Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ୬ଷ୍ଠ କରୋନା ଟିକା : ଜାଇକୋଭ-ଡି’କୁ ବ୍ୟାବହାରିକ ଅନୁମତି

୬ଷ୍ଠ କରୋନା ଟିକା : ଜାଇକୋଭ-ଡି’କୁ ବ୍ୟାବହାରିକ ଅନୁମତି

2021-08-21 06:02:27
14012
Share:
Facebook
Twitter
E-Mail
WhatsApp
Telegram
   ୬ଷ୍ଠ କରୋନା ଟିକା :  ଜାଇକୋଭ-ଡି’କୁ ବ୍ୟାବହାରିକ ଅନୁମତି

ନୂଆଦିଲ୍ଲୀ : ଦେଶର ୬ଷ୍ଠ କରୋନା ଟିକା ଭାବେ ଜାଇକୋଭ-ଡିକୁ ଶୁକ୍ରବାର ଭାରତ ଔଷଧ ନିୟାମକ (ଡିସିଜିଆଇ) ବ୍ୟାବହାରିକ ଅନୁମତି ଦେଇଛନ୍ତି । ଏହାକୁ ସାବାଳକ ନାଗରିକ ଓ ୧୨ବର୍ଷରୁ ଅଧିକ ବୟସର ଶିଶୁଙ୍କୁ ଦିଆଯାଇପାରିବ। ଏହାଦ୍ବାରା ଭାରତ ଏହାର ଶିଶୁଙ୍କ ନିମନ୍ତେ ପ୍ରଥମ କରୋନା ଟିକା ଭାବେ ଜାଇକୋଭ-ଡିକୁ ଅନୁମତି ପ୍ରଦାନ କରିଛି। ଦେଶରେ କରୋନାର ତୃତୀୟ ଲହର ଆସୁଥିବାବେଳେ ସରକାର ଏପରି ବଡ ପଦକ୍ଷେପ ନେଇଛନ୍ତି। ଡିସିଜିଆଇ ବିଶେଷଜ୍ଞ କମିଟିର ସୁପାରିସ ଆଧାରରେ ଏହି ଟିକାକୁ ବ୍ୟାବହାରିକ ଅନୁମତି ପ୍ରଦାନ କରାଯାଇଛି। ଗୁଜରାଟର ଅହମଦାବାଦସ୍ଥିତ ଔଷଧ କମ୍ପାନୀ କାଡିଲା ହେଲଥକେୟାର (ଜାଇଡସ୍‌ କାଡିଲା) ଏହି ଟିକାକୁ ପ୍ରସ୍ତୁତ କରିଛି । ଏହା ଭାରତର ଦ୍ବିତୀୟ ସ୍ବଦେଶୀ କରୋନା ଟିକା। ପୂର୍ବରୁ ହାଇଦରାବାଦସ୍ଥିତ ଭାରତ ବାୟୋଟେକର ସ୍ବଦେଶୀ ଟିକା କୋଭାକ୍ସିନ୍‌କୁ ଭାରତ ସରକାର ବ୍ୟାବହାରିକ ଅନୁମତି ପ୍ରଦାନ କରିଛନ୍ତି। କୋଭାକ୍ସିନ ସମେତ କୋଭିସିଲ୍ଡ, ସ୍ପୁଟନିକ-ଭି, ମଡେର୍ଣ୍ଣା ଓ ଜନସନ୍ ଟିକାକୁ ସରକାର ବ୍ୟାବହାରିକ ଅନୁମତି ଦେଇଛନ୍ତି। ଜାଇକୋଭ-ଡି ବିଶ୍ବର ପ୍ରଥମ ପ୍ଲାଜମା ଡିଏନ୍‌ଏ ଟିକା। ବିନା ଛୁଞ୍ଚିରେ ଏହି ଟିକା ଦିଆଯିବ। ଅନ୍ୟ ଟିକାରେ ଦୁଇଟି ପାନ ଦିଆଯାଉଥିବାବେଳେ ଏହି ଟିକାରେ ତିନିଟି ପାନ ଦିଆଯାଇଥାଏ। ଏହି ଟିକା ୧୨ରୁ ୧୮ବର୍ଷ ପିଲାଙ୍କ କ୍ଷେତ୍ରରେ ମଧ୍ୟ ନିରାପଦ ରହିଛି। ଏହା ୬୬.୬% ପ୍ରଭାବଶାଳୀ। ଜୁଲାଇ ୧ରେ କମ୍ପାନୀ ଟିକାର ବ୍ୟାବହାରିକ ଅନୁମତି ନିମନ୍ତେ ଆବେଦନ କରିଥିଲା। ଦେଶବ୍ୟାପୀ ପ୍ରାୟ ୨୮ ହଜାର ସ୍ବେଚ୍ଛାସେବୀଙ୍କ ଉପରେ ଟିକା ପରୀକ୍ଷା କରାଯାଇଥିଲା। ଜାଇଡସ୍ କାଡିଲା ବାର୍ଷିକ ୧୦କୋଟି ୧୨ କୋଟି ଟିକା ପ୍ରସ୍ତୁତ କରିବାକୁ ଯୋଜନା କରିଛି।
ଜାଇକୋଭ-ଡିକୁ ଡିସିଜିଆଇର ଅନୁମୋଦନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ବୈଜ୍ଞାନିକଙ୍କୁ ପୁଣି ଥରେ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଟ୍ବିଟରରେ ଲେଖିଛନ୍ତି ଯେ ଏହି ଟିକା ଭାରତୀୟ ବୈଜ୍ଞାନିକଙ୍କ ଅଭିନବ ଦକ୍ଷତାକୁ ପ୍ରତିପାଦିତ କରିଛି। କାରଣ ଏହି ଜାଇକୋଭ-ଡି ହେଉଛି ବିଶ୍ବର ପ୍ରଥମ ଡିଏନଏ ଆଧାରିତ ଟିକା। ସେହିପରି ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଟୁଇଟ୍ କରିଛନ୍ତି ଯେ କରୋନା ମହାମାରୀ ବିରୋଧରେ ଲଢିବାକୁ ଭାରତକୁ ଦୁଇଟି ଶକ୍ତି ମିଳିଛି। ପ୍ରଥମ ଡିଏନଏ ଓ ଛୁଞ୍ଚିବିହୀନ ଟିକା ଭାରତକୁ ମିଳିଛି। ଭାରତର ଶିଶୁ ଏବେ କରୋନାରୁ ସୁରକ୍ଷିତ ରହିପାରିବେ ବୋଲି ସେ କହିଛନ୍ତି।

Powered by Froala Editor

Tags Vaccine

Related articles Odisha News Lens 4.1

  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14225
    Aug 15, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13528
    Aug 16, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14969
    Aug 16, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14599
    Aug 14, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14926
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14979
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14352
    Aug 16, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15640
    Aug 15, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14691
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14926
    Aug 16, 2026
  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14969
    Aug 16, 2026
  • ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14979
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17033
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17653
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17701
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18100
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13528
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14813
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14587
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14423
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    16002
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14242
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14371
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15268
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14640
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14691
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13528
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14979
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In