Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କମିଲା ସୁନା ଦର, ଜାଣନ୍ତୁ କେତେ?

  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ...

  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ...

  • ରାଷ୍ଟ୍ରପତିଙ୍କୁ ଅସମ୍ମାନ, ଟିଏମସିକୁ ...

  • ବିବାହ ପରେ ପ୍ରଶଂସକଙ୍କ ସହ ବସି ଖାଇଲେ ...

  • ‘ଧୁରନ୍ଧର୍-୨: ଦ ରିଭେଞ୍ଜ୍’ର ଟ୍ରେଲର୍ ...

  • ଆମେରିକାଠୁ ୧୨ ହଜାର ବୋମା କ୍ରୟ କରିବ ...

  • ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ...

  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ...

Home ›› ››କଟକ ଡିସିପି ଅଫିସରେ ହାଇଦର

କଟକ ଡିସିପି ଅଫିସରେ ହାଇଦର

2021-04-16 07:36:54
13735
Share:
Facebook
Twitter
E-Mail
WhatsApp
Telegram
କଟକ ଡିସିପି ଅଫିସରେ ହାଇଦର
କଟକ: କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗ୍ୟାଙ୍ଗଷ୍ଟରକୁ ଭୁବନେଶ୍ୱରରୁ କଟକ ଡିସିପି ଅଫିସକୁ ଅଣାଯାଇଛି । ତେଲେଙ୍ଗାନାରୁ ହାଇଦରକୁ ପ୍ରଥମେ ଭୁବନେଶ୍ୱର ଅଣାଯାଇଥିଲା । ଗତକାଲି ତେଲେଙ୍ଗାନା ସଙ୍ଗାରେଡ୍ଡିରୁ ଧରାପଡ଼ିଥିଲା ହାଇଦର। ଏପ୍ରିଲ ୧୦ରେ କଟକ ଏସ୍‌ବିରୁ ହୋଇଥିଲା ଫେରାର୍। ସୂଚନାଯୋଗ୍ୟ ଯେ, ପାଞ୍ଚ ଦିନର ଲୁଚକାଳି ପରେ, ଶେଷରେ ପୁଲିସ ପଞ୍ଝାରେ ପଡ଼ିଛି ଦୁର୍ଦ୍ଦାନ୍ତ ଗ୍ୟାଙ୍ଗ୍ଷ୍ଟର୍ ସେକ୍ ହାଇଦର୍ । ହାଇଦ୍ରାବାଦ୍ ସହର ଉପକଣ୍ଠ ତେଲେଙ୍ଗାନାର ସଙ୍ଗାରେଡି ଜିଲ୍ଲାର ଜହିରାବାଦ୍ ନିକଟରୁ ଗତକାଲି ତାକୁ ଗିରଫ କରାଯାଇଥିଲା । ଗଲା ୧୦ ତାରିଖ ଅପରାହ୍ନ ପ୍ରାୟ ୪ଟା ୧୫ରେ କଟକ ଏସ୍ସିବି ମେଡିକାଲ୍ରୁ ଫେରାର୍ ହୋଇଯିବା ପରେ ହାଇଦର୍ ସିଧା ପଳାଇଥିଲା ହାଇଦ୍ରାବାଦ୍ । ସେଇଠି ଲୁଚି ବସି ସେ ଯୋଜନା କରୁଥିଲା ଖସିଯିବାକୁ ଦେଶ ବାହାରକୁ । ଏ ଖବର କଟକ ପୁଲିସକୁ ମିଳିବା ପରେ ଦୁଇଟି ଟିମ୍ ହାଇଦ୍ରାବାଦ୍ ଯାଇ ସେଠାରେ ଡେରା ପକାଇ ଆଖପାଖ ଇଲାକାରେ ଛାନ୍ଭିନ୍ ଚଳାଇଥିଲେ । ଗୁରୁବାର ସନ୍ଧ୍ୟାରେ ହାଇଦ୍ରାବାଦ୍ ସହର ଉପକଣ୍ଠ ତେଲେଙ୍ଗାନାର ସଙ୍ଗାରେଡି ଜିଲ୍ଲା ନିକଟ ଜହିରାବାଦ୍ରେ ହାଇଦରକୁ ଧରିବାରେ ସଫଳ ହୋଇଥିଲା ପୁଲିସ ଟିମ୍ । ଏକ କାରରେ ଖସି ପଳାଇ ଯାଉଥିବା ବେଳେ, ହାଇଦ୍ରାବାଦ ସିଟି ପୁଲିସ ଟାସ୍କଫୋର୍ସ ସହଯୋଗରେ କଟକ ପୁଲିସ ଟିମ୍ ହାଇଦର୍କୁ ଧରିବାରେ ସଫଳ ହୋଇଥିଲେ । ଆଜି ହାଇଦରକୁ ଓଡ଼ିଶା ଅଣାଯିବ ବୋଲି ଦ୍ୱୈତ ମହାନଗରୀର ପୁଲିସ୍ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ଗତକାଲି ସନ୍ଧ୍ୟାରେ କମିସନରେଟ୍ ପୁଲିସ୍ ମୁଖ୍ୟାଳୟରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ । ହାଇଦର୍ କେମିତି ଫେରାର୍ ହେଲା, ତାକୁ ଫେରାର୍ କରିବା ପଛରେ କେଉଁମାନେ ଥିଲେ, କିଏ ଷଡ଼ଯନ୍ତ୍ର କରିଥିଲେ, ସେସବୁର ବି ତଦନ୍ତ କରାଯିବ ଏବଂ ଦୋଷୀମାନଙ୍କ ବିରୋଧରେ କଠୋର କାର୍ୟ୍ୟାନୁଷ୍ଠାନ କରାଯିବ ବୋଲି ସିପି ଦୃଢୋକ୍ତି ବାଢିଛନ୍ତି ।
Tags HYDER

Related articles Odisha News Lens 4.1

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....
    ବିଶେଷ

    ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14618
    Mar 08, 2026
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ  ହେଲିକପ୍ଟର
    ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    15246
    Mar 07, 2026
  • କମିଲା ସୁନା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, ଜାଣନ୍ତୁ କେତେ?

    13715
    Mar 09, 2026
  • ବିବାହ ପରେ ପ୍ରଶଂସକଙ୍କ ସହ ବସି ଖାଇଲେ ରଶ୍ମିକା-ବିଜୟ
    ମନୋରଞ୍ଜନ

    ବିବାହ ପରେ ପ୍ରଶଂସକଙ୍କ ସହ ବସି ଖାଇଲେ ରଶ୍ମିକା-ବିଜୟ

    15456
    Mar 08, 2026
  • ଆମେରିକାଠୁ ୧୨ ହଜାର ବୋମା କ୍ରୟ କରିବ ଇସ୍ରାଏଲ
    ଦେଶ-ଦେଶାନ୍ତର

    ଆମେରିକାଠୁ ୧୨ ହଜାର ବୋମା କ୍ରୟ କରିବ ଇସ୍ରାଏଲ

    14207
    Mar 08, 2026
  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା
    ଦେଶ-ଦେଶାନ୍ତର

    ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା

    13636
    Mar 08, 2026
  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ
    ଖେଳ ଖବର

    ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14683
    Mar 08, 2026
  • ରାଷ୍ଟ୍ରପତିଙ୍କୁ ଅସମ୍ମାନ, ଟିଏମସିକୁ ନିନ୍ଦା କଲେ ମୋଦୀ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ଅସମ୍ମାନ, ଟିଏମସିକୁ ନିନ୍ଦା କଲେ ମୋଦୀ

    15311
    Mar 08, 2026
  • ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ
    ଦେଶ-ଦେଶାନ୍ତର

    ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ

    14903
    Mar 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକାଠୁ ୧୨ ହଜାର ବୋମା କ୍ରୟ କରିବ ଇସ୍ରାଏଲ

    14207
    Mar 08, 2026
  • ଖେଳ ଖବର

    ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14683
    Mar 08, 2026
  • ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    15246
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16248
    Apr 03, 2021

ବିଶେଷ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14618
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14538
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15150
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15299
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14505
    Mar 02, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15671
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15128
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14980
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14494
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଧୁରନ୍ଧର୍-୨: ଦ ରିଭେଞ୍ଜ୍’ର ଟ୍ରେଲର୍ ରିଲିଜ୍

    15403
    Mar 08, 2026
  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14683
    Mar 08, 2026
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    15246
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In