Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

ରାଜ୍ୟ
Home ›› ରାଜ୍ୟ ››ହାଇସ୍କୁଲରେ ନିଯୁକ୍ତ ହେବେ କେତେ ଟିଜିଟି ଶିକ୍ଷକ ଜାଣନ୍ତୁ

ହାଇସ୍କୁଲରେ ନିଯୁକ୍ତ ହେବେ କେତେ ଟିଜିଟି ଶିକ୍ଷକ ଜାଣନ୍ତୁ

2021-08-30 09:24:09
15442
Share:
Facebook
Twitter
E-Mail
WhatsApp
Telegram
ହାଇସ୍କୁଲରେ ନିଯୁକ୍ତ ହେବେ କେତେ ଟିଜିଟି ଶିକ୍ଷକ ଜାଣନ୍ତୁ


ଭୁବନେଶ୍ୱର : ସରକାରୀ ମାଧ୍ୟମିକ ବିଦ୍ୟାଳୟ ତଥା ହାଇସ୍କୁଲ ଗୁଡ଼ିକରେ ଖାଲି ପଡ଼ିଥିବା ଶିକ୍ଷକ ପଦ ପୂରଣ ଦିଗରେ ଗଣଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି । କଳା ଓ ବିଜ୍ଞାନରେ ୬୬୯୮ ଶିକ୍ଷକ ପଦ ପୂରଣ କରାଯିବ । ଏଥିସହ ୨୫ଟି ତେଲୁଗୁ ଶିକ୍ଷକ ପଦରେ ନିଯୁକ୍ତି ଦିଆଯିବ ବୋଲି ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କଳାରେ ୩୧୩୬ ଟ୍ରେଣ୍ଡ ଗ୍ରାଜୁଏଟ ଟିଚର(ଟିଜିଟି) ନିଯୁକ୍ତ ହେବେ । ଯେଉଁଥିରେ ସାଧାରଣବର୍ଗଙ୍କ ଲାଗି ୧୧୫୬, ଏସଟି ବର୍ଗଙ୍କ ପାଇଁ ୧୨୧୦, ଏସସିଙ୍କ ପାଇଁ ୬୪୨ ଓ ଏସଇବିସିଙ୍କ ଲାଗି ୧୨୮ ପଦ ସଂରକ୍ଷିତ ରହିଛି । କଟକ ଜିଲ୍ଲାରେ ସର୍ବାଧିକ ୨୭୦ ପଦ ପୂରଣ ହେବାକୁ ଥିବା ବେଳେ ଗଞ୍ଜାମରେ ୨୩୮, ଯାଜପୁରରେ ୨୦୬, ସୁନ୍ଦରଗଡ଼ରେ ୧୮୨, ଖୋର୍ଦ୍ଧାରେ ୧୭୬, ମୟୂରଭଞ୍ଜରେ ୧୫୮, ପୁରୀରେ ୧୪୫, କେନ୍ଦୁଝରରେ ୧୪୧, ବଲାଙ୍ଗୀରରେ ୧୩୬, ଜଗତସିଂହପୁରରେ ୧୩୨, ଢେଙ୍କାନାଳରେ ୧୨୯, ଅନୁଗୁଳରେ ୧୨୦, କଳାହାଣ୍ଡିରେ ୧୧୯, ନୟାଗଡ଼ରେ ୧୧୯, ବାଲେଶ୍ୱରରେ ୧୧୪ ପଦ ପୂରଣ କରାଯିବ । ସେହିପରି ବିଜ୍ଞାନର ପିସିଏମ ଟିଜିଟିରେ ୧୮୪୨ ପଦ ପୂରଣ ହେବ । ସାଧାରଣବର୍ଗଙ୍କ ପାଇଁ ୬୫୦ ପଦ ଥିବା ବେଳେ ଏସଟି ବର୍ଗଙ୍କ ଲାଗି ୮୧୪, ଏସସିଙ୍କ ପାଇଁ ୩୬୦ ଓ ଏସଇବିସିଙ୍କ ପାଇଁ ୧୮ ପଦ ରହିଛି । ଗଞ୍ଜାମରେ ସର୍ବାଧିକ ୧୬୫, ପୁରୀରେ ୧୩୨, ବୌଦ୍ଧ ୧୦୦ରେ ପଦ ପୂରଣ ହେବ । ବିଜ୍ଞାନର ସିବିଜେଡ ଟିଜିଟିରେ ପୂରଣ ହେବାକୁ ଥିବା ୧୭୧୭ସିଟ ମଧ୍ୟରୁ ଗଞ୍ଜାମରେ ୧୪୧, କଟକରେ ୧୦୬, ପୁରୀରେ ୧୦୧ ପଦ ରହିଛି । ପୂରଣ ହେବାକୁ ଥିବା ୨୫ତେଲୁଗୁ ପଦ ମଧ୍ୟରୁ ଗଞ୍ଜାମରେ ୨୨, ଖୋର୍ଦ୍ଧାରେ ୨ ଓ ଗଜପତି ଜିଲ୍ଲାରେ ଗୋଟିଏ ପଦବୀ ରହିଛି । ଏଥିରେ ସାଧାରଣବର୍ଗଙ୍କ ପାଇଁ ୧୩ଟି, ଏସଟିଙ୍କ ପାଇଁ ୮ ଓ ଏସସିଙ୍କ ଲାଗି ୪ଟି ପଦବୀ ସଂରକ୍ଷିତ ରଖାଯାଇଛି ।

Powered by Froala Editor

Tags High school

Related articles Odisha News Lens 4.1

  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14598
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15771
    Mar 04, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15444
    Mar 04, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14758
    Mar 06, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13859
    Mar 05, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14518
    Mar 04, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    13992
    Mar 06, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13324
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15097
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13859
    Mar 05, 2026
  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13324
    Mar 06, 2026
  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15077
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14598
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15065
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14274
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15059
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14681
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15077
    Mar 05, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14518
    Mar 04, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14598
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In