Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

କୋଲେଷ୍ଟରଲ କମାଏ ଅଁଳାରସ

ରାଜ୍ୟ
Home ›› ରାଜ୍ୟ ››ବଡ଼ ଖବର: ଅକ୍ଟୋବରରେ ଭୟଙ୍କର ଭାବେ ମାଡ଼ିଆସିବ ତୃତୀୟ ଲହର, ଓଡ଼ିଶାରେ ଦୈନିକ ସଂକ୍ରମଣ ୧୪ ହଜାର ଆଶଙ୍କା

ବଡ଼ ଖବର: ଅକ୍ଟୋବରରେ ଭୟଙ୍କର ଭାବେ ମାଡ଼ିଆସିବ ତୃତୀୟ ଲହର, ଓଡ଼ିଶାରେ ଦୈନିକ ସଂକ୍ରମଣ ୧୪ ହଜାର ଆଶଙ୍କା

2021-08-23 07:08:49
15264
Share:
Facebook
Twitter
E-Mail
WhatsApp
Telegram
ବଡ଼ ଖବର:  ଅକ୍ଟୋବରରେ ଭୟଙ୍କର ଭାବେ ମାଡ଼ିଆସିବ ତୃତୀୟ ଲହର, ଓଡ଼ିଶାରେ ଦୈନିକ ସଂକ୍ରମଣ ୧୪ ହଜାର ଆଶଙ୍କା

ଭୁବନେଶ୍ୱର : ତୃତୀୟ ଲହରକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି  । ଅକ୍ଟୋବରରେ ତୃତୀୟ ଲହର ଭୟଙ୍କର ଭାବେ ମାଡ଼ିଆସିବ । ବିଶେଷକରି ଛୋଟ ପିଲାମାନେ ଏହାଦ୍ୱାରା ବେଶୀ ସଂକ୍ରମିତ ହେବାର ଆଶଙ୍କା ରହିଛି । ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏଭଳି ଏକ ରିପୋର୍ଟ ଆସିଛି ବୋଲି ଡିଏମଇଟି ସିବିକେ ମହାନ୍ତି ସୂଚନା ଦେଇଛନ୍ତି  ।

ରିପୋର୍ଟ ଅନୁଯାୟୀ, ତୃତୀୟ ଲହରରେ ପିଲାମାନେ ସଂକ୍ରମିତ ହେବେ । ଭାରତରେ ଦୈନିକ ସଂକ୍ରମଣ ୪ ଲକ୍ଷ ଛୁଇଁବାର ଆଶଙ୍କା ଥିବାବେଳେ ଓଡ଼ିଶାରେ ଦୈନିକ ସଂକ୍ରମଣ ୧୪ ହଜାର ହେବାର ଆଶଙ୍କା କରାଯାଉଛି  । ଏଥିପାଇଁ ପ୍ରସ୍ତୁତ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟଗୁଡ଼ିକୁ ନିଦେ୍ର୍ଧଶ ଦିଆଯାଇଛି  । ପିଲାମାନଙ୍କର ଚିକିତ୍ସା ନିମନ୍ତେ ଶିଶୁ ବିଶେଷଜ୍ଞମାନେ ପ୍ରସ୍ତୁତ ରହିବା ସହ ଆବଶ୍ୟକୀୟ ୱାଡର଼୍ର ବ୍ୟବସ୍ଥା କରିବାକୁ କୁହାଯାଇଛି  । ପ୍ରତି ୱାଡର଼୍ରେ ଯେଭଳି ଜଣେ ଆଟେଂଡାଂଟ ରହିବେ ତାହାର ବ୍ୟବସ୍ଥା କରାଯିବ  । ଅପରପକ୍ଷରେ ଭେଂଟିଲେଟର ଠାରୁ ନେଇ ଅନ୍ୟାନ୍ୟ ବ୍ୟବସ୍ଥା କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି  ।

ଏତଦବ୍ୟତୀତ ବହୁବିଧ ରୋଗରେ ପୀଡ଼ିତ ଥିବା ପିଲାମାନଙ୍କର ଟୀକାକରଣ ନେଇ ମଧ୍ୟ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଯାହାଫଳରେ ପିଲାମାନଙ୍କୁ ଗୁରୁତର ହେବାରୁ ରକ୍ଷା କରାଯାଇପାରିବ  । ତୃତୀୟ ଲହର ଏବେ ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି  । ଛୋଟ ପିଲାଙ୍କୁ ନେଇ ଏବେ ବାପାମା’ମାନେ ଚିନ୍ତାରେ ପଡ଼ିଯାଇଛନ୍ତି  ।

Powered by Froala Editor

Tags Corona

Related articles Odisha News Lens 4.1

  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ
    ଦେଶ-ଦେଶାନ୍ତର

    ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13751
    Jun 02, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14117
    Jun 03, 2025
  • ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ
    ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14169
    Jun 03, 2025
  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13378
    Jun 03, 2025
  • ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ
    ଦେଶ-ଦେଶାନ୍ତର

    ଫୋନ୍ ଗପି ଶିଶୁର ବୁଢ଼ା ଆଙ୍ଗୁଳି କାଟିଦେଲେ ନର୍ସ

    14263
    Jun 02, 2025
  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ
    ମନୋରଞ୍ଜନ

    ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15259
    Jun 02, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ
    ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14979
    Jun 03, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13521
    Jun 03, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15534
    Jun 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13521
    Jun 03, 2025
  • ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14979
    Jun 03, 2025
  • ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15534
    Jun 02, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16932
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15469
    Apr 03, 2021

ବିଶେଷ

  • କୋଲେଷ୍ଟରଲ କମାଏ ଅଁଳାରସ

    13378
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14979
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15150
    Jun 02, 2025
  • ନିୟମିତ ମଦ୍ୟପାନ କଲେ ଜିନ୍‌ରେ ଆସେ ପରିବର୍ତ୍ତନ

    15523
    Jun 02, 2025
  • ସିଝା ଅଣ୍ଡାରେ ମାଲିସ୍‌

    15229
    Jun 01, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15687
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16302
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14011
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14809
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    14979
    Jun 03, 2025
  • ପୁଣି ପରଦାକୁ ଫେରୁଛନ୍ତି ଚକ୍ରବର୍ତ୍ତୀ ସମ୍ରାଟ ପୃଥ୍ୱୀରାଜ

    15259
    Jun 02, 2025
  • ସିକିମରେ ଭୂସ୍ଖଳନ : ୩ ମୃତ, ୯ ଯବାନ ନିଖୋଜ

    13751
    Jun 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In