ଭବାନୀପାଟଣାରେ ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ
ଦେଶବ୍ୟାପୀ ଚାଲିଥିବା ଜନ ଆଶୀର୍ବାଦ ଯାତ୍ରା କ୍ରମରେ ଓଡ଼ିଶାରେ ଆଜି ଚତୁର୍ଥ ଦିନରେ କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ କଳାହାଣ୍ଡି ଗସ୍ତରେ ଯାଇଛନ୍ତି। ସେ କଳାହାଣ୍ଡିରେ ପହଂଚିବା ପରେ ଭବାନୀପାଟଣାଠାରେ ବିଜେପି ଦଳ ପକ୍ଷରୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା କରାଯାଇଛି।
Powered by Froala Editor