Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

Home ›› ››ଓଡ଼ିଶାର ରାଜନୈତିକ ପରିବର୍ତନ ଅବଶ୍ୟାମ୍ଭବୀ - ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାର ରାଜନୈତିକ ପରିବର୍ତନ ଅବଶ୍ୟାମ୍ଭବୀ - ଧର୍ମେନ୍ଦ୍ର ପ୍ରଧାନ

2021-04-15 11:24:05
14257
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାର ରାଜନୈତିକ ପରିବର୍ତନ ଅବଶ୍ୟାମ୍ଭବୀ - ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର – ଆଗାମୀ ଦିନରେ ବିଜେପି କାର୍ଯ୍ୟକର୍ତାଙ୍କ ଦୃଢ଼ ଇଚ୍ଛାଶକ୍ତି ଓ କଠୋର ପରିଶ୍ରମ ବଳରେ ଓଡ଼ିଶାର ରାଜନୈତିକ ପରିବର୍ତନ ଅବଶ୍ୟ ହେବ । ଏହାକୁ କେହି ରୋକିପାରିବେ ନାହିଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱର ଠାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ‘ମିଶ୍ରଣ ପର୍ବ’ରେ ଯୋଗଦେଇ ଯାଜପୁର ଜିଲ୍ଲା ଧର୍ମଶାଳାର ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସ ବିଧାୟିକା ପ୍ରାର୍ଥୀନୀ ସ୍ମୃତିରେଖା ପହି ତଥା ଅନୁଗୁଳ ଛେଣ୍ଡିପଦାର ଅନେକ ବିଜେଡ଼ି ଓ କଂଗ୍ରେସ କର୍ମୀଙ୍କୁ ଦଳରେ ସ୍ୱାଗତ କରିବା ଅବସରରେ ଶ୍ରୀ ପ୍ରଧାନ ଏହା କହିଛନ୍ତି । ସେ କହିଛନ୍ତି ଯେ ଓଡ଼ିଶାରେ ଲୋକମାନଙ୍କୁ ପିଇବା ପାଣି ଓ ମୌଳିକ ସୁବିଧା ମିଳୁନଥିବା ବେଳେ ରାଜ୍ୟରେ ନଗଡ଼ା ଭଳି ସ୍ଥିତି ଦେଖିବାକୁ ମିଳୁଛି । ୨୦୩୬ ସୁଦ୍ଧା ଓଡ଼ିଶାକୁ ଭାଷାଭିତିକ ରାଜ୍ୟ ଗଠନ ହେବାର ୧୦୦ ବର୍ଷ ପୂରଣ ହେଉଥିବା ବେଳେ ଶିଶୁମାନେ ଅପପୃଷ୍ଟିର ଶୀକାର ହେବା ଅତ୍ୟନ୍ତ ଚିନ୍ତାଜନକ ବିଷୟ । ତେଣୁ ଓଡ଼ିଶାରେ ପରିବର୍ତନ ଅବଶ୍ୟାମ୍ଭବୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ସ୍ୱୀକାର କରି ଦଳରେ ମିଶିଥିବା ନୂତନ କାର୍ଯ୍ୟକର୍ତା ମାନଙ୍କୁ ଧନ୍ୟବାଦ ଦେବା ସହ ସମସ୍ତଙ୍କ ଉପସ୍ଥିତି ବିଜେପିକୁ ତୃଣମୂଳ ସ୍ତରରେ ଆହୁରି ମଜବୁତ୍ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ଓଡ଼ିଶାର ରାଜନୀତିକୁ ପରିବର୍ତନ କରିବା ଏବଂ ଓଡ଼ିଶାକୁ ପ୍ରଧାନମନ୍ତ୍ରୀଙ୍କ କଲ୍ୟାଣକାରୀ ଯୋଜନାର ପ୍ରୟୋଗଶାଳା କରିବା ପାଇଁ କାର୍ଯ୍ୟକର୍ତାଙ୍କୁ ଏକାଠି ହୋଇ କାମ କରିବାକୁ ପଡ଼ିବ । ଓଡ଼ିଶାରେ ନୂଆ ପରିବର୍ତନ ତଥା ନୂଆ ଜାଗରଣ ତିଆରି କରିବା ପାଇଁ ଦଳ ପକ୍ଷରୁ ହେଉଥିବା ପ୍ରଚେଷ୍ଟାରେ କାର୍ଯ୍ୟକର୍ତା ମାନେ ନିରନ୍ତର ପରିଶ୍ରମ କରିବା ପାଇଁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି ।
Tags dharmendra pradhan , bjp odisha

Related articles Odisha News Lens 4.1

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13382
    Feb 15, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15146
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14019
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15560
    Feb 14, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15034
    Feb 14, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15498
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15391
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15597
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14221
    Feb 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15560
    Feb 14, 2026
  • ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15034
    Feb 14, 2026
  • ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15491
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17338
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17406
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17751
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16226
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15491
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15943
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16332
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14079
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14724
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14951
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14464
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16070
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15352
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15146
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15560
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14019
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In