କରୋନା ନେଲା ୬୮ମୁଣ୍ଡ
ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଥିବା ବେଳେ ମୃତୁ୍ୟ ସଂଖ୍ୟାରେ ରୋକ ଲାଗୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ରିପୋର୍ଟ ଅନୁସାରେ କଟକରୁ ସର୍ବାଧିକ ୨୨, ଅନୁଗୁଳରୁ ୧୧ ଓ ଜଗତସିଂହପୁରରୁ ୮ଜଣ, କେନ୍ଦ୍ରାପଡାରୁ ୬, ବାଲେଶ୍ୱରରୁ ୫, ଢେଙ୍କାନାଳରୁ ୪, ଭଦ୍ରକ ଓ ପୁରୀରୁ ୩ଜଣ ଲେଖାଏଁ ଏବଂ ଯାଜପୁର, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୭୯୬୯କୁ ବୃଦ୍ଧି ପାଇ
Powered by Froala Editor