Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

Home ›› ››ଅଫଲାଇନ ମାଟ୍ରିକ ପରୀକ୍ଷା ଫଳ, ପାଶ ହାର ୮୦.୮୩ ପ୍ରତିଶତ

ଅଫଲାଇନ ମାଟ୍ରିକ ପରୀକ୍ଷା ଫଳ, ପାଶ ହାର ୮୦.୮୩ ପ୍ରତିଶତ

2021-08-24 11:03:14
14653
Share:
Facebook
Twitter
E-Mail
WhatsApp
Telegram
ଅଫଲାଇନ ମାଟ୍ରିକ ପରୀକ୍ଷା ଫଳ, ପାଶ ହାର ୮୦.୮୩ ପ୍ରତିଶତ


ଭୁବନେଶ୍ୱର : ବହୁ ପ୍ରତୀକ୍ଷିତ ଅଫଲାଇନ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି  । ଅଫଲାଇନ ପରୀକ୍ଷାରେ ପାଶ ହାର ୮୦.୮୩ ପ୍ରତିଶତ ରହିଛି  । ଅପରାହ୍ନ ୪ଟାରେ ବୋଡର଼୍ ପକ୍ଷରୁ ଅଫଲାଇନ ପରୀକ୍ଷା ଫଳ ସଂକ୍ରାନ୍ତରେ ସୂଚନା ଦିଆଯାଇଥିଲା  । ଏ୧ରେ ୪୨, ଏ୨ରେ ୨୫୫, ବି୧ରେ ୩୪୮, ବି୨ରେ ୪୫୮ ଜଣ ପାଶ କରିଛନ୍ତି  । ପରୀକ୍ଷାରେ ୩୧ ଶହ ଛାତ୍ର ଓ ୨୧୩୩ ଛାତ୍ରୀ ପାଶ କରିଛନ୍ତି  ।

ତେବେ ସବୁଠାରୁ ବଡ଼ କଥା ହେଉଛି ୨୭୧ ଜଣଙ୍କର ମାର୍କ ବଢ଼ିଥିବାବେଳେ ୪୫୯ ଜଣଙ୍କର ମାର୍କ କମିଛି  । ବୋଡର଼୍ ୱେବସାଇଟରେ ଛାତ୍ରଛାତ୍ରୀମାନେ ନିଜର ମାର୍କ ଜାଣିପାରିବେ  ।

କରୋନା ପାଇଁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ହୋଇପାରିନଥିଲା  । ଫଳରେ ନବମ ଓ ଦଶମ ଶ୍ରେଣୀରେ ହୋଇଥିବା ଅଭ୍ୟାସ ପରୀକ୍ଷା ଆଧାରରେ ମାର୍କିଂ କରାଯାଇଥିଲା  । ତେବେ କେତେକ ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ  । ଅନେକ ଛାତ୍ରଛାତ୍ରୀ ଅସନ୍ତୁଷ୍ଟ ସତ୍ୱେ ପରୀକ୍ଷା ଦେଇନଥିବାବେଳେ ୧୫ ହଜାରରୁ ଉଦ୍ଧ୍ୱର୍ ଛାତ୍ରଛାତ୍ରୀ ନିଜର ମାର୍କ ବୃଦ୍ଧି ଆଶାରେ ଅଫଲାଇନ ପରୀକ୍ଷା ପାଇଁ ଫର୍ମପୂରଣ କରିଥିଲେ  । ଜୁଲାଇ ୩୦ରୁ ଅଗଷ୍ଟ ୫ ପର୍ଯ୍ୟନ୍ତ ରାଜ୍ୟର ୫୦୪ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହୋଇଥିଲା  । ତେବେ ୩ ହଜାର ପିଲା ପରୀକ୍ଷା ନଦେଇ ଅନୁପସ୍ଥିତ ରହିଥିଲେ  ।

Powered by Froala Editor

Tags matric result

Related articles Odisha News Lens 4.1

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14690
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13308
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14321
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14055
    Jun 15, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15216
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14614
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14482
    Jun 16, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    14953
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14432
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14433
    Jun 16, 2026
  • ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    14953
    Jun 16, 2026
  • ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14614
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17987
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14482
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14190
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15027
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13629
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15512
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14854
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15217
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15699
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14614
    Jun 16, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14433
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13308
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In