Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ...

  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ...

  • ଭାରତୀୟ ନୌସେନାରେ ସାମିଲ ହେଲା ...

  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ...

  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷା ସ୍ଥଗିତ , ଆସନ୍ତା ୧୯ ତାରିଖ ସୋମବାର ଠାରୁ ସବୁ ସ୍କୁଲ ଓ ହଷ୍ଟେଲ ବନ୍ଦ

ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷା ସ୍ଥଗିତ , ଆସନ୍ତା ୧୯ ତାରିଖ ସୋମବାର ଠାରୁ ସବୁ ସ୍କୁଲ ଓ ହଷ୍ଟେଲ ବନ୍ଦ

2021-04-15 11:18:43
16048
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷା ସ୍ଥଗିତ , ଆସନ୍ତା ୧୯ ତାରିଖ ସୋମବାର ଠାରୁ ସବୁ ସ୍କୁଲ ଓ ହଷ୍ଟେଲ ବନ୍ଦ
ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ତଦନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ୧୮.୫.୨୧ ରିଖ ଠାରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କୋଭିଡ-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍‌ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ। ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ । ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ । ଏହି ନିଷ୍ପତ୍ତି ଓଡିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ । ସେହିପରି CBSE ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ନିମନ୍ତେ ୧୪.୪.୨୧ରୁ CBSE ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ। ଆସନ୍ତା ୧୯.୦୪.୨୧ ଠାରୁ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ବାରା ପରିଚାଳିତ ହଷ୍ଟେଲ ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି ।
Tags chief minister , naveen patnaik , corona , covid, schools closed

Related articles Odisha News Lens 4.1

  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...

    13969
    Jul 23, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14928
    Jul 23, 2026
  •  ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13599
    Jul 23, 2026
  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ
    ଦେଶ-ଦେଶାନ୍ତର

    ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    15180
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା
    ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15716
    Jul 22, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ...

    15428
    Jul 23, 2026
  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ...
    ରାଜନୀତି

    ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ...

    15251
    Jul 24, 2026
  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ
    ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15523
    Jul 23, 2026
  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ
    ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15677
    Jul 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15716
    Jul 22, 2026
  • ଦେଶ-ଦେଶାନ୍ତର

    ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15502
    Jul 23, 2026
  • ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15677
    Jul 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16993
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17600
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17653
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18054
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15175
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15955
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14206
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14483
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14824
    Jul 12, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15716
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15288
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13890
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14106
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି

    13969
    Jul 23, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14928
    Jul 23, 2026
  • ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13599
    Jul 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In