Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ପୁଣି ୧୩୦ ଛୁଆ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ପୁଣି ୧୩୦ ଛୁଆ କରୋନା ପଜିଟିଭ ଚିହ୍ନଟ

2021-08-26 05:07:43
15011
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ପୁଣି ୧୩୦ ଛୁଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ମାଡି ଚାଲିଛି ମହାମାରୀ କରୋନା। ବିଶେଷକରି ଏବେ ଅଧିକାଂଶ ଛୁଆ କରୋନାରେ ସଂକ୍ରମିତ ହେଉଛନ୍ତି, ଯାହା ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ରାଜ୍ୟରେ ପୁଣି ୧୩୦ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପଜିଟିଭଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ବୟସ୍କ ରହିଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୪୯ କରୋନାର ନୂଆ ମାମଲା ସାମ୍ନାକୁ ଆସିଛି। ଏଥିରୁ କ୍ୱାରେଣ୍ଟାଇନ୍‌ରୁ ୪୯୨ ଏବଂ ଲୋକାଲ କେସ୍ ୩୫୭ଟି ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୦୫୯ରେ ପହଞ୍ଚିଛି ।


ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ପୁଣି ସବୁଠୁ ଆଗରେ ରହିଛି ଖୋର୍ଦ୍ଧା। କେବଳ ଖୋର୍ଦ୍ଧା ଜିଲ୍ଲାରୁ ୩୧୩ କରୋନା ପଜିଟିଭ ବାହାରିଛନ୍ତି। ସେହିପରି ଅନୁଗୁଳରୁ ୧୯ ଜଣ, ବାଲେଶ୍ୱରରୁ ୪୮ଜଣ, ବରଗଡ଼ରୁ ୧୫ଜଣ, ଭଦ୍ରକରୁ ୯ଜଣ, ବୌଦ୍ଧରୁ ଜଣେ, କଟକରୁ ୧୧୫ଜଣ, ଦେବଗଡ଼ରୁ ୯ଜଣ, ଢେଙ୍କାନାଳରୁ ୧୪ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୪୨ଜଣ, ଯାଜପୁରରୁ ୪୨ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୩ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୨୪ଜଣ, କେନ୍ଦୁଝରରୁ ୮ଜଣ, କୋରାପୁଟରୁ ୫ଜଣ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୨୬ଜଣ, ନୟାଗଡ଼ରୁ ୧୯ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୨୨ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୨୦ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୫ଜଣ ଓ ଷ୍ଟେଟ ପୁଲ୍‌ରୁ ୬୫ଜଣ ରହିଛନ୍ତି।

Powered by Froala Editor

Tags Corona

Related articles Odisha News Lens 4.1

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14730
    Mar 06, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15053
    Mar 05, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    13964
    Mar 06, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14574
    Mar 05, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14494
    Mar 04, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15747
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13838
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15420
    Mar 04, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13295
    Mar 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15053
    Mar 05, 2026
  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13838
    Mar 05, 2026
  • ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    13964
    Mar 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14574
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15041
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14250
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15056
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14678
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14491
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14730
    Mar 06, 2026
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13295
    Mar 06, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15420
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In