Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››୨୪ ନକ୍ସଲଙ୍କ ଆତ୍ମସମର୍ପଣ

୨୪ ନକ୍ସଲଙ୍କ ଆତ୍ମସମର୍ପଣ

2021-08-23 20:26:11
15968
Share:
Facebook
Twitter
E-Mail
WhatsApp
Telegram
୨୪ ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲା ପୁଲିସ ନିକଟରେ ୨୪ ଜଣ ନକ୍ସଲ ସହ ୭୬ ଜଣ ନକ୍ସଲ ସମର୍ଥକ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ୨୪ ଜଣ ନକ୍ସଲଙ୍କୁ ଏସପି ସ୍ବାଗତ କରିବା ସହ ଆଗାମୀ ଦିନରେ ସମସ୍ତ ସୁବିଧାସୁଯୋଗ ପ୍ରଦାନ କରାଯିବ ବୋଲି କହିଥିଲେ। ଏସପି ଗ୍ରାମବାସୀଙ୍କୁ ବୁଝାଇଥିଲେ ଯେ ନକ୍ସଲବାଦ ଯୋଗୁଁ ହିଁ ଆମର ଉନ୍ନତି ହୋଇପାରୁନାହିଁ। ନକ୍ସଲଙ୍କୁ ସମର୍ଥନ କରିବା ବନ୍ଦ କରନ୍ତୁ। ସରକାରଙ୍କୁ ସହଯୋଗ କଲେ ଆପଣଙ୍କ ନିକଟରେ ସ୍କୁଲ,କଲେଜ,ଅଂଗନବାଡି ଇତ୍ୟାଦି ପହଞ୍ଚିପାରିବ।ଏହି ଆତ୍ମସମର୍ପଣ କାର୍ଯ୍ୟକ୍ରମରେ ଏସପି ଓମ ଚନ୍ଦଲ, ଡିଏସପି ଶ୍ୟାମ ମଧୁକର,ଏସଡିଓପି ପରମେଶ୍ବର ତିଲକଵାର ପ୍ରମୁଖ ଉପସ୍ଥିତ ଥିଲେ। ଆଗାମୀ ଦିନରେ ବିକାଶ କାର୍ଯ୍ୟରେ ସମସ୍ତ ସହଯୋଗ କରିବେ ବୋଲି ମଧ୍ୟ କହିଛନ୍ତି। ଗତକାଲି ଠାରୁ ଗ୍ରାମବାସୀ ଦୁର୍ଗମ ଅଂଚଳରୁ ବାହାରି ସିରସିଟି ଗ୍ରାମରେ ପହଞ୍ଚିଥିଲେ। ପରେ ପୁଲିସ ନିଜ ଗାଡିରେ ଜିଲ୍ଲା ପୁଲିସ କାର୍ଯ୍ୟାଳୟକୁ ସମସ୍ତଙ୍କୁ ଆଣିଥିଲା।

Powered by Froala Editor

Tags naxal

Related articles Odisha News Lens 4.1

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14560
    Jun 20, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15123
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15580
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15234
    Jun 20, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13543
    Jun 21, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15361
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14275
    Jun 21, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15385
    Jun 21, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15535
    Jun 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15361
    Jun 20, 2026
  • ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    13928
    Jun 20, 2026
  • ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15123
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16936
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17555
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17605
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18000
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14275
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15427
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14339
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15729
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14945
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14867
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15480
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15229
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14560
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15234
    Jun 20, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15361
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In