Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ବିଜେପିରେ ନେତୃତ୍ୱ ସଂକଟ, ଇସ୍ତଫା ଦେଲେ ୧୫ ଜିଲ୍ଲା ପରିଷଦ ସଭ୍ୟ

ବିଜେପିରେ ନେତୃତ୍ୱ ସଂକଟ, ଇସ୍ତଫା ଦେଲେ ୧୫ ଜିଲ୍ଲା ପରିଷଦ ସଭ୍ୟ

2021-08-28 07:35:04
15631
Share:
Facebook
Twitter
E-Mail
WhatsApp
Telegram
ବିଜେପିରେ ନେତୃତ୍ୱ ସଂକଟ, ଇସ୍ତଫା ଦେଲେ ୧୫ ଜିଲ୍ଲା ପରିଷଦ ସଭ୍ୟ

ବାରିପଦା: ମୟୂରଭଞ୍ଜରେ ବିଜେଡିର ପର୍ଯ୍ୟବେକ୍ଷକ ଭାବେ ବର୍ଷକ ତଳେ ଦାୟିତ୍ୱ ନେଇଥିଲେ ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ ବବି । ଗତ ଏପି୍ରଲ ମାସରେ ମଧ୍ୟ ତାଙ୍କ ଗୋଟି ଚାଳନାରୁ ବିଜେପି କ୍ୟାମ୍ପରେ ବିଦ୍ରୋହ ସୃଷ୍ଟି ହୋଇଥିବା ଚର୍ଚ୍ଚା ହୋଇଥିଲା । ପ୍ରାୟ ୨୮ ଜଣ ବିଜେପି ଜିଲ୍ଲା ପରିଷଦ ସଭ୍ୟ ଦଳ ଛାଡ଼ି ବିଜେଡିରେ ଯୋଗ ଦେବାକୁ ଆରଡିସିଙ୍କୁ ପତ୍ର ଲେଖିଥିଲେ । ମାତ୍ର କୌଣସି ମତେ ବିଜେପି ରାଜ୍ୟସ୍ତରୀୟ ନେତାଙ୍କ ହସ୍ତକ୍ଷେପ ପରେ ଏହା ପ୍ରଶମିତ ହୋଇଥିଲା । ମାତ୍ର ଏଥର କିନ୍ତୁ ବବିଙ୍କ ଯୋଜନାବଦ୍ଧ ଚାଲକୁ ଆକଳନ କରିପାରିନାହାନ୍ତି ବିଜେପି ନେତୃତ୍ୱ । ଫଳରେ ଜଣେ କେନ୍ଦ୍ରମନ୍ତ୍ରୀ ୬ ଜଣ ବିଧାୟକ ଥାଇ ମଧ୍ୟ ଦଳକୁ ୧୫ ଜଣ ଜିଲ୍ଲା ପରିଷଦ ସଭ୍ୟ ଇସ୍ତଫା ଦେଇଛନ୍ତି । ଜିଲ୍ଲାରେ ୯ ବିଧାନସଭା କ୍ଷେତ୍ରରୁ ୬ ଆସନରେ ବିଜେପି ବିଧାୟକ ନିର୍ବାଚିତ ହୋଇଛନ୍ତି । ବିଜେପି ଛାଡ଼ିଥିବା ୧୫ ଜିଲ୍ଲା ପରିଷଦ ସଭ୍ୟମାନେ କରଞ୍ଜିଆ, ମୋରଡ଼ା, ବଡ଼ସାହି, ଯଶିପୁର, ଉଦଳା, ରାଇରଙ୍ଗପୁର ଓ ସାରକଣା ନିର୍ବାଚନ ମଣ୍ଡଳୀରୁ ରହିଛନ୍ତି । ମୋରଡା ଓ କରଞ୍ଜିଆରେ ବିଜେଡି ବିଧାୟକ ଥିବା ବେଳେ ଅନ୍ୟ ସମସ୍ତ ସ୍ଥାନରେ ବିଜେପି ବିଧାୟକ ରହିଛନ୍ତି । ତଥାପି ଜିଲ୍ଲା ପରିଷଦ ସଭ୍ୟମାନେ ଇସ୍ତଫା ଦେବା ବିଜେପି ବିଧାୟକଙ୍କୁ ଝଟକା ଲାଗିଛି । ଏହି ଘଟଣା ପରେ ଜିଲ୍ଲା ବିଜେପିରେ ନେତୃତ୍ୱ ସଂକଟ ରହିଥିବା ସ୍ପଷ୍ଟ ହୋଇଛି । ଜିଲ୍ଲାରେ ବିଜେପିରୁ ୬ ବିଧାୟକ ଓ ଜଣେ କେନ୍ଦ୍ରମନ୍ତ୍ରୀ ଅଛନ୍ତି । ଜିଲ୍ଲାରେ ଦଳର ନେତା କିଏ ତାହା ଦଳୀୟ କର୍ମୀ ଓ ତୃଣମୂଳ ସ୍ତରର ନେତାଙ୍କୁ ଅଡୁଆରେ ପକାଇଛି । ଇସ୍ତଫା ଦେଇଥିବା ଦଳୀୟ ଜିଲ୍ଲା ପରିଷଦ ସଭ୍ୟମାନେ ରାଜ୍ୟ ବିଜେପି ସଭାପତିଙ୍କୁ ଦେଇଥିବା ପତ୍ରରେ ସିଧାସଳଖ ଏକମାତ୍ର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ସହିତ ନିର୍ବାଚିତ ବିଧାୟ ଏବଂ ଅନ୍ୟ ନେତୃତ୍ୱଙ୍କ ମତାନ୍ତର ଥିବା ଉଲ୍ଲେଖ କରିଛନ୍ତି । ଏପରି ସ୍ଥିତି ଜାରି ରହିଲେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳ କିପରି ଲଢ଼ିବ ବୋଲି ସେ ନେଇ ଆଶଙ୍କା ଦେଖାଦେଇଛି ।

Powered by Froala Editor

Tags bjp

Related articles Odisha News Lens 4.1

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14787
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14817
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14947
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13751
    Sep 09, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15276
    Sep 11, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14314
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15586
    Sep 10, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13645
    Sep 11, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13464
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14787
    Sep 09, 2026
  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14947
    Sep 10, 2026
  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14314
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13645
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15749
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14563
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13874
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14679
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13796
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14673
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14314
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14787
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15586
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In