Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ...

  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ...

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

Home ›› ››କରୋନା ନେଲା ଆଉ ୫୩ ଜୀବନ

କରୋନା ନେଲା ଆଉ ୫୩ ଜୀବନ

2021-09-01 06:27:57
13701
Share:
Facebook
Twitter
E-Mail
WhatsApp
Telegram
କରୋନା ନେଲା ଆଉ ୫୩ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନା  ମୃତ୍ୟୁ ସଂଖ୍ୟା ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୨୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି କଟକ ଜିଲ୍ଲାରେ ୫ ଓ ଜଗତସିଂହପୁର ଜିଲାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହି ସମୟ ମଧ୍ୟରେ ଯାଜପୁର ଜିଲ୍ଲାରେ ୪, କେନ୍ଦୁଝର ଜିଲ୍ଲାରେ ୬ ଓ ପୁରୀ ଜିଲ୍ଲାରେ ୫ ଜଣଙ୍କର ମୃତ୍ୟୁ ଘଟିଛି।  କେନ୍ଦ୍ରାପଡା ଜିଲ୍ଲାରେ ୨ ଜଣ କରୋନା ସଂକ୍ରମିତଙ୍କର ଜୀବନ ଯାଇଥିବାବେଳେ ଝାରସୁଗୁଡା, ଅନୁଗୁଳ, ବଲାଙ୍ଗିର, ମୟୁରଭଞ୍ଜ, ନବରଙ୍ଗପୁର ଓ ନୟାଗଡ ଜିଲ୍ଲାରେ ଜଣେ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୮ ହଜାର ୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୧୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୩ ହଜାର ୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Powered by Froala Editor

Tags Corona

Related articles Odisha News Lens 4.1

  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି
    ଅପରାଧ

    ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

    15254
    May 26, 2026
  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...

    13566
    May 26, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି
    ବିଶେଷ

    ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14360
    May 26, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14690
    May 25, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13490
    May 25, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14701
    May 25, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15218
    May 25, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14966
    May 25, 2026
  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା
    ଦେଶ-ଦେଶାନ୍ତର

    ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14295
    May 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14701
    May 25, 2026
  • ବିଶେଷ

    ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14360
    May 26, 2026
  • ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14966
    May 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16879
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17498
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17545
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17930
    Sep 06, 2023

ବିଶେଷ

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14360
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15693
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15004
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14416
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14540
    May 18, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15422
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15163
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15654
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13989
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ଗ୍ରହଣ କଲେ ହେମା ମାଳିନୀ

    13566
    May 26, 2026
  • CUET UG 2026 ପରୀକ୍ଷା ସ୍ଥଗିତ

    14966
    May 25, 2026
  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14701
    May 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In