Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋର କିଛି ଶତ୍ରୁଙ୍କୁ ମୁଁ ଘୃଣା କରେ ଏବଂ ...

  • ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ...

  • ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ...

  • ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ...

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ ...

  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ...

  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ...

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ଦମଦାର୍ ଏଣ୍ଟ୍ରି କରିବେ ରକି ଭାଇ: ୨୦୨୨ ଏପ୍ରିଲ ୧୪ରେ ରିଲିଜ ହେବ କେଜିଏଫ୍‌-୨

ଦମଦାର୍ ଏଣ୍ଟ୍ରି କରିବେ ରକି ଭାଇ: ୨୦୨୨ ଏପ୍ରିଲ ୧୪ରେ ରିଲିଜ ହେବ କେଜିଏଫ୍‌-୨

2021-08-23 07:45:39
15960
Share:
Facebook
Twitter
E-Mail
WhatsApp
Telegram
ଦମଦାର୍ ଏଣ୍ଟ୍ରି କରିବେ ରକି ଭାଇ: ୨୦୨୨ ଏପ୍ରିଲ ୧୪ରେ ରିଲିଜ ହେବ କେଜିଏଫ୍‌-୨

ପୁଣି ଫେରିବେ ରକି ଭାଇ। ମହାମାରୀ ପାଇଁ ବାରମ୍ବାର ଅଟକି ଥିବା କେଜିଏଫ୍‌-୨ ରିଲିଜ ହେବ । ଏଥିପାଇଁ ଡେଟ୍ ଘୋଷଣା ହୋଇଥିବାବେଳେ ପୋଷ୍ଟର ସାମ୍ନାକୁ ଆସିଛି । ଏହି ପୋଷ୍ଟରକୁ ନିଜେ ରକି ଭାଇ ଓରଫ ଫିଲ୍ମର ଲିଡ୍‌ ଅଭିନେତା ୟଶ୍‌ ନିଜ ସୋଶାଲ ମିଡିଆରେ ଶେଆର କରିଛନ୍ତି।

ୟଶ ତାଙ୍କ ପୋଷ୍ଟରେ ଲେଖିଛନ୍ତି, 'ଆଜିର ଅନିଶ୍ଚିତତା କେବଳ ଆମର ସଂକଳ୍ପକୁ ବିଳମ୍ବ କରିବ, କିନ୍ତୁ ଯେମିତି ପ୍ରତିଶ୍ରୁତି ଦିଆଯାଇଥିଲା, ସେମିତି ହିଁ ହେବ। ଆମେ ୧୪ ଏପ୍ରିଲ ୨୦୨୨ରେ ବଡ଼ ପରଦାକୁ ଆସିବୁ।' ୟଶଙ୍କ ଏହି ପୋଷ୍ଟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। 

ଫିଲ୍ମ ନିର୍ଦେଶକ ପ୍ରଶାନ୍ତ ନୀଲ କହିଛନ୍ତି ଯେ, " ପ୍ରତିଶୃତି ମୁତାବକ ଆମେ ୧୪ ଏପ୍ରିଲ, ୨୦୨୨ରେ ଦେଶର ସିନେମା ଘରଗୁଡିକରେ ଶୋଭା ପାଇବୁ ।" କେଜିଏଫ-୨ ବିଭିନ୍ନ ଭାଷାରେ ମୁକ୍ତିଲାଭ କରିବ । କନ୍ନଡ, ତେଲୁଗୁ, ତାମିଲ, ମାଲୟାଲମ ଏବଂ ହିନ୍ଦୀ ଭାଷାରେ ମୁକ୍ତିଲାଭ କରିବାକୁ ପ୍ରଯୋଜକମାନେ ଯୋଜନା କରିଛନ୍ତି । 

ଏହି ଫିଲ୍ମରେ ବଲିଉଡ ସୁପରଷ୍ଟାର ସଞ୍ଜୟ ଦତ୍ତ ମଧ୍ୟ ଦେଖା ଦେବେ । କନ୍ନଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଞ୍ଜୁ ବାବାଙ୍କ ଏହା ଡେବ୍ୟୁ ହେବାକୁ ଯାଉଛି । ନିଜର ଇନଷ୍ଟାଗ୍ରାମ ପେଜରେ ସଞ୍ଜୁ ଏହି ଫିଲ୍ମର ପୋଷ୍ଟର ରିଲିଜ କରିଛନ୍ତି । ପୋଷ୍ଟରରେ ରବୀନ ଟଣ୍ଡନ, ସଞ୍ଜୟ ଦତ୍ତ, ୟସ ଏବଂ ପ୍ରକାଶ ରାଜ ନଜର ଆସୁଛନ୍ତି । ପୋଷ୍ଟର ଦେଖିବା ପରେ ଲୋକଙ୍କ ମନରେ ଉତ୍ସାହ ଆହୁରି ବଢିଯାଇଛି । 

ସୂଚନା ମୁତାବକ, ଫିଲ୍ମ କେଜିଏଫ୍‌ର ପ୍ରଥମ ଭାଗକୁ ଲୋକେ ବେଶ୍‌ ପସନ୍ଦ କରିଥିଲେ। ବହୁବଳୀ ଫିଲ୍ମ ପରି କେଜିଏଫ୍‌ ଚାପ୍ଟର-୧କୁ ମଧ୍ୟ ପ୍ରଶଂସକମାନେ ଗ୍ରହଣ କରିଥିଲେ। ବିଜୟ କିରଙ୍ଗଦୁରଙ୍କ ଦ୍ଵାରା ନିର୍ମିତ ଏହି କନ୍ନଡ ଚଳଚିତ୍ର ବକ୍ସ ଅଫିସରେ ନୂଆ କୀର୍ତ୍ତିମାନ ସୃଷ୍ଟି କରିଥିଲା । ସାରା ଦେଶରେ ଫିଲ୍ମକୁ ନେଇ ଚର୍ଚ୍ଚା ମଧ୍ୟ ହୋଇଥିଲା। ଏବେ କେଜିଏଫ୍ର ଚାପ୍ଟର-୨ ଆସିବ। 

Powered by Froala Editor

Tags kgf-2

Related articles Odisha News Lens 4.1

  • ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ

    13686
    Nov 09, 2026
  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14446
    Nov 08, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍
    ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15262
    Nov 08, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ
    ବିଶେଷ

    ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13895
    Nov 09, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ
    ମନୋରଞ୍ଜନ

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15482
    Nov 08, 2026
  • ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ
    ଦେଶ-ଦେଶାନ୍ତର

    ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

    14377
    Nov 09, 2026
  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ
    ଦେଶ-ଦେଶାନ୍ତର

    ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13675
    Nov 08, 2026
  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି
    ମନୋରଞ୍ଜନ

    ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15727
    Nov 08, 2026
  •  ମୋର କିଛି ଶତ୍ରୁଙ୍କୁ ମୁଁ ଘୃଣା କରେ ଏବଂ ସବୁବେଳେ କରୁଥିବି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ମୋର କିଛି ଶତ୍ରୁଙ୍କୁ ମୁଁ ଘୃଣା କରେ ଏବଂ ସବୁବେଳେ କରୁଥିବି: ଟ୍ରମ୍ପ

    14666
    Nov 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14446
    Nov 08, 2026
  • ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15262
    Nov 08, 2026
  • ମନୋରଞ୍ଜନ

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15482
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17263
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17966
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17910
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18332
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13895
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15262
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14267
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14346
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14949
    Nov 01, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15559
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14150
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14161
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14441
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋର କିଛି ଶତ୍ରୁଙ୍କୁ ମୁଁ ଘୃଣା କରେ ଏବଂ ସବୁବେଳେ କରୁଥିବି: ଟ୍ରମ୍ପ

    14666
    Nov 09, 2026
  • ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

    14377
    Nov 09, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15482
    Nov 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In