେ ଜଷ୍ଟିସ୍ ବି.ଭି. ନାଗରତ୍ନା ହୋଇପାରନ୍ତି ଦେଶର ପ୍ରଥମ ମହିଳା ପ୍ରଧାନ ବିଚାରପତି

୨୦୨୭ରେ ଜଷ୍ଟିସ୍ ବି.ଭି. ନାଗରତ୍ନା ହୋଇପାରନ୍ତି ଦେଶର ପ୍ରଥମ ମହିଳା ପ୍ରଧାନ ବିଚାରପତି

2021-08-18 07:11:00
15316
Share:
Facebook
Twitter
E-Mail
WhatsApp
Telegram
୨୦୨୭ରେ ଜଷ୍ଟିସ୍ ବି.ଭି. ନାଗରତ୍ନା ହୋଇପାରନ୍ତି ଦେଶର ପ୍ରଥମ ମହିଳା ପ୍ରଧାନ ବିଚାରପତି

୨୦୨୭ରେ ଭାରତର ପ୍ରଧାନ ମହିଳା ବିଚାରପତି ହୋଇପାରନ୍ତି ଜଷ୍ଟିସ୍ ବିଭି ନାଗରତ୍ନା। ସୁପ୍ରିମକୋର୍ଟରେ ବିଚାରପତିଙ୍କ ୯ ଟି ଖାଲି ପଦବୀରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ମଙ୍ଗଳବାର ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଲେଜିୟମର ବୈଠକ ପରେ ବିଚାରପତିଙ୍କ ନିଯୁକ୍ତି ପାଇଁ ସୁପାରିଶ କେନ୍ଦ୍ରକୁ ପଠାଯାଇଛି। ତାଲିକାରେ ୩ ଜଣ ମହିଳା ବିଚାରପତିଙ୍କ ନାମ ରହିଛି। ସୁପାରିଶ ପାଇଁ କେନ୍ଦ୍ରକୁ ପଠାଯାଇଥିବା ତାଲିକାରେ ତେଲେଙ୍ଗାନା ହାଇକୋର୍ଟର ପ୍ରଧାନ ବିଚାରପତି ହିମା କୋହଲି, କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ବି.ଭି ନାଗରତ୍ନା, ଗୁଜୁରାଟ ହାଇକୋର୍ଟର ଜଜ ବେଲା ତ୍ରିବେଦୀ, କର୍ଣ୍ଣାଟକ ହାଇକୋର୍ଟର ପ୍ରଧାନ ବିଚାରପତି ଏସ ଓକା, ଗୁଜୁରାଟ ହାଇକୋର୍ଟର ପ୍ରଧାନ ବିଚାରପତି ବିକ୍ରମ ନାଥ, ସିକିମ ହାଇକୋର୍ଟର ପ୍ରଧାନ ବିଚାରପତି ଜେ.କେ ମହେଶ୍ୱରୀ, କେରଳ ହାଇକୋର୍ଟର ବିଚାରପତି ଜଷ୍ଟିସ ସିଟି ରବିନ୍ଦ୍ରକୁମାର, ମାଡ୍ରାସ ହାଇକୋର୍ଟର ବିଚାରପତି ଏମ.ଏମ ସୁନ୍ଦରେଶ ପ୍ରମୁଖଙ୍କ ନାମ ରହିଛି। ସେହିପରି ବରିଷ୍ଠ ଆଡଭୋକେଟ ପିଏସ ନରସିଂହଙ୍କୁ ସିଧାସଳଖ ସୁପ୍ରିମକୋର୍ଟର ବିଚାରପତି କରିବାକୁ ସୁପାରିଶ କରାଯାଇଛି। 

ଯଦି କେନ୍ଦ୍ର ଏହି ସମସ୍ତ ସୁପାରିଶକୁ ଗ୍ରହଣ କରେ, ତେବେ ଭବିଷ୍ୟତରେ ଜଷ୍ଟିସ ବିକ୍ରମ ନାଥ, ଜଷ୍ଟିସ ବି.ଭି ନାଗରତ୍ନା ଏବଂ ପିଏସ ନରସିଂହ ଭାରତର ପ୍ରଧାନ ବିଚାରପତି ହୋଇପାରିବେ। ଏପର୍ଯ୍ୟନ୍ତ ସୁପ୍ରିମକୋର୍ଟରେ କୌଣସି ମହିଳା ପ୍ରଧାନ ବିଚାରପତି ହୋଇ ନାହାଁନ୍ତି। କେନ୍ଦ୍ର ଏହି ସୁପାରିଶ୍‌କୁ ମଞ୍ଜୁର କଲେ ଜଷ୍ଟିସ ନାଗରତ୍ନା ୨୦୨୭ରେ ଦେଶର ପ୍ରଥମ ମହିଳା ପ୍ରଧାନ ବିଚାରପତି ହେବାର ସମ୍ଭାବନା ରହିଛି। 

ଜଷ୍ଟିସ ନାଗରତ୍ନା ବେଙ୍ଗାଲୁରୁରେ ଓକିଲାତି ଆରମ୍ଭ କରିଥିଲେ। ଫେବୃଆରୀ ୨୦୦୮ରେ କର୍ଣ୍ଣାଟକ ଏଚସିରେ ଅତିରିକ୍ତ ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ଦୁଇ ବର୍ଷ ପରେ ତାଙ୍କୁ ସ୍ଥାୟୀ ବିଚାରପତି କରାଯାଇଥିଲା।

ଜଷ୍ଟିସ୍ ବିଭି ନାଗରତ୍ନା ବର୍ତ୍ତମାନ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଅଛନ୍ତି।  ଯଦି ୟୁନିୟନ୍ ଗର୍ଭନମେଣ୍ଟ ଦ୍ବାରା ଅନୁମୋଦନ ମିଳେ ତେବେ ୨୦୨୭ ମସିହାରେ ବିଭି ନାଗରତ୍ନା ଦେଶର ପ୍ରଥମ ସିଜେଆଇ ହେବ । ତାଙ୍କ ନିଯୁକ୍ତି ଦେଶର ନ୍ୟାୟପାଳିକା ପାଇଁ ଏକ ଐତିହାସିକ ମୁହୂର୍ତ୍ତ ହେବ।  

Powered by Froala Editor

Tags nagaratna

Related articles Odisha News Lens 4.1

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    16063
    Oct 19, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    13988
    Oct 21, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13741
    Oct 21, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14509
    Oct 19, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15571
    Oct 20, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14930
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15384
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15544
    Oct 20, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13408
    Oct 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ...

    13988
    Oct 21, 2026
  • ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15571
    Oct 20, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15384
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17842
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14959
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15437
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14781
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14876
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15878
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15544
    Oct 20, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    13988
    Oct 21, 2026
  • ଆଖି ଭ୍ରୁଲତାରେ ଦାନ୍ତ

    15384
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In