Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆତଙ୍କବାଦ ସହ ବିଶ୍ୱ ସାଲିସ୍‍ କରିବା ଉଚିତ ନୁହେଁ : ଏସ୍‍. ଜୟଶଙ୍କର

ଆତଙ୍କବାଦ ସହ ବିଶ୍ୱ ସାଲିସ୍‍ କରିବା ଉଚିତ ନୁହେଁ : ଏସ୍‍. ଜୟଶଙ୍କର

2021-08-20 05:31:37
14247
Share:
Facebook
Twitter
E-Mail
WhatsApp
Telegram
ଆତଙ୍କବାଦ ସହ ବିଶ୍ୱ ସାଲିସ୍‍ କରିବା ଉଚିତ ନୁହେଁ : ଏସ୍‍. ଜୟଶଙ୍କର

ନ୍ୟୁୟର୍କ :  ଆତଙ୍କବାଦ ସହ ବିଶ୍ୱ କଦାପି ସାଲିସ୍‍ କରିବା ଉଚିତ ନୁହେଁ ବୋଲି ବୈଦେଶିକ ମନ୍ତ୍ରୀ ଏସ୍‍. ଜୟଶଙ୍କର କହିଛନ୍ତି । ଯେକୌଣସି ପ୍ରକାର ଆତଙ୍କବାଦ ହେଉନା କାହିଁକି,ତାକୁ ଦୃଢ଼ ନିନ୍ଦା କରାଯିବା ସଙ୍ଗେ ସଙ୍ଗେ ଯେକୌଣସି ଉଦ୍ଦେଶ୍ୟର ସନ୍ତ୍ରାସବାଦୀ କାର୍ଯ୍ୟକଳାପକୁ କଦାପି ପ୍ରଶ୍ରୟ ଦିଆଯିବା ଉଚିତ ନୁହେଁ ବୋଲି ସେ କହିଛନ୍ତି।

ନ୍ୟୁୟର୍କରେ ଆତଙ୍କବାଦୀ କାର୍ଯ୍ୟକଳାପ ଦ୍ୱାରା ଅନ୍ତର୍ଜାତୀୟ ଶାନ୍ତି ଓ ନିରାପତ୍ତା ପ୍ରତି ବିପଦ ସଂକ୍ରାନ୍ତରେ ଜାତିସଂଘ ନିରାପତ୍ତା ପରିଷଦରେ ଅଧ୍ୟକ୍ଷତା କରି ଶ୍ରୀ ଜୟଶଙ୍କର ଏହା କହିଛନ୍ତି । ସେ କହିଛନ୍ତି ୨୦୦୮ ମୁମ୍ବାଇ ଆତଙ୍କୀ ଆକ୍ରମଣ ଓ ୨୦୧୬ ପଠାନକୋଟ ବିମାନଘାଟିରେ ଆକ୍ରମଣ ସମେତ ଭାରତ ଆତଙ୍କବାଦର ମୁକାବିଲା କରି ଅନେକ ଲୋକଙ୍କ ଜୀବନ ରକ୍ଷା କରିବାରେ ସମର୍ଥ ହୋଇଛି । ଏହି ଆକ୍ରମଣଗୁଡ଼ିକରେ ଲୋକଙ୍କର ଜୀବନ ହାନୀର ଦୁଃଖକୁ ମଧ୍ୟ ଭାରତ ସହ୍ୟ କରିଛି। ସେ କହିଛନ୍ତି ଆତଙ୍କବାଦକୁ କୌଣସି ଧର୍ମ, ଜାତୀୟତା, ସଭ୍ୟତା କିମ୍ବା ଜାତିଆଣ ଗୋଷ୍ଠୀ ସହ ଯୋଡ଼ାଯିବା ଉଚିତ ନୁହେଁ।
ଶ୍ରୀ ଜୟଶଙ୍କର କହିଛନ୍ତି ଆତଙ୍କବାଦର ମୁକାବିଲା ପାଇଁ ଆଇନଗତ, ନିରାପତ୍ତା, ଆର୍ଥିକ ସହାୟତା ପ୍ରଦାନ ଏବଂ ଅନ୍ୟ କାର୍ଯ୍ୟାନୁଷ୍ଠାନ ସତ୍ତ୍ବେ ଆତଙ୍କବାଦୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରି ପାଣ୍ଠି ସଂଗ୍ରହ କରିବା ସଙ୍ଗେ ସଙ୍ଗେ ନୂଆ ବ୍ୟକ୍ତିମାନଙ୍କୁ ନିଯୁକ୍ତ କରି ଆତଙ୍କବାଦୀ କାର୍ଯ୍ୟକଳାପକୁ କାର୍ଯ୍ୟକାରୀ କରୁଛନ୍ତି।
ପରୋକ୍ଷରେ ପାକିସ୍ତାନକୁ ଆକ୍ଷେପ କରି ଶ୍ରୀ ଜୟଶଙ୍କର କହିଛନ୍ତି କେତେକ ଦେଶ ସନ୍ତ୍ରାସବାଦର ମୁକାବିଲା ପାଇଁ ସାମୂହିକ ଉଦ୍ୟମରେ ସାମିଲ ହେଉନଥିବା ଅତ୍ୟନ୍ତ ଦୁଃଖର ବିଷୟ।

Powered by Froala Editor

Tags S.jayasankar

Related articles Odisha News Lens 4.1

  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    14020
    Jun 12, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    14090
    Jun 12, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14449
    Jun 13, 2025
  •  କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…
    ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14236
    Jun 13, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    15177
    Jun 12, 2025
  • ହିମାଳୟ  ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ
    ବାଣିଜ୍ୟ

    ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    14862
    Jun 14, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13669
    Jun 13, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15605
    Jun 13, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14581
    Jun 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    14188
    Jun 13, 2025
  • ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13669
    Jun 13, 2025
  • ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15605
    Jun 13, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16963
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15489
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    14188
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14236
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15418
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14947
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14194
    Jun 10, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14480
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14031
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଶ ଝଡ଼ିବା କମାଇବ ଯୋଗ

    14188
    Jun 13, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14449
    Jun 13, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    14090
    Jun 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In