Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

ରାଜ୍ୟ
Home ›› ରାଜ୍ୟ ››ଟ୍ୱିଟରରେ ଧର୍ମେନ୍ଦ୍ର ଓ ବବି ଦାସ ମୁହାଁମୁହିଁ

ଟ୍ୱିଟରରେ ଧର୍ମେନ୍ଦ୍ର ଓ ବବି ଦାସ ମୁହାଁମୁହିଁ

2021-08-20 12:16:19
13667
Share:
Facebook
Twitter
E-Mail
WhatsApp
Telegram
ଟ୍ୱିଟରରେ ଧର୍ମେନ୍ଦ୍ର ଓ ବବି ଦାସ ମୁହାଁମୁହିଁ

ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡ଼ି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟ୍ୱିଟରରେ ମୁହାଁମୁହିଁ ହୋଇଛନ୍ତି । ଆୟୂଷ୍ମାନ ଯୋଜନା ଓ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଉଭୟ ପରସ୍ପରକୁ ଟାର୍ଗେଟ କରିଛନ୍ତି  ।

ଧର୍ମେନ୍ଦ୍ର ଟ୍ୱିଟରେ ଉଲ୍ଲେଖ କରିଥିଲେଯେ, ଓଡ଼ିଶାର ଲୋକମାନେ ବିଶେଷଭାବେ ପ୍ରବାସୀ ଓଡ଼ିଆମାନେ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ କଲ୍ୟାଣକାରୀ ସ୍ୱାସ୍ଥ୍ୟ ଯୋଜନା ଆୟୂଷ୍ମାନ ଭାରତକୁ ତୁରନ୍ତ ଲାଗୁ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରୁଛି । ଓଡ଼ିଶାରେ ଆୟୂଷ୍ମାନ ଯୋଜନା ଲାଗୁ ହେଲେ ଗରିବ ଲୋକଙ୍କ ସମେତ ଗୁଜୁରାଟ, ପଶ୍ଚିମବଙ୍ଗ, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ ଭଳି ରାଜ୍ୟରେ କାମ କରୁଥିବା ଲୋକମାନେ ବିଶେଷଭାବେ ଉପକୃତ ହୋଇପାରିବେ  । ତେଣୁ ଓଡ଼ିଶା ଲୋକଙ୍କ ଦାୟିତ୍ୱ ନେଇ ମୁଖ୍ୟମନ୍ତ୍ରୀ ତୁରନ୍ତ ଏହି ସ୍ୱାସ୍ଥ୍ୟ ସୁବିଧା ଯୋଗାଇ ଦେବାକୁ ଅନୁରୋଧ  ।

ଅପରପକ୍ଷରେ ଟ୍ୱିଟରର ଜବାବ ଦେଇ ବବି କହିଛନ୍ତିଯେ, ଆୟୂଷ୍ମାନ ଭାରତ ହେଉଛି ଏକ ଇନ୍ସୁରାନ୍ସ  । କିନ୍ତୁ ବିଏସକେୱାଇ ହେଉଛି ଏସୁରାନ୍ସ, ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟସେବାର ଭରସା । ଧର୍ମେନ୍ଦ୍ର ଭାଇ ଆମେ ମମତା ଯୋଜନା କଲୁ, ଆପଣ କଲେ, ଆମେ କାଳିଆ ଯୋଜନା କଲୁ ଆପଣ କଲେ  । ଆମେ ବିଏସକେୱାଇ କରୁଛୁ, ମୁଁ ସୁନିଶ୍ଚିତ ଆପଣ ବି କରିବେ  । ଆୟୂଷ୍ମାନ ଭାରତରେ ନିର୍ଦ୍ଧିଷ୍ଟ ଭାବେ ମା’ମାନଙ୍କ ପାଇଁ ଶୂନ୍ୟ ବ୍ୟବସ୍ଥା ରହିଛି  । କିନ୍ତୁ ବିଏସକେୱାଇରେ ସ୍ୱତନ୍ତ୍ର ଭାବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟବସ୍ଥା ରହିଛି । ଆୟୂଷ୍ମାନରେ ଆପୋଲୋ, ଫର୍ଟିଜ ଭଳି ହସପିଟାଲ ଅନ୍ତର୍ଭୁକ୍ତ ନୁହେଁ କିନ୍ତୁ ବିଏସକେୱାଇରେ ଆପୋଲୋ, ଫର୍ଟିଜ ସହ ପ୍ରାୟ ସମସ୍ତ ବଡ଼ବଡ଼ ହସପିଟାଲ ଅନ୍ତର୍ଭୁକ୍ତ  । ଆୟୂଷ୍ମାନ ଭାରତର ହିତାଧିକାରୀ ୬୦ ଲକ୍ଷରେ ସୀମିତ କିନ୍ତୁ ବିଏସକେୱାଇର ହିତାଧିକାରୀ ୯୬ ଲକ୍ଷ ପରିବାର, ଯାହା ପ୍ରାୟ ଶତ ପ୍ରତିଶତ । ଆୟୂଷ୍ମାନ ଭାରତର କଭରେଜ ସରକାରୀ ହସପିଟାଲ ସମେତ ମାତ୍ର ୫ ଲକ୍ଷ, କିନ୍ତୁ ବିଏସକେୱାଇରେ ସରକାରୀ ହସପିଟାଲରେ କୌଣସି ସୀମା ନାହିଁ ବୋଲି ବବି ଟ୍ୱିଟ କରିଛନ୍ତି  ।

Powered by Froala Editor

Tags Dharmendra pradhan and baby das

Related articles Odisha News Lens 4.1

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15196
    Oct 01, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15675
    Oct 01, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14324
    Oct 02, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15378
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15900
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15078
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14750
    Oct 01, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15446
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14859
    Oct 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15446
    Oct 01, 2026
  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15378
    Sep 30, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15078
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17145
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17834
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17797
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18212
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15374
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14047
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15787
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15354
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14728
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14883
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14394
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14342
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15958
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15378
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14750
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15196
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In