Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

ଖେଳ ଖବର
Home ›› ଖେଳ ଖବର ››ଗୋଇଠା ମାରିଲେ, ଅଡୁଆରେ ପଡିଲେ ଆରସିବି ଦଳର ଅଧିନାୟକ ବିରାଟ କୋହଲି ।

ଗୋଇଠା ମାରିଲେ, ଅଡୁଆରେ ପଡିଲେ ଆରସିବି ଦଳର ଅଧିନାୟକ ବିରାଟ କୋହଲି ।

2021-04-16 05:57:42
15690
Share:
Facebook
Twitter
E-Mail
WhatsApp
Telegram
ଗୋଇଠା ମାରିଲେ, ଅଡୁଆରେ ପଡିଲେ ଆରସିବି ଦଳର ଅଧିନାୟକ ବିରାଟ କୋହଲି ।
ଗୋଇଠା ମାରିଲେ, ଅଡୁଆରେ ପଡିଲେ ଆରସିବି ଦଳର ଅଧିନାୟକ ବିରାଟ କୋହଲି । ଚେନ୍ନାଇ: ଚାଲିଛି ଆଇପିଏଲ୍ ମହାସମର । ସନ୍ ରାଇଜର୍ ହାଇଦ୍ରାବାଦ ଓ ରୟାଲ ଚ୍ୟାଲେଞ୍ଜର ବ୍ୟାଙ୍ଗଲୋର ଖେଳାଯାଇଥିବା ମ୍ୟାଚ୍ରେ ଏକ ଛକଆଉଟ ହେବା ପରେ ହତୋତ୍ସାହିତ ଓ ଉତକ୍ଷିପ୍ତ ହୋଇ ଏକ ଚୌକିକୁ ଖୁବ ଜୋରରେ ଗୋଇଠା ମାରିବା ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି । ପରେ ଏହା ତାଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଆଚରଣ ସଂହିତା ଉଲ୍ଲଂଘନ ଅଭିଯୋଗରେ ଆଇପିଏଲ ତରଫରୁ ତାଙ୍କୁ କଡ଼ା ଚେତାବନୀ ଦିଆଯାଇଛି । ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ କୋହଲି ଚମକ୍ରାର ବ୍ୟାଟିଂ କରି ୨୯ ବଲରୁ ୨୩ ରନ କରିଥିଲା ବେଳେ ପ୍ରତିପକ୍ଷ ଅଲରାଉଣ୍ଡର ଜାସନ ହୋଲ୍ଡର ତାଙ୍କୁ ବିଜୟ ଶଙ୍କରଙ୍କ ହାତରେ କ୍ୟାଚ କରାଇ ନେଇଥିଲେ । ହୋଲ୍ଡରଙ୍କ ସର୍ଟ ବଲକୁ ଖେଳୁଥିଲା ବେଳେ ଏହାକୁ ମିସ ଠାଇମ କରି କୋହଲି ଡିପ ଅଞ୍ଚଚଳରେ ଧରାପଡ଼ି ଯାଇଥିଲେ । ଫଳରେ ଡ୍ରେସିଂ ରୁମକୁ ଫେରିଲା ବେଳେ ରାଗରେ ନିଅାଁବାଣ ହୋଇ ପାଖରେ ପଡ଼ିଥିବା ଏକ ଚୌକିକୁ ଗୋଇଠା ମାରିବାର ଦୃଶ୍ୟ କ୍ୟାମେରା ଫ୍ରେମରେ ରେକର୍ଡ ହୋଇଯାଇଥିଲା । ମ୍ୟାଚ ପରେ ସେ ନିଜ ଦୋଷ ସ୍ୱୀକାର କରିନେବା ପରେ ମ୍ୟାଚ ରେଫରି ଭେଙ୍ଗଲି ନାରାୟଣ କୁଟି ଚେତାବନୀ ଦେଇ ଛାଡ଼ି ଦେଇଥିଲେ । ଆରସିବି ଏହି ମ୍ୟାଚକୁ ନାଟକୀୟ ଭାବେ ୬ ରନରେ ଜିତି ଯାଇଥିଲା ।
Tags VIRAT KOHALI

Related articles Odisha News Lens 4.1

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14686
    Oct 12, 2026
  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14342
    Oct 12, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14354
    Oct 12, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13949
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13789
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13959
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ
    ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14149
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14633
    Oct 11, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15379
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15745
    Oct 11, 2026
  • ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13789
    Oct 11, 2026
  • ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13949
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17174
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17864
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17820
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18238
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14517
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14623
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15628
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14302
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16038
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15799
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15028
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15549
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14027
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14354
    Oct 12, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    13959
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14149
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In