Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

ଖେଳ ଖବର
Home ›› ଖେଳ ଖବର ››କିଟ୍‍ ଓ କିସ୍‍ ପକ୍ଷରୁ ଅଲିମ୍ପିଆନ୍‍ଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ,ଏକ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ

କିଟ୍‍ ଓ କିସ୍‍ ପକ୍ଷରୁ ଅଲିମ୍ପିଆନ୍‍ଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ,ଏକ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ

2021-08-29 10:04:24
24562
Share:
Facebook
Twitter
E-Mail
WhatsApp
Telegram
କିଟ୍‍ ଓ କିସ୍‍ ପକ୍ଷରୁ ଅଲିମ୍ପିଆନ୍‍ଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ,ଏକ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ

ଭୁବନେଶ୍ୱର - କିଟ୍‍ ଓ କିସ୍‍ ପକ୍ଷରୁ ଏହାର ୩ ଛାତ୍ରଛାତ୍ରୀ ତଥା ଅଲିମ୍ପିଆନ୍‍ଙ୍କୁ ଶନିବାର କିଟ୍‍ ପରିସରରେ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦିଆଯାଇଛି । ନିକଟରେ ଟୋକିଓ ଅଲିମ୍ପିକ୍‍ସରେ ଅଂଶଗ୍ରହଣ କରି ସେମାନେ ଦେଶ ତଥା ରାଜ୍ୟକୁ ଗୌରବାନ୍ୱିତ କରିଥିଲେ । କିଟ୍‍ ପରିସରରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଓଡ଼ିଶା ହକି ପ୍ରମୋସନାଲ୍‍ କାଉନ୍‍ସିଲ୍‍ର ଅଧ୍ୟକ୍ଷ ତଥା ପୂର୍ବତନ ଭାରତୀୟ ହକି ତାରକା ଦିଲିପ୍‍ ତିର୍କୀ ଓ ସମ୍ମାନୀୟ ଅତିଥି ଭାବେ ଭାରତୀୟ ରଗ୍‍ବୀ ବୋର୍ଡ ସଦସ୍ୟ ତଥା ବଲିଉଡ ନିର୍ଦ୍ଦେଶକ ଓ କଳାକାର ରାହୁଲ ବୋଷ ଏବଂ କିଟ୍‍-କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉପସ୍ଥିତ ରହି ଦୌଡ଼ରାଣୀ ତଥା କିଟ୍‍ ଛାତ୍ରୀ ଦୂତି ଚାନ୍ଦ, ଅସି ଚାଳକ ସି ଏ ଭବାନୀ ଦେବୀ ଓ ଜାଭେଲିନ୍‍ ଥ୍ରୋ ଖେଳାଳି ଶିବପାଲ୍‍ ସିଂହଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସେହିପରି ଅଲିମ୍ପିଆନ୍‍ ତଥା ହକି ତାରକା ବୀରେନ୍ଦ୍ର ଲାକ୍ରା, ଅମିତ୍‍ ରୋହିଦାସ, ଦୀପ ଗ୍ରେସ୍‍ ଏକ୍‍କା ଓ ନମିତା ଟପ୍ପୋଙ୍କୁ ଅଲିମ୍ପିକ୍‍ସରେ ସେମାନଙ୍କ ସଫଳତା ପାଇଁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ସହ ସମ୍ବର୍ଦ୍ଧିତ କରାଯାଇଥିଲା । ୭ଜଣ ଅଲିମ୍ପିଆନ୍‍ଙ୍କୁ କିଟ୍‍ ଓ କିସ୍‍ ପକ୍ଷରୁ ଏକ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି । 


ଏହା ସହିତ ଭାରତୀୟ କୋଚ୍‍ ଅମୂଲ୍ୟ ନନ୍ଦ ବିହାରୀ, ରାଜୁ ସାହାଣୀ ଓ ବିଜୟ ଲାକ୍ରା ମଧ୍ୟ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଅବସରରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସୂଚନା ଦେଇ କହିଲେ, ଦୂତି, ଭବାନୀ ଦେବୀ ଓ ଶିବ୍‍ପାଲ୍‍ଙ୍କୁ ପରବର୍ତ୍ତୀ ଅଲିମ୍ପିକ୍‍ ପର୍ଯ୍ୟନ୍ତ ସମସ୍ତ ସହାୟତା ଓ ପ୍ରୋତ୍ସାହନ ପୂର୍ବପରି ଜାରି ରହିବ । ଶ୍ରୀ ସାମନ୍ତ କହିଲେ, କିଟ୍‍ ଓ କିସ୍‍ ଶିକ୍ଷା ସହ କ୍ରୀଡ଼ାକୁ ଅଗ୍ରାଧିକାର ଦେଇ ଆସିଛି । ନିରନ୍ତର ପ୍ରଚେଷ୍ଟା, ଉପଯୁକ୍ତ ତାଲିମ୍‍ ଓ ପ୍ରଶିକ୍ଷଣ, ଅତ୍ୟାଧୁନିକ ଭିତ୍ତିଭୂମି ଯୋଗାଇ ଦେଇ କିଟ୍‍ ଆନ୍ତର୍ଜାତିକସ୍ତରର କ୍ରୀଡ଼ାବିତ୍‍ ସୃଷ୍ଟି କରି ଚାଲିଛି । ଇତି ମଧ୍ୟରେ କିଟ୍‍ ଓ କିସ୍‍ରୁ ଅଲିମ୍ପିଆନ୍‍ଙ୍କ ସମେତ ୫ହଜାରରୁ ଊର୍ଦ୍ଧ୍ୱ କ୍ରୀଡ଼ାବିତ୍‍ ସୃଷ୍ଟି ହୋଇସାରିଲେଣି । ଏବେ କିଟ୍‍ ଓ କିସ୍‍ରେ ଅଲିମ୍ପିଆନ୍‍ ତଥା ହକି ଖେଳାଳି ସୁନିତା ଲାକ୍ରା ଓ ଲିଲିମା ମିଞ୍ଜ ଉଚ୍ଚଶିକ୍ଷା ଲାଭ କରୁଥିବା ବେଳେ ଆନ୍ତର୍ଜାତିକ ହକି ଖେଳାଳି ଦିପ୍‍ସାନ୍‍ ତିର୍କୀ, ସରିତା ହନୁମାନ, ଆନ୍ତର୍ଜାତିକ କନିଷ୍ଠ ହକି ଖେଳାଳି ଷ୍ଟାନ୍‍ଲି ଭିକ୍ଟର ମିଞ୍ଜ, ଆନ୍ତର୍ଜାତିକ ଆଥଲେଟ୍‍ (୮୦୦ ମିଟର) ନମିତା କୋବାଟ, ଜାତୀୟ ଆଥଲେଟ୍‍ (ଜାଭେଲିନ୍‍ ଥ୍ରୋ) ଦୋମନ୍ତି ମୁରମୁର୍‍ ମଧ୍ୟ ଏଠାରେ ଉଚ୍ଚଶିକ୍ଷା ଲାଭ କରୁଛନ୍ତି । କାର୍ଯ୍ୟକ୍ରମରେ କିଟ୍‍ ବିଶ୍ୱବିଦ୍ୟାଳୟ ଉପକୁଳପତି ପ୍ରଫେସର ସସ୍ମିତା ସାମନ୍ତ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି, କ୍ରୀଡ଼ା ନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

Powered by Froala Editor

Tags kiit , kiss , Olympic

Related articles Odisha News Lens 4.1

  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15316
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15714
    Oct 20, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14439
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15993
    Oct 19, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13338
    Oct 21, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15477
    Oct 20, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15504
    Oct 20, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13671
    Oct 21, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    13924
    Oct 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15993
    Oct 19, 2026
  • ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15714
    Oct 20, 2026
  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ଟାର୍ଗେଟ୍

    13338
    Oct 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17842
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14891
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15429
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14773
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14868
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15870
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14863
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ

    15316
    Oct 19, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    13924
    Oct 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In