Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ ...

  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ...

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ...

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

ଅପରାଧ
Home ›› ଅପରାଧ ››ଡାହାଣୀ ସନ୍ଦେହ : ଜଙ୍ଗଲରେ ମହିଳାଙ୍କୁ ୭ ଦିନ ନଜର ବନ୍ଦୀ

ଡାହାଣୀ ସନ୍ଦେହ : ଜଙ୍ଗଲରେ ମହିଳାଙ୍କୁ ୭ ଦିନ ନଜର ବନ୍ଦୀ

2021-08-22 20:52:11
18645
Share:
Facebook
Twitter
E-Mail
WhatsApp
Telegram
ଡାହାଣୀ ସନ୍ଦେହ : ଜଙ୍ଗଲରେ ମହିଳାଙ୍କୁ ୭ ଦିନ ନଜର ବନ୍ଦୀ

ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା କୂଳଡିହା ଅଭୟାରଣ୍ୟରେ ଅଭାବନୀୟ ଘଟଣା ଘଟିଛି । ଡାହାଣୀ ସନ୍ଦେହରେ  ୭ ଦିନ ଧରି ଜଣେ ଆଦିବାସୀ ମହିଳାଙ୍କୁ ଅଟକ ରଖାଯାଇଥିବାବେଳେ ପୋଲିସ ଖବର ପାଇ ମହିଳା ଜଣଙ୍କୁ ଉଦ୍ଧାର କରିଛି । ଘଟଣାକୁ ନେଇ ବରମପୁର ପୋଲିସ ଓ ମୟୂରଭଞ୍ଜ କପ୍ତିପଦା ପୋଲିସ ପାଖରେ ଖୋଜ ଖବର ନଥିଲା । ଆଗକୁ କୌଣସି ଅଘଟଣ ଘଟିବା ପୂର୍ବରୁ ନୀଳଗିରି ଏସଡିପିଓ ରିତେଶ କୁମାର ମହାପାତ୍ର ଘଟଣା ବିଷୟରେ ଖବର ପାଇ ବରମପୁର ପୋଲିସକୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ପରେ ପୋଲିସ ସମ୍ପୁକ୍ତ ମହିଳାଙ୍କୁ ଯାଇ ଉଦ୍ଧାର କରିବା ସହ ଉଦଳା ସ୍ୱଧାର ଗୃହରେ ରଖିଥିବା ଜଣାପଡିଛି।

ସୂଚନା ଅନୁସାରେ, କୂଳଡିହା ଅଭୟାରଣ୍ୟ ଭିତରେ ଥିବା ଚେମଚଟା ଗାଁ ଭିତରେ ଲୋଧା ଶ୍ରେଣୀର ଲୋକେ ରୁହନ୍ତି। ସେହିଗ୍ରାମର କାନ୍ଦ୍ରା ଭକ୍ତାଙ୍କର ଦେଢ଼ ବର୍ଷର ଶିଶୁକନ୍ୟା ଜ୍ଵରରେ ପୀଡିତ ପରେ ତାଙ୍କୁ ଝଡାଫୁଙ୍କା କରିଥିଲେ । ଡାହାଣୀ ଲାଗିଥିବା ସନ୍ଦେହ କରି ପାଖ ଗାଁ ପଦ୍ମପୁର ଗାଁର ଜଣେ ଗୁଣିଆ ପାଖକୁ ଯାଇଥିଲେ । ହେଲେ ଶିଶୁ କନ୍ୟାଟିର ମୃତ୍ୟୁ ହୋଇଥିଲା। ଗୁଣିଆ ଜଣକ ସେହି ଗାଁର ତୁଳସୀ ନାଏକ ଗୁଣି କରିଥିବା କହିବା ପରେ ମୃତକଙ୍କ ପରିବାର ତାଙ୍କୁ ନଜର ବନ୍ଦୀ କରି ରଖିଥିଲେ।

Powered by Froala Editor

Tags kuldiha

Related articles Odisha News Lens 4.1

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13607
    Jan 22, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15445
    Jan 21, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14546
    Jan 22, 2026
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି  ବିଦ୍ୟାଦାତ୍ରୀ ମା’ ସରସ୍ୱତୀ
    ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14796
    Jan 23, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15779
    Jan 22, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14647
    Jan 21, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13698
    Jan 21, 2026
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ ...
    ଦେଶ-ଦେଶାନ୍ତର

    ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ ...

    14087
    Jan 23, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15369
    Jan 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ମାଡ୍ରାସ ହାଇକୋର୍ଟ

    15369
    Jan 22, 2026
  • ଦେଶ-ଦେଶାନ୍ତର

    ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ

    15243
    Jan 23, 2026
  • ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14796
    Jan 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17312
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14796
    Jan 23, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ

    15445
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    16046
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15756
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16414
    Jan 16, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14542
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14796
    Jan 23, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13607
    Jan 22, 2026
  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ

    15243
    Jan 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In