Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ...

  • ଭାରତୀୟ ନୌସେନାରେ ସାମିଲ ହେଲା ...

  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ...

  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ...

  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୁନନ୍ଦା ପୁଷ୍କର ଆତ୍ମହତ୍ୟା ମାମଲା, ଶଶୀ ଥରୁର ଦୋଷମୁକ୍ତ

ସୁନନ୍ଦା ପୁଷ୍କର ଆତ୍ମହତ୍ୟା ମାମଲା, ଶଶୀ ଥରୁର ଦୋଷମୁକ୍ତ

2021-08-19 05:41:42
15376
Share:
Facebook
Twitter
E-Mail
WhatsApp
Telegram
ସୁନନ୍ଦା ପୁଷ୍କର ଆତ୍ମହତ୍ୟା ମାମଲା, ଶଶୀ ଥରୁର ଦୋଷମୁକ୍ତ

ନୂଆଦିଲ୍ଲୀ: ଜାନୁଆରୀ ୨୦୧୪ରେ ପନôୀ ସୁନନ୍ଦା ପୁଷ୍କରଙ୍କ ଆତ୍ମହତ୍ୟାଜନିତ ମୃତୁ୍ୟ ଘଟଣାରେ ଦିଲ୍ଲୀର ଏକ କୋର୍ଟ କଂଗ୍ରେସ ନେତା ଶଶୀ ଥରୁରଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ଭଳି ସମସ୍ତ ଅଭିଯୋଗରୁ ମୁକ୍ତ କରିଛନ୍ତି । ସ୍ୱତନ୍ତ୍ର ବିଚାରପତି ଗୀତାଞ୍ଜଳି ଗୋଏଲ ଥରୁରଙ୍କୁ ସମସ୍ତ ଅଭିଯୋଗରୁ ମୁକ୍ତ କରାଗଲା ବୋଲି କହିବା ସହ ତାଙ୍କୁ ଏକ ଆବଶ୍ୟକ ବଣ୍ଡ ପ୍ରଦାନ କରିବାକୁ କହିଥିଲେ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ହୋଇଥିବା ଶୁଣାଣି ସମୟରେ ଉପସ୍ଥିତ ଥିବା ଥରୁର କହିଛନ୍ତି, ମାନ୍ୟବର ନ୍ୟାୟାଳୟଙ୍କ ନିଷ୍ପତ୍ତିରେ ସେ ସନ୍ତୁଷ୍ଟ ଏବଂ କୃତଜ୍ଞ । ସାତ ବର୍ଷ ହେଲା କେସ୍ ଚାଲିବା ଅବସରରେ ସେ ଏକ ପ୍ରକାର ମାନସିକ ନିର୍ଯାତନା ପାଉଥିଲେ । ଏବେ କୋର୍ଟ ତାଙ୍କର ଅନ୍ତିମ ରାୟ ଶୁଣାଇଥିବାରୁ ସେ ମାନସିକ ଅଶାନ୍ତିରୁ ରକ୍ଷା ପାଇଲେ ବୋଲି ଥରୁର କହିଛନ୍ତି । ସୂଚନାଯୋଗ୍ୟ ଯେ, ଜାନୁୟାରୀ ୧୭, ୨୦୧୪ ରାତିରେ ସହରର ଏକ ବିଳାସପୂର୍ଣ୍ଣ ହୋଟେଲରୁ ସୁନନ୍ଦା ପୁଷ୍କରଙ୍କ ମୃତଦେହ ମିଳିଥିଲା । ଦିଲ୍ଲୀ ପୁଲିସର ଚାର୍ଜସିଟରେ ଭାରତୀୟ ପିଙ୍ଗଳ କୋଡର ଧାରା ୪୯୮ଏ (ପାରିବାରିକ ମହିଳା ନିର୍ଯାତନା) ଓ ୩୦୬ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା) ଅନୁଯାୟୀ ଅଭିଯୁକ୍ତମାନଙ୍କ ମଧ୍ୟରେ ଶଶୀ ଥରୁରଙ୍କ ନାମ ରହିଥିଲା । ଜୁଲାଇ ୫, ୨୦୧୮ରେ ଦୌରା କୋର୍ଟ ଥରୁରଙ୍କୁ ଆଗୁଆ ଜାମିନ ପ୍ରଦାନ କରିଥିଲେ । ଏହାପରେ ଏକ ମାଜିଷ୍ଟ୍ରେଟ କୋର୍ଟ ଜୁଲାଇ ୭ରେ ଆଗୁଆ ଜାମିନକୁ ନିୟମିତ ଜାମିନରେ ପରିଣତ କରିଥିଲେ । ଶେଷକୁ ୭ ବର୍ଷ ବିଚାର ଚାଲିବା ପରେ ଥରୁରଙ୍କ ବିରୋଧରେ ପୁଲିସ କୌଣସି ଠୋସ୍ ପ୍ରମାଣ ଦେଇ ନ ପାରିବାରୁ କୋର୍ଟ ତାଙ୍କୁ ସମସ୍ତ ଅଭିଯୋଗରୁ ମୁକ୍ତ କରିଥିବା ଜଣାପଡ଼ିଛି ।

Powered by Froala Editor

Tags sasi tharur

Related articles Odisha News Lens 4.1

  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ
    ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15443
    Jul 23, 2026
  •  ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13370
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା
    ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15520
    Jul 22, 2026
  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ
    ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15298
    Jul 23, 2026
  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ
    ଦେଶ-ଦେଶାନ୍ତର

    ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15277
    Jul 23, 2026
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...

    13732
    Jul 23, 2026
  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ
    ଦେଶ-ଦେଶାନ୍ତର

    ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    14952
    Jul 23, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14704
    Jul 23, 2026
  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....
    ଦେଶ-ଦେଶାନ୍ତର

    ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....

    13706
    Jul 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    14952
    Jul 23, 2026
  • ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13370
    Jul 23, 2026
  • ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14704
    Jul 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16992
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17600
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17652
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18054
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    14951
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15927
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14179
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14458
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14800
    Jul 12, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15520
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15186
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13885
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14103
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15298
    Jul 23, 2026
  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15277
    Jul 23, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15218
    Jul 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In