Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

Home ›› ››ଅଜିତ ମଙ୍ଗରାଜଙ୍କ ବିୟୋଗରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶୋକସଭା

ଅଜିତ ମଙ୍ଗରାଜଙ୍କ ବିୟୋଗରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶୋକସଭା

2021-04-15 11:36:10
13924
Share:
Facebook
Twitter
E-Mail
WhatsApp
Telegram
ଅଜିତ ମଙ୍ଗରାଜଙ୍କ ବିୟୋଗରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶୋକସଭା
ଭୁବନେଶ୍ୱର : ପୁରୀ ଜିଲ୍ଲା କଂଗ୍ରେସ କମିଟିର ସଭାପତି ତଥା ପିପିଲି ଉପନିର୍ବାଚନରେ କଂଗ୍ରେସ ଦଳର ପ୍ରାର୍ଥୀ ଶ୍ରୀ ଅଜିତ୍ ମଙ୍ଗରାଜଙ୍କ କରୋନା ଜନିତ ଅକାଳ ବିୟୋଗରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଗଭୀର ଶୋକପ୍ରକାଶ କରାଯାଇ ଆଜି କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ଏକ ଶୋକସଭା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକର ପ୍ରାରମ୍ଭରେ କଂଗ୍ରେସ ନେତୃବୃନ୍ଦ ସ୍ୱର୍ଗତ ମଙ୍ଗରାଜଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ସ୍ୱର୍ଗତ ଆତ୍ମାର ସଦଗତି ନିମନ୍ତେ ଦୁଇମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ସ୍ମୃତିଚାରଣ କରି ପିସିସି ସଭାପତି ଶ୍ରୀ ପଟ୍ଟନାୟକ କହିଲେ ଯେ ଅଜିତ୍ ବାବୁଙ୍କ ମୃତ୍ୟୁ ଦଳପାଇଁ ଅପୂରଣୀୟ କ୍ଷତି । ସେ ଜଣେ ପରିଶ୍ରମୀ ଓ ଦୃଢ଼ ସଂଗଠକ ଭାବରେ ଜଣାଶୁଣା ଥିଲେ । ସେ ପୁରୀ ଜିଲ୍ଲା କଂଗ୍ରେସ କମିଟିର ସଭାପତି ଦାୟିତ୍ୱ ନେବା ପରଠାରୁ କଂଗ୍ରେସକୁ ମଜବୁତ କରିବା ପାଇଁ ନିରନ୍ତର ଉଦ୍ୟମ ଜାରି ରଖିଥିଲେ । ଦଳପ୍ରତି ତାଙ୍କର ସ୍ୱପ୍ନକୁ ଆମ୍ଭେମାନେ ସାକାର କରିପାରିଲେ ତାହାହିଁ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ । ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଗଭୀର ସମବେଦନା ଜଣାଇଥିଲେ । ଶ୍ରଦ୍ଧାଞ୍ଜଳି ଜଣାଇ ଅଖିଳ ଭାରତ କଂଗ୍ରେସ କମିଟି ସଂପାଦକ ଶ୍ରୀ ଜି. ରୁଦ୍ର ରାଜୁ କହିଲେ ଯେ ସ୍ୱର୍ଗତ ମଙ୍ଗରାଜ କଂଗ୍ରେସ ଦଳର ଜଣେ ସଚ୍ଚା କର୍ମୀ ଥିଲେ । ତାଙ୍କର ମୃୃତ୍ୟୁରେ ଦଳ ଜଣେ ଉତମ ସୈନିକଙ୍କୁ ହରାଇଲା । କଂଗ୍ରେସ ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ଶ୍ରୀ ରାହୁଲ ଗାନ୍ଧୀ ଓ କଂଗ୍ରେସ ପ୍ରଭାରୀ ଡ. ଏ ଚେଲାକୁମାରଙ୍କ ପକ୍ଷରୁ ଶ୍ରୀ ରାଜୁ ଗଭୀର ସମବେଦନା ଜଣାଇଥିଲେ । ଶ୍ରଦ୍ଧାଞ୍ଜଳି ଜଣାଇ ପିସିସି କାର୍ଯ୍ୟକାରୀ ସଭାପତି ସର୍ବଶ୍ରୀ ପ୍ରଦୀପ ମାଝୀଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ରାମଚନ୍ଦ୍ର ଖୁଂଟିଆ, ବିଧାୟକ ସନ୍ତୋଷ ସିଂ ସାଲୁଜା, ଅଧିରାଜ ମୋହନ ପାଣିଗ୍ରାହୀ, ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡା, ମୁଖପାତ୍ର ନିଶିକାନ୍ତ ମିଶ୍ର ପ୍ରମୁଖ ସ୍ୱର୍ଗତ ମଙ୍ଗରାଜଙ୍କର ଜୀବନୀ ଓ ସାଂଗଠନିକ ଦକ୍ଷତା ସଂପର୍କରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସୁରେଶ କୁମାର ରାଉତରାୟ, ଯୁଧିଷ୍ଠିର ଜେନା, ବିଜୟଲକ୍ଷ୍ମୀ ସାହୁ, ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ଅମୀୟ ପଟ୍ଟନାୟକ, ଜାନକୀ ବଲ୍ଲଭ ପଟ୍ଟନାୟକ, ମନୋରଞ୍ଜନ ଦାଶ, ବିଶ୍ୱଜିତ୍ ଦାଶ, ହଳଧର ସେଠୀ, ପଦ୍ମାକର ଗୁରୁ, ମାନସ ଆଚାର୍ଯ୍ୟ, ଚିନ୍ମୟ ସୁନ୍ଦର ଦାସ, ଜିତୁ ପ୍ରକାଶ ପରିଡା, ଅଶୋକ କୁମାର ଦାସ, ଦୀପକ ମହାପାତ୍ର,କନକଲତା ମଲ୍ଳିକ, ଶ୍ରୀୟାସ୍ମିତା ପଣ୍ଡା, ଲିଙ୍ଗରାଜ ସାହୁ, ବିସ୍ମୟ ମହାପାତ୍ର, ଜ୍ଞାନଦେବ ବେଉରା, ସଂଜୟ ମିଶ୍ର, ଅକ୍ଷୟ ଦାସ, ଜ୍ଞାନ ପଟ୍ଟନାୟକ, କୁସୁମ ପ୍ରଧାନ, ସୁଶାନ୍ତ ତ୍ରିପାଠୀ, ଶଶିକାନ୍ତ ଲେଙ୍କା, ମିହିର ଆଚାର୍ଯ୍ୟ, ଜୟକୃଷ୍ଣ ସୁବୁଦ୍ଧି, ଦୀପକ ସାହୁ, ସତ୍ୟବ୍ରତ ନାୟକ, ସୁବାଷ ପ୍ରଧାନ, ଶ୍ରୀଧର ବଳିୟାରସିଂ, ଦେବୀ ପ୍ରସାଦ ବାହାଲିଆ, ସାଗର ପରିଡା, ସୀମାନ୍ତ କୁମାର ପାତ୍ର, ପ୍ରମୁଖ ଉପସ୍ଥିତ ରହି ଅମର ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।
Tags ajit mangaraj , pipli election , corona death

Related articles Odisha News Lens 4.1

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13364
    Feb 15, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15475
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15581
    Feb 14, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15130
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14204
    Feb 15, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15375
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14003
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15544
    Feb 14, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15018
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15581
    Feb 14, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14003
    Feb 14, 2026
  • ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15475
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15475
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15927
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16329
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14076
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14722
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14950
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14463
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16069
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15351
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରାଦେଶ

    15375
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14204
    Feb 15, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14003
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In