Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

Home ›› ››ଆକାଂକ୍ଷୀ ଜିଲ୍ଲା ଗୁଡିକର ଶିକ୍ଷା ଆକାଂକ୍ଷାକୁ ପୂରଣ କରୁଛି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ - ଧର୍ମେନ୍ଦ୍ର ପ୍ରଧାନ

ଆକାଂକ୍ଷୀ ଜିଲ୍ଲା ଗୁଡିକର ଶିକ୍ଷା ଆକାଂକ୍ଷାକୁ ପୂରଣ କରୁଛି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ - ଧର୍ମେନ୍ଦ୍ର ପ୍ରଧାନ

2021-08-29 11:13:05
14527
Share:
Facebook
Twitter
E-Mail
WhatsApp
Telegram
ଆକାଂକ୍ଷୀ ଜିଲ୍ଲା ଗୁଡିକର ଶିକ୍ଷା ଆକାଂକ୍ଷାକୁ ପୂରଣ କରୁଛି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ - ଧର୍ମେନ୍ଦ୍ର ପ୍ରଧାନ

- କୋରାପୁଟର ଆଦିବାଦୀ ସଂସ୍କୃତି ଏବଂ ଗରିବଙ୍କ ଜୀବନଶୈଳିକୁ ପରିବର୍ତନ କରିବା ଦିଗରେ କାର୍ଯ୍ୟ କରିବା ପାଇଁ ବିଶ୍ୱବିଦ୍ୟାଳୟକୁ ଆହ୍ୱାନ

- ବିବିଧ ସଂସ୍କୃତିରେ ଭରପୁର କୋରାପୁଟ ବିକାଶର ପ୍ରୟୋଗଶାଳା

- ଯୁବପିଢ଼ିଙ୍କ ସର୍ବାଙ୍ଗୀନ ବିକାଶରେ ବିଶ୍ୱବିଦ୍ୟାଳୟର ଭୂମିକା ଅତୁଳନୀୟ


ଭୁବନେଶ୍ୱର  – କୋରାପୁଟ ଭଳି ଆକାଂକ୍ଷୀ ଜିଲ୍ଲାରେ ପ୍ରତିଷ୍ଠିତ ଓଡିଶା  କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କେବିକେ ଅଂଚଳ ତଥା ଆକାଂକ୍ଷୀ ଜିଲ୍ଲା ଭାବରେ ପରିଗଣିତ କଳାହାଣ୍ଡି, ବଲାଙ୍ଗିର ଏବଂ କୋରାପୁଟ ସମେତ ଦେଶର ଶିକ୍ଷା ଆକାଂକ୍ଷାକୁ ପୂରଣ କରୁଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।


ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ୧୩ତମ ପ୍ରତିଷ୍ଠା ଦିବସ ସମାରୋହରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ବିବିଧ ସଂସ୍କୃତିରେ ଭରପୁର କୋରାପୁଟ ବିକାଶର ପ୍ରୟୋଗଶାଳା ।


ବିଶ୍ୱବିଦ୍ୟାଳୟର ସାର୍ଥକତା ସେବେ ପୂରଣ ହେବ ଯେବେ ବିଶ୍ୱବିଦ୍ୟାଳୟ ଅବିଭକ୍ତ କୋରାପୁଟ ଅଂଚଳର ଆଦିବାଦୀ ସଂସ୍କୃତି ଏବଂ ଗରିବ ଲୋକ ମାନଙ୍କର ଜୀବନଧାରଣା ପଦ୍ଧତି ଓ ସାମଗ୍ରିକ ବିକାଶ କରିବାରେ ଶିକ୍ଷାର ମନ୍ଦିର ହେବ ।


ବିଶ୍ୱବିଦ୍ୟାଳୟର ଭୂମିକା କେବଳ ଶିକ୍ଷାଦାନରେ ସୀମିତ ନୁହେଁ ବରଂ ଦେଶର ଯୁବପିଢ଼ିଙ୍କ ସର୍ବାଙ୍ଗୀନ ବିକାଶରେ ଏକ ଅତୁଳନୀୟ ଭୂମିକା ନିର୍ବାହ କରେ । ଯୁବପିଢ଼ିଙ୍କ ଆକାଂକ୍ଷାକୁ ପୂରଣ କରିବା ପାଇଁ ପ୍ରୋତ୍ସାହନ ଦେବା ସହ ବୌଦ୍ଧିକ ଶକ୍ତିକୁ ଉଜ୍ଜିବୀତ କରେ । ଯୁବପିଢ଼ିଙ୍କ ଚରିତ୍ର ନିର୍ମାଣରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ ।


ବିଶ୍ୱବିଦ୍ୟାଳୟରେ ଥିବା ପ୍ରାଧ୍ୟାପକଙ୍କ ଉଦ୍ୟମକୁ ପ୍ରଶଂସା କରିବା ସହ ଶ୍ରୀ ପ୍ରଧାନ କହିଛନ୍ତି ଛାତ୍ରଛାତ୍ରୀଙ୍କ ମଧ୍ୟରେ ବାସ୍ତବିକ କ୍ଷମତାକୁ ଚିହ୍ନିବାରେ ପ୍ରାଧ୍ୟାପକମାନେ ସହାୟକ ହେଉଛନ୍ତି । ଭାରତରେ ଥିବା ବିଶ୍ୱବିଦ୍ୟାଳୟର ପ୍ରାଧ୍ୟାପକମାନେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୌଦ୍ଧିକ କ୍ଷମତାକୁ ବିକାଶିତ କରିବାରେ ପରିଶ୍ରମ କରୁଛନ୍ତି ଏବଂ ରାଷ୍ଟ୍ର ନିର୍ମାଣରେ ଯୋଗଦାନ କରିବା ପାଇଁ ସେମାନଙ୍କୁ ସମର୍ଥ କରୁଛନ୍ତି ।


ଏକବିଂଶ ଶତାବ୍ଦୀରେ ଶିକ୍ଷା କ୍ଷେତ୍ରରେ ମୂଳଭୂତ ପରିବର୍ତନ ଆଣିବା ତଥା ସମସ୍ତଙ୍କ ପାଇଁ ଶିକ୍ଷା, ସୁଲଭ, ସମାନ ଏବଂ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ତିନି ଦଶନ୍ଧିରୁ ଅଧିକ ବ୍ୟବଧାନ ପରେ ଦେଶରେ ନୂତନ ଜାତୀୟ ଶିକ୍ଷା ନୀତି -୨୦୨୦ ଅଣାଯାଇଛି । ଏକବିଂଶ ଶତାବ୍ଦୀର ନୂତନ ଭାରତର ସ୍ୱପ୍ନକୁ ସାକାର କରିବା ପାଇଁ ହେଲେ ଓଡ଼ିଶାର ଏହି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଭଳି ଅନ୍ୟ ବିଶ୍ୱବିଦ୍ୟାଳୟ ଗୁଡ଼ିକୁ କଠିନ ପରିଶ୍ରମ ମାଧ୍ୟମରେ ଦକ୍ଷ ତଥା ପ୍ରତିବଦ୍ଧ ନାଗରିକଙ୍କୁ ସୃଷ୍ଟି କରିବାକୁ ପଡିବ । ଏହି ବିଶ୍ୱବିଦ୍ୟାଳୟ ରାଜ୍ୟରେ ଶିକ୍ଷା ଦୃଶ୍ୟପଟ୍ଟରେ ପରିବର୍ତନ ଆଣିବା ଦିଗରେ ଉଦାହରଣ ହେବା ଉଚିତ୍ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି ।

Powered by Froala Editor

Tags dharmendra pradhan

Related articles Odisha News Lens 4.1

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14787
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13801
    Jul 01, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15351
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15266
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15690
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13340
    Jul 03, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15196
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14257
    Jul 02, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14484
    Jul 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15690
    Jul 02, 2026
  • ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13801
    Jul 01, 2026
  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15351
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16962
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17573
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17625
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18022
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14588
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14515
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14282
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15902
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15775
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15534
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14903
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15351
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14787
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13340
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In