Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

ବାଣିଜ୍ୟ
Home ›› ବାଣିଜ୍ୟ ››ଓଡ଼ିଶାରେ ୫୨.୩% ରାଜସ୍ୱ ବଜାର ଅଂଶ ସହ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ତ୍ରୟମାସରେ ବଜାର ନେତୃତ୍ୱକୁ ଆହୁରି ସୁଦୃଢ କରିଛି ଜିଓ: ଟ୍ରାଇ ରିପୋର୍ଟ

ଓଡ଼ିଶାରେ ୫୨.୩% ରାଜସ୍ୱ ବଜାର ଅଂଶ ସହ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ତ୍ରୟମାସରେ ବଜାର ନେତୃତ୍ୱକୁ ଆହୁରି ସୁଦୃଢ କରିଛି ଜିଓ: ଟ୍ରାଇ ରିପୋର୍ଟ

2021-09-01 08:28:29
28584
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରେ ୫୨.୩% ରାଜସ୍ୱ ବଜାର ଅଂଶ ସହ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ତ୍ରୟମାସରେ ବଜାର ନେତୃତ୍ୱକୁ ଆହୁରି ସୁଦୃଢ କରିଛି ଜିଓ: ଟ୍ରାଇ ରିପୋର୍ଟ

ଭୁବନେଶ୍ୱର : ଓଡ଼ିଶାର ସବୁଠୁ ପସନ୍ଦଯୋଗ୍ୟ ଡିଜିଟାଲ୍ ସେବା ପ୍ରଦାନକାରୀ ଭାବେ ପ୍ରଭାବ ଜାରି ରଖି ରିଲାଏନ୍ସ ଜିଓ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ତ୍ରୟମାସରେ ରାଜ୍ୟ ଟେଲିକମ୍ ବଜାରର ୫୨.୩% ମୋଟ ରାଜସ୍ୱ ବଜାର ଅଂଶ ସହ ଏହାର ଅଗ୍ରଣୀ ସ୍ଥିତିକୁ ଆହୁରି ସମ୍ପ୍ରସାରିତ କରିଥବା ଭାରତୀୟ ଟେଲିକମ୍ ନିୟାମକ କର୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ସଦ୍ୟତମ ଆର୍ଥିକ ରିପୋର୍ଟରୁ ଜଣାପଡ଼ିଛି ।

୨୦୨୧ ଜୁନ୍ ୩୦ରେ ଶେଷ ହୋଇଥିବା ତ୍ରୟମାସରେ ଓଡ଼ିଶାରେ ଜିଓ ହାସଲ କରିଥିବା ୫୨.୩% ମୋଟ ରାଜସ୍ୱ ବଜାର ଅଂଶ ହେଉଛି ଭାରତର ସବୁ ଟେଲିକମ୍ ସର୍କଲ୍‌ଗୁଡ଼ିକ ମଧ୍ୟରେ ଦ୍ୱିତୀୟ ସର୍ବାଧିକ ବୋଲି ଟ୍ରାଇ ରିପୋର୍ଟରୁ ଜଣାପଡ଼ିଛି ।

 ସେହି ରିପୋର୍ଟ ଅନୁଯାୟୀ,ଓଡ଼ିଶାରେ ଏହି କ୍ଷେତ୍ରରେ ମୋଟ ରାଜସ୍ୱ ପୂର୍ବ ତ୍ରୟମାସ ତୁଳନାରେ ଏପ୍ରିଲ୍ ରୁ ଜୁନ୍ ତ୍ରୟମାସରେ ସ୍ଥିର ରହିଥିବା ବେଳେ ରିଲାଏନ୍ସ ଜିଓ ମୋଟ ରାଜସ୍ୱରେ ୪.୯% ଅଭିବୃଦ୍ଧି ହାସଲ କରିଛି । 

 ଏହି ସମୟରେ ଏୟାରଟେଲ୍ ୩.୭% ଅଭିବୃଦ୍ଧି ରହିଥିବା ବେଳେ ଉଭୟ ଭୋଡାଫୋନ୍ ଆଇଡିଆ ଓ ବିଏସ୍‌ଏନ୍‌ଏଲ୍‌ର ମୋଟ ରାଜସ୍ୱ ଏହି ସମୟରେ ହ୍ରାସ ପାଇଛି । ଏଥିସହିତ ଜିଓ ଓଡ଼ିଶାର ଟେଲିକମ୍ କ୍ଷେତ୍ରରେ ୫୨.୩ ପ୍ରତିଶତ ମୋଟ ରାଜସ୍ୱ ବଜାର ଅଂଶ ସହ ନେତୃତ୍ୱ ସ୍ଥାନକୁ ଅଧିକ ସୂଦୃଢ କରିଥିବା ବେଳେ, ଏହା ପଛକୁ ଭାରତୀ ଏୟାରଟେଲ୍‌ର ରାଜସ୍ୱ ବଜାର ଅଂଶ ୩୮%, ଭୋଡାଫୋନ୍ ଆଇଡିଆର ୪.୮% ଓ ବିଏସ୍‌ଏନ୍‌ଏଲ୍‌ର ୪.୫% ରହିଛି ।

ଏହି ରିପୋର୍ଟ ଅନୁଯାୟୀ,  ଏପ୍ରିଲ୍‌- ଜୁନ୍ ତ୍ରୟମାସରେ ଓଡ଼ିଶାରେ ଟେଲିକମ୍ କ୍ଷେତ୍ରରେ ମୋଟ ରାଜସ୍ୱ ୧୨୨୮ କୋଟି ଟଙ୍କା ରହିଛି,  ଯାହାମଧ୍ୟରୁ ଜିଓର ଭାଗ ସର୍ବାଧିକ ୬୪୨.୭ କୋଟି ଟଙ୍କା ରହିଛି ।   ଏହା ପଛକୁ ଭାରତୀ ଏୟାରଟେଲ୍‌ର ୪୬୭.୨ କୋଟି ଟଙ୍କା,  ଭୋଡାଫୋନ୍ ଆଇଡିଆର ୫୮.୬ କୋଟି ଟଙ୍କା ଓ ବିଏସ୍‌ଏନ୍‌ଏଲ୍‌ର ୫୪.୭ କୋଟି ଟଙ୍କା ରହିଛି ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ନିଜର ବିଶାଳ ୪ଜି ନେଟ୍‌ୱର୍କ ଓ ନିରବଚ୍ଛିନ୍ନ ଗୁଣାତ୍ମକ ଇଂଟରନେଟ୍ ବଳରେ ରିଲାଏନ୍ସ ଜିଓ ଓଡ଼ିଶାରେ ପ୍ରତି ମାସରେ ସର୍ବାଧିକ ସଂଖ୍ୟକ ନୂଆ ମୋବାଇଲ୍ ଗ୍ରାହକ ଯୋଡ଼ୁଛି ଏବଂ ଟ୍ରାଇ ପକ୍ଷରୁୁ ନିକଟରେ ପ୍ରକାଶ କରାଯାଇଥିବା ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ ୨୦୨୧ ଜୁନ୍‌ରେ ଏହା ୨.୫୩ ଲକ୍ଷରୁ ଅଧିକ ନୂଆ ମୋବାଇଲ୍ ଗ୍ରାହକ ନିଜ ନେଟ୍‌ୱର୍କରେ ସାମିଲ କରିଛି ।

 ଓଡ଼ିଶାରେ ରିଲାଏନ୍ସ ଜିଓ ପ୍ରାୟ ୧.୫ କୋଟି ମୋବାଇଲ୍ ଉପଭୋକ୍ତା ସହ ଏକ ନମ୍ବର ଡିଜିଟାଲ ସେବା ଯୋଗାଣକାରୀ ରହିଥିବା ବେଳେ ଏହା ପଛକୁ ଏୟାରଟେଲ୍‌ର ୧.୧୧ କୋଟି, ବିଏସ୍‌ଏନ୍‌ଏଲ୍‌ର ୬୪ ଲକ୍ଷ ଏବଂ ଭୋଡାଫୋନ୍ ଆଇଡଆର ୨୧.୮୯ ଲକ୍ଷ ଗ୍ରାହକ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ଜିଓ ନିଜର ସର୍ବବୃହତ ୪ଜି ନେଟୱର୍କ, ଏପର୍ଯ୍ୟନ୍ତ ଅସଂଯୁକ୍ତ ଥିବା ଅଂଚଳଗୁଡିକୁ ଦ୍ରୁତ ନେଟ୍‌ୱର୍କ ସମ୍ପ୍ରସାରଣ ଏବଂ ସୁଲଭ ମୂଲ୍ୟ ସହିତ ତ୍ରୁଟିଶୂନ୍ୟ ହାଇ-ସ୍ପିଡ ଇଂଟରନେଟ ସେବା ପାଇଁ ଗତ କିଛିବର୍ଷ ଧରି ପ୍ରତି ମାସରେ ନିରନ୍ତର ଭାବରେ ସର୍ବାଧିକ ସଂଖ୍ୟକ ଗ୍ରାହକ ଯୋଗ କରିଆସୁଛି ।

 ଜିଓ ତାହାର ହାଇସ୍ପିଡ ବ୍ରଡବ୍ୟାଣ୍ଡ୍ ସେବା ଜିଓଫାଇବରର ମଧ୍ୟ ଦ୍ରୁତ ସମ୍ପ୍ରସାରଣ କରିଛି ଏବଂ ଏହା ରାଜ୍ୟରେ ୨୭ଟି ପ୍ରମୁଖ ସହର ଓ ନଗରରେ ମୁଖ୍ୟ ଅଂଚଳଗୁଡିକରେ ଉପଲବ୍ଧ ହେଉଛି ତଥା ଦ୍ରୁତ ଗତିରେ ରାଜ୍ୟର ଅନ୍ୟାନ୍ୟ ସହର ଓ ନଗରଗୁଡିକୁ ସମ୍ପ୍ରସାରଣ ଜାରି ରଖିଛି ।

 ଟ୍ରାଇ ପକ୍ଷରୁ ୨୦୨୧ ଜୁନ୍ ମାସ ପାଇଁ ପ୍ରକାଶିତ ଓୟାର୍‌ଲାଇନ ଗ୍ରାହକ ତଥ୍ୟ ଅନୁଯାୟୀ ୨୦୨୧ ଜୁନ୍ ୩୦ ସୁଦ୍ଧା ରାଜ୍ୟରେ ଜିଓର ୬୩,୬୪୫ ଜିଓଫାଇବର ଗ୍ରାହକ ରହିଛନ୍ତି । ରିଲାଏନ୍ସ ଜିଓ ସମଗ୍ର ରାଜ୍ୟରେ ତାହାର ସମ୍ପୂର୍ଣ୍ଣ ୪ଜି ମୋବାଇଲ ନେଟୱର୍କକୁ ସମ୍ପ୍ରସାରିତ କରୁଛି ଏବଂ ରାଜ୍ୟରେ ଏପର୍ଯ୍ୟନ୍ତ ଟେଲିଯୋଗାଯୋଗ ସେବାର ଲାଭ ପାଇପାରିନଥିବା ଦୁର୍ଗମ ଅଞ୍ଚଳଗୁଡିକୁ ସଂଯୁକ୍ତ କରୁଛି । ଏହାଦ୍ୱାରା ଜନସାଧାରଣଙ୍କ ବିଶେଷକରି ଛାତ୍ରଛାତୀଙ୍କ ପାଇଁ ଖୁସି ଆଣିଦେଉଛି ଏବଂ କନ୍ଧମାଳ, ଗଜପତି, ଝାରସୁଗୁଡା, ରାୟଗଡା, କୋରାପୁଟ, କେନ୍ଦୁଝର ଏବଂ ସୁନ୍ଦରଗଡ ଆଦି ଜିଲ୍ଲାର ଭୌଗୋଳିକ ଦୃଷ୍ଟିରୁ ଜଟିଳ ଅଞ୍ଚଳଗୁଡିକର ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ଅନ୍‌ଲାଇନ କ୍ଲାସରେ ଯୋଗଦେଇପାରୁଛନ୍ତି ।

Powered by Froala Editor

Tags reliance jio , jio news ,

Related articles Odisha News Lens 4.1

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15281
    Oct 19, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14962
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15106
    Oct 20, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14467
    Oct 20, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15642
    Oct 19, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14535
    Oct 18, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14086
    Oct 19, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14112
    Oct 18, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14146
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15106
    Oct 20, 2026
  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15281
    Oct 19, 2026
  • ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14086
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17196
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17891
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17838
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18262
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14535
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15387
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14725
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14824
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15825
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14626
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13992
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15111
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15819
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15642
    Oct 19, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15281
    Oct 19, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14112
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In