Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

ବିଶେଷ
Home ›› ବିଶେଷ ››ସାବଧାନ! ଗରମ ପାଣିରେ କେଶ ଧୋଉଛନ୍ତି କି ?

ସାବଧାନ! ଗରମ ପାଣିରେ କେଶ ଧୋଉଛନ୍ତି କି ?

2021-08-26 05:13:08
15992
Share:
Facebook
Twitter
E-Mail
WhatsApp
Telegram
ସାବଧାନ! ଗରମ ପାଣିରେ କେଶ ଧୋଉଛନ୍ତି କି ?

ଗରମ ପାଣିରେ ଗାଧୋଇଲେ ଶରୀରରୁ କ୍ଲାନ୍ତପଣ ଦୂର ହୋଇଥାଏ। ହେଲେ କିଛି ଲୋକ ଏପରି ଅଛନ୍ତି, ଯେଉଁମାନେ ଗରମ ପାଣିରେ କେଶ ମଧ୍ୟ ଧୋଇଥା’ନ୍ତି। ଆପଣ ଜାଣିଛନ୍ତି କି ଏପରି କରିବା ଦ୍ୱାରା କେଶ ଅଧିକ ଝଡ଼ିଥାଏ ଏବଂ ରୁକ୍ଷ ହୋଇଥାଏ। ଏପରିକି ଗରମ ପାଣିରେ ମୁଣ୍ଡର ଚର୍ମ ପୋଡ଼ାଜଳା କରିବାର ଆଶଙ୍କା ମଧ୍ୟ ରହିଛି। ତେବେ ଆସନ୍ତୁ ଜାଣିବା ଗରମ ପାଣିରେ ମୁଣ୍ଡ ଧୋଇଲେ, କେଶକୁ କେଉଁସବୁ କ୍ଷତି ପହଞ୍ଚିଥାଏ।

୧. ଯେଉଁମାନେ ଅଧିକ ଗରମ ପାଣିରେ ଗାଧୋଇଥା’ନ୍ତି, ସେମାନଙ୍କର କେବଳ କେଶ ଖରାପ ହୋଇ ନ ଥାଏ, ସ୍କିନ୍‌ ମଧ୍ୟ ଡ୍ରାଏ ହୋଇଥାଏ। ଗରମ ପାଣି ପ୍ରୟୋଗ ଦ୍ୱାରା ତ୍ୱଚା କୁଣ୍ଡାଇ ହୋଇଥାଏ।

୨. ଗରମ ପାଣି ମୁଣ୍ଡକୁ ଡ୍ରାଏ କରିଥାଏ। ତେଣୁ କେଶରେ ରୂପି ଅଧିକ ହୋଇଥାଏ।
୩. କେଶକୁ ଅଧିକ ଗରମ ପାଣିରେ ଧୁଅନ୍ତୁ ନାହିଁ। ଏହା କେଶର ନରମପଣକୁ ନଷ୍ଟ କରିଥାଏ।

୪. ଯଦି ଆପଣ ନିକଟରେ କେଶକୁ କଲର୍‌ କରିଛନ୍ତି, ତେବେ ଗରମ ପାଣିରେ ଧୁଅନ୍ତୁ ନାହିଁ। ଏପରି କଲେ କେଶର ରଙ୍ଗ ନଷ୍ଟ ହୋଇ ଶୀଘ୍ର ଫେଡ୍‌ ହୋଇଯାଇଥାଏ।

୫. ଆମ କେଶ କେରାଟିନ୍‌ ନାମକ ପ୍ରୋଟିନ୍‌ରେ ତିଆରି। ତେଣୁ ଗରମ ପାଣିରେ ଗାଧୋଇଲେ କେରାଟିନ୍‌ ନଷ୍ଟ ହୋଇଯାଏ ଓ କେଶ ଅଧିକ ଝଡ଼ିଥାଏ।

Powered by Froala Editor

Tags Hair care

Related articles Odisha News Lens 4.1

  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14386
    Nov 18, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା
    ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13681
    Nov 19, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13868
    Nov 18, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14371
    Nov 19, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14695
    Nov 19, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14693
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13643
    Nov 18, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15617
    Nov 18, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14896
    Nov 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14371
    Nov 19, 2025
  • ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14896
    Nov 18, 2025
  • ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13643
    Nov 18, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14339
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14327
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16143
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15158
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14436
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14722
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14315
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14693
    Nov 18, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14371
    Nov 19, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13868
    Nov 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In