Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଝା ଅଣ୍ଡାରେ ମାଲିସ୍‌

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ...

  • ବାଲ୍ମିକ ଥାପରଙ୍କ ଦେହାନ୍ତ

  • ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଖୁସି ଖବର: ଏଣିକି ହ୍ୱାଟସ ଆପ ମାଧ୍ୟମରେ ହୋଇପାରିବ ସ୍ଲଟ ବୁକିଂ

ଖୁସି ଖବର: ଏଣିକି ହ୍ୱାଟସ ଆପ ମାଧ୍ୟମରେ ହୋଇପାରିବ ସ୍ଲଟ ବୁକିଂ

2021-08-25 07:17:26
15935
Share:
Facebook
Twitter
E-Mail
WhatsApp
Telegram
ଖୁସି ଖବର: ଏଣିକି ହ୍ୱାଟସ ଆପ ମାଧ୍ୟମରେ ହୋଇପାରିବ ସ୍ଲଟ ବୁକିଂ

ନୂଆଦିଲ୍ଲୀ: ଟିକାକରଣ ଲାଗି ସ୍ଲଟ ବୁକିଂ ପାଇଁ ହଇରାଣ ହେଉଥିବା ଲୋକଙ୍କ ପାଇଁ ଖୁସି ଖବର । ଏଣିକି ହ୍ୱାଟସ ଆପ ମାଧ୍ୟମରେ କୋଭିଡ-୧୯ ଟିକାକରଣ ପାଇଁ ସ୍ଲଟ ବୁକିଂ ହୋଇପାରିବ । ଏଥିପାଇଁ ସରକାର ଫେସବୁକ ମାଲିକାନାରେ ଥିବା ଏହି ମେସେଜିଂ ଆପ ସହ ବୁଝାମଣା କରିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ସିଟିଜେନ ଏନଗେଜମେଣ୍ଟ ପ୍ଲାଟଫର୍ମ ମାଇଗଭଇଣ୍ଡିଆ ଓ ହ୍ୱାଟସଆପ ମଧ୍ୟରେ ହୋଇଥିବା ବୁଝାମଣା ଅନୁଯାୟୀ ଫୋନ ମାଧ୍ୟମରେ ଯୋଗ୍ୟ ହିତାଧିକାରୀମାନଙ୍କ ପାଖକୁ ସେମାନେ କେବେ କେଉଁଠି ଟିକା ନେବେ ସେ ସମ୍ପର୍କୀୟ ବାର୍ତ୍ତା ପହଞ୍ଚିବ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡାଭିୟା ମଙ୍ଗଳବାର ଟ୍ୱିଟରରେ କହିଛନ୍ତି ଯେ ନାଗରିକ ସୁବିଧାର ନୂଆ ଯୁଗରେ ଆମେ ପାଦ ଦେଉଛଉ । ଏବେ କିଛି ମିନିଟ ଭିତରେ ଆପଣଙ୍କ ଫୋନ ମାଧ୍ୟମରେ କୋଭିଡ-୧୯ ଟିକାକରଣ ପାଇଁ ସ୍ଲଟ ବୁକିଂ ହେବ । ହ୍ୱାଟସ ଆପ ମୁଖ୍ୟ କାର୍ଯ୍ୟନିର୍ବାହୀ କ୍ୟାଥକାର୍ଟ କହିଛନ୍ତି ଯେ କେବଳ ସ୍ଲଟ ବୁକିଂ ନୁହେଁ, ଟିକାକରଣ ହେଲା ବୋଲି ସାର୍ଟିଫିକେଟ ମଧ୍ୟ ନାଗରିକମାନେ ହ୍ୱାଟସଆପରେ ପାଇପାରିବେ ।

Powered by Froala Editor

Tags Vaccine

Related articles Odisha News Lens 4.1

  •  ସିଝା ଅଣ୍ଡାରେ ମାଲିସ୍‌
    ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14723
    Jun 01, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13725
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15627
    May 31, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13646
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13483
    May 31, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14416
    May 31, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13665
    May 31, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15410
    Jun 01, 2025
  •  ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ,  ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ଜାଣନ୍ତୁ କ’ଣ ?

    14198
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13483
    May 31, 2025
  • ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13665
    May 31, 2025
  • ଦେଶ-ଦେଶାନ୍ତର

    ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    15019
    May 31, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16635
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16926
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15465
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14723
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15410
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13483
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15627
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15969
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15681
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16295
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14008
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14804
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15410
    Jun 01, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ

    13646
    May 31, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14416
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In