Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

ରାଜ୍ୟ
Home ›› ରାଜ୍ୟ ››ହସ୍ପିଟାଲରୁ ରହି ଲୋକଙ୍କ ସମସ୍ୟା ସରକାରଙ୍କ ଦୃଷ୍ଟିକୁ ଆଣିବି: ପ୍ରଦୀପ୍ତ

ହସ୍ପିଟାଲରୁ ରହି ଲୋକଙ୍କ ସମସ୍ୟା ସରକାରଙ୍କ ଦୃଷ୍ଟିକୁ ଆଣିବି: ପ୍ରଦୀପ୍ତ

2021-09-01 06:56:43
13726
Share:
Facebook
Twitter
E-Mail
WhatsApp
Telegram
ହସ୍ପିଟାଲରୁ ରହି ଲୋକଙ୍କ ସମସ୍ୟା ସରକାରଙ୍କ ଦୃଷ୍ଟିକୁ ଆଣିବି: ପ୍ରଦୀପ୍ତ

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଅଛି ସିନା, କିନ୍ତୁ ମୋ ଦାୟିତ୍ୱ ଭୁଲିନି । ଲୋକମାନେ ଦେଇଥିବା ଦାୟିତ୍ୱକୁ ସବୁବେଳେ ପ୍ରାଥମିକତା ଦେଇଆସିଛି ।  ହସ୍ପିଟାଲରୁ ଭର୍ଚୁଆଲରେ ରହି ଲୋକଙ୍କ ସମସ୍ୟା ସରକାରଙ୍କ ଦୃଷ୍ଟିକୁ ଆଣିବି ବୋଲି  ବିରୋଧୀ ଦଳନେତା ପ୍ରଦୀପ୍ତ ନାଏକ କହିଛନ୍ତି । ଟୁଇଟ ଯୋଗେ ଶ୍ରୀ ନାଏକ ଏହି ସୂଚନା ଦେଇଛନ୍ତି । ଏଥିସହ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇନଥିବା ଶ୍ରୀ ନାଏକ କହିଛନ୍ତି । 

ପ୍ରକାଶ ଯେ, ଶ୍ରୀ ନାଏକ କରୋନାରେ ଆକ୍ରାନ୍ତ ହେବା ପରେ ବତ୍ତର୍ମାନ ସୁଦ୍ଧା ଏମସରେ ଚିକିତ୍ସାଧୀନ ଅଛନ୍ତି । ଆଜି ଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିବାବେଳେ ସେ ଏମସ ହସ୍ପିଟାଲ ଅତିଥି ଭବନରୁ ଭିସିରେ ଯୋଡ଼ି ହୋଇଥିଲେ ।ଆଜି ପ୍ରଥମ ଦିନରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିବାବେଳେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଶୋକ ପ୍ରସ୍ତାବକୁ ସମର୍ଥନ କରିଥିଲେ । 

Powered by Froala Editor

Tags Pradipta nayak

Related articles Odisha News Lens 4.1

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15701
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15464
    Oct 20, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15980
    Oct 19, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15302
    Oct 19, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13658
    Oct 21, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13325
    Oct 21, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    13912
    Oct 21, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15490
    Oct 20, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14850
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14850
    Oct 20, 2026
  • ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15490
    Oct 20, 2026
  • ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13658
    Oct 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17841
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14878
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15427
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14771
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14866
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15868
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15490
    Oct 20, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ଟାର୍ଗେଟ୍

    13325
    Oct 21, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14850
    Oct 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In