Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

Home ›› ›› ୨୩ରୁ ନୂତନ ଗାଡ଼ି ଚାଳନା ପ୍ରଶିକ୍ଷଣ ଅନୁମତି ଆବେଦନ

୨୩ରୁ ନୂତନ ଗାଡ଼ି ଚାଳନା ପ୍ରଶିକ୍ଷଣ ଅନୁମତି ଆବେଦନ

2021-08-22 05:26:55
14680
Share:
Facebook
Twitter
E-Mail
WhatsApp
Telegram
 ୨୩ରୁ ନୂତନ ଗାଡ଼ି ଚାଳନା ପ୍ରଶିକ୍ଷଣ ଅନୁମତି ଆବେଦନ

ଭୁବନେଶ୍ବର: ଆସନ୍ତା ସୋମବାରଠାରୁ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ନୂତନ ଗାଡ଼ି ଚାଳନା ପ୍ରଶିକ୍ଷଣ ଅନୁମତି (ଲର୍ଣ୍ଣିଂ ଲାଇସେନ୍ସ) ଆବେଦନ ଗ୍ରହଣ କରାଯିବ। କରୋନା କଟକଣା ନିୟମ ଅନୁଯାୟୀ ଆବେଦନ ଗ୍ରହଣ କରାଯିବ। ସଂକ୍ରମଣକୁ ଦୃଷ୍ଟିରେ ରଖି ଗତ ଏପ୍ରିଲ୍‌ ୨୨ଠାରୁ ନୂତନ ଗାଡ଼ି ଚାଳନା ଶିକ୍ଷଣୀୟ ଅନୁମତି ଲାଗି ଆବେଦନ ଉପରେ କଟକଣା କରାଯାଇଥିଲା। ସମ୍ପ୍ରତି ପରିସ୍ଥିତି ସୁଧୁରିବା ପରେ ସରକାରଙ୍କ ନିର୍ଦେଶକ୍ରମେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଗାଡ଼ିଚାଳନା ପ୍ରଶିକ୍ଷଣ ଅନୁମତି ଆବେଦନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ୪ ମାସ ହେବ ତାଲାବନ୍ଦ ଓ ସପ୍ତାହନ୍ତ ବନ୍ଦ ଯୋଗୁଁ ଏହି ସେବା ସମ୍ପୂର୍ଣ୍ଣ ବନ୍ଦ ରହିଥିଲା।

ପୂର୍ବରୁ ଗାଡ଼ି ଚାଳନା ଶିକ୍ଷଣୀୟ ଲାଗି ଅନୁମତି ପାଇଁ ହୋଇଥିବା ଆବେଦନକୁ ଗତ ୧୧ ତାରିଖରୁ ପରୀକ୍ଷା ଦେବା ଲାଗି ସମୟ ପ୍ରଦାନ କରାଯାଉଛି। ଆବେଦନକାରୀ ଏଥିପାଇଁ ପ୍ରତ୍ୟେହ ସକାଳ ୭ରୁ ରାତି ୧୦ଟା ମଧ୍ୟରେ ପ୍ର‌େ‌ତ୍ୟକ୍ଷ ସେବା ବ୍ୟବସ୍ଥାରେ ସମୟ ନେଉଛନ୍ତି। ଗାଡ଼ି ଚାଳନା ଅନୁମତି(ଡିଏଲ୍‌) ପାଇବା ସମ୍ପର୍କିତ ସେବା ଏବେ ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଚାଲୁ ରହିଛି। ୨୦୨୧ର ଏପର୍ଯ୍ୟନ୍ତ ରାଜ୍ୟରେ ଗାଡ଼ି ଚାଳନା ଶିକ୍ଷଣୀୟ ଅନୁମତି ପାଇବା ଲାଗି ୧,୩୨,୩୯୧ ଜଣ ଆବେଦନ କରିଥିବା ବେଳେ ଗାଡ଼ି ଚଳାଇବା ଲାଗି ୪,୧୨,୧୦୪ ଜଣ ଅନୁମତି ପାଇଥିବା ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

Powered by Froala Editor

Tags learning license

Related articles Odisha News Lens 4.1

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15595
    May 24, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15048
    May 24, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14972
    May 24, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14769
    May 25, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14928
    May 24, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14457
    May 24, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15021
    May 25, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14728
    May 25, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14514
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14472
    May 25, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14728
    May 25, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14928
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16877
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17496
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17542
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17928
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15502
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14982
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14393
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14518
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15579
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15420
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15161
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15651
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13985
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14728
    May 25, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14972
    May 24, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14928
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In