Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ...

  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ ...

  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ...

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ...

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ...

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମୁଖ୍ୟମନ୍ତ୍ରୀ ପଦ ପାଇଁ ଅଡ଼ି ବସିଛନ୍ତି ସିଂହଦେଓ

ମୁଖ୍ୟମନ୍ତ୍ରୀ ପଦ ପାଇଁ ଅଡ଼ି ବସିଛନ୍ତି ସିଂହଦେଓ

2021-08-28 06:45:39
14740
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀ ପଦ ପାଇଁ ଅଡ଼ି ବସିଛନ୍ତି ସିଂହଦେଓ

ନୂଆଦିଲ୍ଲୀ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଦିଲ୍ଲୀରେ ଶକ୍ତି ପ୍ରଦର୍ଶନ କରିଛନ୍ତି । ସପ୍ତାହକ ତଳେ କଂଗ୍ରେସ ନେତା ରାହୁଲ ଗାନ୍ଧି ଏବଂ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧିଙ୍କୁ ଭେଟିଥିବା ବାଘେଲ ଦିଲ୍ଲୀରେ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧି ଏବଂ ରାହୁଲ ଗାନ୍ଧିଙ୍କୁ ଭେଟିଛନ୍ତି । ବାଘେଲଙ୍କ ସହ ୫୫ ବିଧାୟକ ମଧ୍ୟ ଦିଲ୍ଳୀରେ ଉପସ୍ଥିତ ଥିଲେ । ବାଘେଲ କହିଛନ୍ତି ତାଙ୍କ ସରକାର ସୁରକ୍ଷିତ ଅଛି । ସମସ୍ତ ୭୦ ଜଣ ବିଧାୟକ ତାଙ୍କ ପଛରେ ଅଛନ୍ତି ବୋଲି ସେ କହିଛନ୍ତି । ଉଲ୍ଲେଖଯୋଗ୍ୟ, ଛତିଶଗଡ଼ କଂଗ୍ରେସରେ ଏବେ ଗୋଷ୍ଠୀ କନ୍ଦଳ ଚରମରେ ପହଞ୍ଚିଛି । ୨୦୧୮ ବିଧାନସଭା ନିର୍ବାଚନ ପରେ ଛତିଶଗଡ଼ରେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଏବଂ ମନ୍ତ୍ରୀ ଟିଏସ ସିଂହଦେଓଙ୍କ ମଧ୍ୟରେ ଅଢେ଼ଇ ବର୍ଷ କ୍ଷମତା ଅଦଳବଦଳ ହେବ ବୋଲି ଚୁକ୍ତି ହୋଇଥିଲା । ଗତ ଜୁନରେ ବାଘେଲଙ୍କର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟକାଳକୁ ଅଢେ଼ଇ ବର୍ଷ ପୁରିଛି । ତେଣୁ ସିଂହଦେଓ ମୁଖ୍ୟମନ୍ତ୍ରୀ ପଦ ପାଇଁ ଅଡ଼ି ବସିଛନ୍ତି ଏବଂ ବାଘେଲଙ୍କୁ ହଟାଇବାକୁ ଅଭିଯାନ ଆରମ୍ଭ କରିଛନ୍ତି ।

Powered by Froala Editor

Tags singhdeo

Related articles Odisha News Lens 4.1

  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ
    ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13474
    Sep 01, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ
    ଦେଶ-ଦେଶାନ୍ତର

    ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    14142
    Sep 01, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15526
    Aug 31, 2026
  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

    14590
    Sep 01, 2026
  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ
    ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14165
    Sep 01, 2026
  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ
    ଦେଶ-ଦେଶାନ୍ତର

    ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ

    14308
    Sep 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...

    14193
    Sep 02, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    14070
    Aug 31, 2026
  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ
    ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13867
    Sep 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14193
    Sep 02, 2026
  • ଦେଶ-ଦେଶାନ୍ତର

    ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

    14590
    Sep 01, 2026
  • ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13474
    Sep 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17065
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17705
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18135
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14217
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14731
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14685
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14024
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15409
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

ଭୁବନେଶ୍ୱର,୦୧/୦୯/୨୦୨୬ : ଦୁର୍ଗମ ଗ୍ରାମରେ ରହୁଥିବା ପରିବାରଗୁଡ଼ିକ ପାଇଁ ସମୟୋଚିତ ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପାଇବା ଅନେକ ସମୟରେ ଏକ ଆହ୍ୱାନ ହୋଇ ରହିଛି। ଦୀର୍ଘ ପଥ ଯାତ୍ରା, ସୀମିତ ପରିବହନ ଏବଂ ବିଶେଷଜ୍ଞ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

    14231
    Aug 26, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14464
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15993
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14035
    Aug 13, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15526
    Aug 31, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14193
    Sep 02, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13474
    Sep 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In