Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍ : ୧୨ ସେଲିବ୍ରିଟିଙ୍କୁ ଇଡି ସମନ

ଟଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍ : ୧୨ ସେଲିବ୍ରିଟିଙ୍କୁ ଇଡି ସମନ

2021-08-26 08:16:36
14109
Share:
Facebook
Twitter
E-Mail
WhatsApp
Telegram
ଟଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍ : ୧୨ ସେଲିବ୍ରିଟିଙ୍କୁ ଇଡି ସମନ

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ପରେ ବଲିଉଡରେ ଡ୍ରଗ୍ସ କାରବାର କଥା ସାମନାକୁ ଆସିଥିଲା । ସେତେବେଳେ ବଲିଉଡର ବଡ ବଡ ସେଲିବ୍ରିଟି ଏହି ଫାସରେ ପଡିଥିଲେ । ତେବେ ଡ୍ରଗ୍ସ କାରବାରର ଚେର ଟଲିଉଡ ଇଣ୍ଡଷ୍ଟ୍ରୀରେ ଥିବା ଜଣାପଡିଛି । ଡ୍ରଗ୍ସ କାରବାର ଓ ବ୍ୟବହାର ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୧୨ ଜଣ ଟଲିଉଡ ସେଲିବ୍ରିଟିଙ୍କୁ ସିମନ ଜାରି କରିଛି । ଆସନ୍ତା ୩୧ରେ ଟଲିଉଡର ପ୍ରସିଦ୍ଧ ନିର୍ଦ୍ଦେଶକ ପୁରୀ ଜଗନ୍ନାଥଙ୍କୁ ହାଜର ହେବାକୁ କୁହାଯାଇଛି । ଏହା ସହିତ ଟଲିଉଡ ଅଭିନେତ୍ରୀ ରାକୁଲ ପ୍ରିତ୍ ସିଂହ, ଅଭିନେତା ରବି ତେଜା, ଚାରମଇ କୌର, ନଭଦୀପ, ମୁମୈଥ ଖାନ, ତାନିସ, ନନ୍ଦୁ, ତରୁଣ ଏବଂ ବାହୁବଳୀ ଅଭିନେତା ରାଣା ଦାଗୁବତୀଙ୍କୁ ମଧ୍ୟ ସମନ କରାଯାଇଛି। ରବି ତେଜାଙ୍କ ଡ୍ରାଇଭର ଶ୍ରୀନିବାସ ଏବଂ ଏଫ କ୍ଲବର ସାଧାରଣ ପରିଚାଳକ(ଜିଏମ) ଭାବେ କାର୍ଯ୍ୟ କରିଥିବା ଜଣେ ଅଜ୍ଞାତ ବ୍ୟକ୍ତି ମଧ୍ୟ ଏଥିରେ ସାମିଲ ଅଛନ୍ତି। ସେପ୍ଟେମ୍ବର ୨ରୁ ୨୨ ମଧ୍ୟରେ ହାଜର ହେବା ପାଇଁ ସେମାନଙ୍କୁ ସମନ କୁହାଯାଇଛି। ରାକୁଲ ପ୍ରୀତିଙ୍କୁ ସେପ୍ଟେମ୍ବର ୬ରେ, ରାଣା ଦାଗୁବତିଙ୍କୁ ୮ରେ, ରବି ତେଜାଙ୍କୁ ୯ରେ ଏବଂ ମୁମୈଥ ଖାନଙ୍କୁ ନଭେମ୍ବର ୧୫ରେ ହାଜର ହେବାକୁ କୁହାଯାଇଛି। ଏହି ମାମଲାର ତଦନ୍ତ କରୁଥିବା ଅବକାରୀ ବିଭାଗର ଅଧିକାରୀଙ୍କ ମଧ୍ୟ ଇଡି ସମନ କରିଛି। 

ଡ୍ରଗ୍ସ ରାକେଟ ମାମଲାରେ ଗତ ଜୁଲାଇ ୨୦୧୭ରେ ହାଇଦ୍ରାବାଦ ଅବକାରୀ ବିଭାଗର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ ଏହି ୧୨ଜଣଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ କରିଥିଲା । ଏହି ମାମଲାରେ ଏସଆଇଟି ୬୨ ଜଣ ସନ୍ଦିଗ୍ଧଙ୍କ କେଶ ଓ ନଖ ନମୁନା ସଂଗ୍ରହ କରିଥିଲା । କିନ୍ତୁ ଅବକାରୀ ବିଭାଗର ସ୍ବତନ୍ତ୍ର ତଦନ୍ତକାରୀ ଦଳ(ଏସଆଇଟି)ପ୍ରମାଣ ଅଭାବ ଯୋଗୁଁ ଅଭିନେତାମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିଲା । ଚାର୍ଜସିଟ୍‌ ଦାଖଲ ହୋଇନଥିବାରୁ ପରୋକ୍ଷରେ ସେମାନଙ୍କୁ କ୍ଲିନଚିଟ୍‌ ଦିଆଯାଇଛି ବୋଲି ଧରାଯାଇଥିଲା। 

ସେତେବେଳେ ୯ ଜଣ ଲୋକଙ୍କ ବିରୋଧରେ ଦଫା ଧାର୍ଯ୍ୟ ହୋଇଥିଲା। ସେମାନଙ୍କ ମଧ୍ୟରେ ଅଧିକାଂଶ ଛୋଟକାଟିଆ ନିଶା ବ୍ୟବସାୟୀ ଥିଲେ। ଏହି ମାମଲାରେ ଅବକାରୀ ଅଧିକାରୀଙ୍କୁ ସାକ୍ଷୀ ଭାବେ ଡକାଯାଇଛି। ପ୍ରମାଣ ନ ମିଳିବା ପର୍ଯ୍ୟନ୍ତ ଟଲିଉଡ ସେଲିବ୍ରିଟିଙ୍କୁ ସାକ୍ଷୀ ଭାବେ ଧରାଯିବ। ତଦନ୍ତରୁ ସେମାନଙ୍କ ନାମ ସାମ୍ନାକୁ ଆସିଛି।  ତେବେ ଏ ପର୍ଯ୍ୟନ୍ତ ତାହାର କୌଣସି ତଥ୍ୟ ପ୍ରକାଶ ପାଇନାହିଁ। 

ଅନେକ ମାମଲାରେ ତଳ ସ୍ତରର ଆଫ୍ରିକୀୟ ନିଶା ବ୍ୟବସାୟୀଙ୍କ ନାମ ରହିଛି। ଅଭିଯୁକ୍ତଙ୍କୁ ଏସଆଇଟି ପଚରାଉଚୁରା କରିବା ସମୟରେ ଏଥିରେ କୌଣସି ଭୂମିକା ନାହିଁ ବୋଲି ଅଭିନେତାମାନେ କହିଥିଲେ। 

Powered by Froala Editor

Tags tollywood

Related articles Odisha News Lens 4.1

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14904
    Mar 06, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14106
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13664
    Mar 07, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14739
    Mar 05, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13421
    Mar 07, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15217
    Mar 05, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13472
    Mar 06, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14201
    Mar 07, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15237
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14142
    Mar 06, 2026
  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13472
    Mar 06, 2026
  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14106
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14106
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14739
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15206
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14414
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15074
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15669
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15237
    Mar 05, 2026
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13472
    Mar 06, 2026
  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14201
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In