Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ...

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ...

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ...

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

ରାଜ୍ୟ
Home ›› ରାଜ୍ୟ ››୫ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସହସଂଘଚାଳକ ମୋହନ ଭାଗବତ

୫ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସହସଂଘଚାଳକ ମୋହନ ଭାଗବତ

2021-08-26 07:11:20
13760
Share:
Facebook
Twitter
E-Mail
WhatsApp
Telegram
୫ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସହସଂଘଚାଳକ ମୋହନ ଭାଗବତ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସହସଂଘଚାଳକ ମୋହନ ଭାଗବତ ୫ଦିନିଆ ଓଡ଼ିଶା ଗସ୍ତରେ ଆସି ମଙ୍ଗଳବାର ରାତି ୧୧ଟା ୪୦ରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଆସନ୍ତା ୨୯ତାରିଖରେ ଆରଏସଏସ ମୁଖ୍ୟ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବାକୁ ଥିବାବେଳେ ଏହି ଗସ୍ତରେ ସେ ରାଜ୍ୟର ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ମୋହନ ଭାଗବତ ରାଜ୍ୟର କିଛି ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଭେଟିଛନ୍ତି । ଗୁରୁବାର ସେ ପୁରୀ ଗସ୍ତରେ ଯାଇ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସଂଘର ବିଭିନ୍ନ ବୈଠକରେ ଯୋଗଦେଇ ସାଙ୍ଗଠନିକ ବିଷୟରେ ଆଲୋଚନା କରିବେ । ଏହି ଅବସରରେ କରୋନା ମହାମାରୀରେ ପୀଡ଼ିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସଂଘ ଦ୍ୱାରା କରାଯାଇଥିବା ରାଜ୍ୟବ୍ୟାପୀ ସେବା କାର୍ଯ୍ୟର ସମୀକ୍ଷା କରିବେ । ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ଆବଶ୍ୟକ ପ୍ରଶିକ୍ଷଣ ଏବଂ ପ୍ରସ୍ତୁତି ଉପରେ ମଧ୍ୟ ବିଚାର କରାଯିବ ବୋଲି ଆରଏସଏସ ପକ୍ଷରୁ କୁହାଯାଇଛି ।

Powered by Froala Editor

Tags Mohan bhagwat

Related articles Odisha News Lens 4.1

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14659
    Jun 22, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ
    ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14052
    Jun 22, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ
    ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14530
    Jun 22, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13673
    Jun 21, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15664
    Jun 21, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14410
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14411
    Jun 21, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15515
    Jun 21, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14600
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13673
    Jun 21, 2026
  • ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14411
    Jun 21, 2026
  • ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14410
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14530
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14411
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15546
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14415
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15744
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14869
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15483
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15232
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15664
    Jun 21, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14600
    Jun 22, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14659
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In