Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

Home ›› ››ମୌସୁମୀ ଅଧିବେଶନ: ୮ଟି କାର୍ୟ୍ୟ ଦିବସ, ୧୨ଟି ବିଲ

ମୌସୁମୀ ଅଧିବେଶନ: ୮ଟି କାର୍ୟ୍ୟ ଦିବସ, ୧୨ଟି ବିଲ

2021-09-01 06:20:22
14811
Share:
Facebook
Twitter
E-Mail
WhatsApp
Telegram
ମୌସୁମୀ ଅଧିବେଶନ: ୮ଟି କାର୍ୟ୍ୟ ଦିବସ, ୧୨ଟି ବିଲ

ଭୁବନେଶ୍ବର: ଆଜି ଠାରୁ ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନ । ବୁଧବାର ଠାରୁ ଆସନ୍ତା ୯ ତାରିଖ ପର୍ୟ୍ୟନ୍ତ ଚାଲିବାକୁ ଥିବା ଏହି ସ୍ବଳ୍ପକାଳୀନ ଅଧିବେଶନ ବେଶ ଗୁରୁତ୍ବପୂର୍ଣ୍ଣ ହୋଇପାରେ । ଅଧିବେଶନରେ ମୋଟ ୮ଟି କାର୍ୟ୍ୟ ଦିବସ ଥିବାବେଳେ, ୧୨ଟି ବିଲ ଆସିବ । ପ୍ରଥମ ଦିନରେ ୭ଟି ବିଲ ସହ ଗୋଟିଏ ଅଧ୍ୟାଦେଶ ଆଣିବେ ସରକାର । ୩ ତାରିଖରେ ବେସରକାରୀ ଦିବସ ରହିଛି ।

ବିଧାନସଭା ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ଗୃହରେ ଓଡିଶା ଦ୍ରବ୍ୟ ସେବା କର (ସଂଶୋଧନ) ବିଲ ୨୦୨୧, ଭାରତୀୟ ଷ୍ଟାମ୍ପ ଓଡିଶା (ସଂଶୋଧନ) ବିଲ ୨୦୨୧, ଓଡିଶା ସରକାରୀ ଜମି ବନ୍ଦୋବସ୍ତ(ସଂଶୋଧନ) ବିଲ-୨୦୨୧, ଓଡିଶା ବୈଷୟିକ ଗବେଷଣା ବିଶ୍ବବିଦ୍ୟାଳୟ ବିଲ-୨୦୨୧, ଓଡିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟ ବିଲ-୨୦୨, ଓଡିଶା ବସ୍ତି ବାସିନ୍ଦା ଭୂମି ଅଧିକାର (ସଂଶୋଧନ) ବିଲ-୨୦୨୧ ଓ ଓଡିଶା ସହର ଯୋଜନା ଅଭିବୃଦ୍ଧି (ସଂଶୋଧନ) ଅଧ୍ୟାଦେଶ-୨୦୨୧ ଆଗତ ହେବ ।ଅଧିବେଶନ ସ୍ବଳ୍ପ ଥିଲେ ମଧ୍ୟ ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ ବେଶ ଜରୁରୀ । ଏଥିପାଇଁ ୩ ପ୍ରମୁଖ ଦଳ ନିଜ ନିଜ ରଣନୀତି ପ୍ରସ୍ତୁତ କରିଛନ୍ତି ।

Powered by Froala Editor

Tags Assembly

Related articles Odisha News Lens 4.1

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14759
    Jul 04, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15454
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14507
    Jul 02, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15035
    Jul 02, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15938
    Jul 02, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13670
    Jul 04, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13599
    Jul 03, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14850
    Jul 03, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15564
    Jul 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14507
    Jul 02, 2026
  • ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15454
    Jul 03, 2026
  • ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14850
    Jul 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14850
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14543
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14311
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15930
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15803
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15752
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14907
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ଉଦ୍ଧବ ଠାକ୍‌ରେ

    14759
    Jul 04, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15035
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14850
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In