Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ବିଶେଷ
Home ›› ବିଶେଷ ››ୱାନସାଇଡ ଲଭ କରୁଛନ୍ତିକି, ଧ୍ୟାନ ରଖନ୍ତୁ ଏହି କଥା

ୱାନସାଇଡ ଲଭ କରୁଛନ୍ତିକି, ଧ୍ୟାନ ରଖନ୍ତୁ ଏହି କଥା

2021-08-29 05:47:29
14446
Share:
Facebook
Twitter
E-Mail
WhatsApp
Telegram
ୱାନସାଇଡ ଲଭ କରୁଛନ୍ତିକି,  ଧ୍ୟାନ ରଖନ୍ତୁ ଏହି କଥା


କୁହାଯାଏ ପ୍ରେମ ସତ୍ୟ, ଶାଶ୍ୱତ ଓ ଚିରନ୍ତନ । ଯିଏ ଯାହାକୁ ପ୍ରେମ କରେ ଏହା ତା ଜୀବନର ଏକ ସୁନ୍ଦର ଅନୁଭବ ହୋଇଥାଏ । କେତେବେଳେ ଯୁବପିଢି ପ୍ରେମରେ ପଡିଯାଆନ୍ତି, ସେମାନେ ଜାଣିପାରନ୍ତି ନାହିଁ । ମାତ୍ର ଯଦି ଆପଣ ୱାନସାଇଡ୍ ଲଭ କରୁଛନ୍ତି ତେବେ ସତର୍କ ରହିବା ଆବଶ୍ୟକ । କାରଣ ଏଥିରେ ନିରାଶ ହେବାର ସମ୍ଭାବନା ଅଧିକ ଥାଏ । ଯେଉଁ କାରଣରୁ ଆପଣ ଭାଙ୍ଗିପଡିପାରନ୍ତି ଓ ଏହା ଆପଣଙ୍କ ଜୀବନ ପ୍ରତି ଅଧିକ ବିପଦଜ୍ଜନକ ହୋଇପାରେ । ତେଣୁ କିଛି କଥା ଉପରେ ଧ୍ୟାନ ରଖିବା ଉଚିତ୍ ।

-ପ୍ରଥମଥଃ ଯଦି କାହାକୁ ଏକତରଫା ପ୍ରେମ କରୁଛନ୍ତି ଏବଂ ପ୍ରକାଶ କରିବା ମାତ୍ରେ ଯଦି  ପାର୍ଟନର କହୁଛନ୍ତି ଆମେ ଭଲ ବନ୍ଧୁ ବୋଲି, ତେବେ ଏଥିରୁ ବୁଝି ଯାଆନ୍ତୁ ଯେ ସେ ତୁମକୁ ଭଲ ପାଉନାହାଁନ୍ତି । ଏହି କ୍ଷେତ୍ରରେ ଆପଣ ତାଙ୍କ କଥାକୁ ସମ୍ମତି ଦେଇ ତାଙ୍କ ସହିତ ବନ୍ଧୁତାକୁ ଆଗେଇ ନିଅନ୍ତୁ । ଭବିଷ୍ୟତରେ ଏହା ପ୍ରେମର ରୂପ ନେବାରେ ଅଧିକ ସମ୍ଭାବନା ଥାଏ ।

- ଯେତେବେଳେ ପାର୍ଟନର ସହ କଥାବା ର୍ା କରିବାକୁ ଚେଷ୍ଠା କରି ମଧ୍ୟ କୌଣସି ପ୍ରତିକ୍ରିୟା ମିଳୁନାହିଁ । ସେଠାରେ ଆପଣ ରହିଯିବା ଉଚିତ୍ । ବାରମ୍ବାର ଚେଷ୍ଠା କରି ତାଙ୍କୁ ଚିଡାନ୍ତୁ ନାହିଁ । ଆପଣ ଚାହିଁଲେ ଆପଣଙ୍କ ମନ କଥା ହ୍ୱାର୍ଟସଆପ ସ୍ଟାଟସ୍ରେ ମଧ୍ୟ ଦେଇପାରିବେ ।

-ପାର୍ଟନର ବନ୍ଧୁ ଭାବି ଯାହା କହିବେ, ତାଙ୍କ କଥା ଓ ପସନ୍ଦ ଅନୁସାରେ କର୍ଯ୍ୟ କରନ୍ତୁ । କେବେ ତାଙ୍କ ଉପରେ ବିରକ୍ତ ହୁଅନ୍ତୁ ନାହିଁ । ଏସବୁ ଦିଗ ଉପରେ ଧ୍ୟାନ ରଖିଲେ ଭବିଷ୍ୟତରେ ଆପଣଙ୍କ ଏକତରଫା ପ୍ରେମ ଦୁଇତରଫା ହେବାର ସମ୍ଭାବନା ଅଧିକ ଥାଏ ।

Powered by Froala Editor

Tags one side love

Related articles Odisha News Lens 4.1

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13285
    Oct 11, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15169
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15543
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14429
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13582
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15622
    Oct 10, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13748
    Oct 11, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13392
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13742
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13392
    Oct 11, 2026
  • ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ଉ

    14429
    Oct 11, 2026
  • ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13582
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17171
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17818
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18235
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14494
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14600
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15607
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14280
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16017
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15795
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15024
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14024
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13582
    Oct 11, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15169
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    13946
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In