Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦିନେ ୧୦ ଟଙ୍କା ପାଇଁ ପଥର ଫଟାଉଥିଲେ, ଆଜି କୋଟିପତି

ଦିନେ ୧୦ ଟଙ୍କା ପାଇଁ ପଥର ଫଟାଉଥିଲେ, ଆଜି କୋଟିପତି

2021-09-01 20:08:07
14728
Share:
Facebook
Twitter
E-Mail
WhatsApp
Telegram
ଦିନେ ୧୦ ଟଙ୍କା ପାଇଁ ପଥର ଫଟାଉଥିଲେ, ଆଜି କୋଟିପତି

ଭାଗ୍ୟ । କେତେବେଳେ ପଥର ତଳେ ତ କେତେବେଳେ ପତର ତଳେ । ଯଦି ପତର ଉଡିଯାଏ ଭାଗ୍ୟ ଖୋଲିଯାଏ । ଏଭଳି କିଛି ଘଟିଛି କେରଳର ନିପଟ ମଫସଲ ଗାଁରେ ଜନ୍ମ ହୋଇଥିବା ମୁସ୍ତାଫା ପିସିଙ୍କ ସହିତ । 

ମୁସ୍ତଫାଙ୍କ ଜନ୍ମ କେରଳରେ ହୋଇଥିଲା । ସେ ୬ଷ୍ଠ ଶ୍ରେଣୀରୁ ପାଠପଢା ଛାଡିଦେଇଥିଲେ ଏବଂ ପିତାଙ୍କ ସହିତ କ୍ଷେତରେ କାମ କଲେ । ଦିନ ଥିଲା ତାଙ୍କ ପାଇଁ ଦିନକୁ ୧୦ ଟଙ୍କା କମାଇବା କଷ୍ଟ ହୋଇପଡିଥିଲା । କିନ୍ତୁ ତାଙ୍କର ଜଣେ ଶିକ୍ଷକ ତାଙ୍କୁ ପୁଣି ସ୍କୁଲରେ ଭର୍ତ୍ତି କରି ପାଠ ପଢାଇ ତାଙ୍କୁ ଚାକିରୀ ଦେବାରେ ସାହାଯ୍ୟ କରିଥିଲେ । କିନ୍ତୁ ମୁସ୍ତଫା ଚାକିରୀ ଛାଡି ନିଜର ବିଜନେସ୍ ଆରମ୍ଭ କରିବାକୁ ଚାହିଁଥିଲେ । ଏହା ଚିନ୍ତା କରି ସେ ରେଡି ଟୁ ଇଟ୍ ଫୁଡ୍ ମ୍ୟାନୁଫ୍ୟାକ୍ଚରର ରୂପେ ID Fresh Food ଆରମ୍ଭ କଲେ । ଏବେ ତାଙ୍କର ଏହି କମ୍ପାନୀ ହଜାର ହଜାର ଯୁବକ-ଯୁବତୀଙ୍କୁ ରୋଜଗାର ଦେଉଛି ଏବଂ ଇଟଲୀ ଏବଂ ଦୋସାର ପିଠୋଉ ତିଆରି କରୁଛି । 

ଆରମ୍ଭରେ ମୁସ୍ତଫା ପିସି ୫୦ ହଜାର ଟଙ୍କା ଖର୍ଚ୍ଚ କରି ୫୦ ବର୍ଗ ଫୁଟର କିଚେନରୁ ଏହା ଆରମ୍ଭ କରିଥିଲେ । ଏହି ଛୋଟ ଜାଗାରେ ସେ ଗ୍ରାଇଣ୍ଡର, ମିକ୍ସର ଏବଂ ଅନ୍ୟାନ୍ୟ ମେସିନ୍ ଲଗାଇଥିଲେ । ସେତେବେଳେ ୧୦୦ ପ୍ୟାକେଟ୍ ପ୍ରତିଦିନ ବିକିବା ପାଇଁ ତାଙ୍କୁ ୯ ମାସ ସମୟ ଲାଗିଥିଲା ।

ସେ କୁହନ୍ତି କି, ମୁଁ ୧୦ ଟଙ୍କାରେ ପ୍ରତିଦିନ ପାହାଡ଼ରୁ ପଥରଫଟା କାମ କରୁଥିଲି। ଦିନକୁ ୩ ଥର ଖାଇବା ଆମ ପକ୍ଷେ କଷ୍ଟକର ଥିଲା। ବର୍ତ୍ତମାନ ସମୟରେ ଖାଦ୍ୟ, ଶିକ୍ଷା ଅଧିକ ମହତ୍ତ୍ୱପୂର୍ଣ୍ଣ। ଏହାକୁ ଉପଲବ୍ଧ କରି ଏକ ଖାଦ୍ୟ ସାମଗ୍ରୀ ବ୍ୟବସାୟ ଆରମ୍ଭ କରିଛି। ଯେଉଁଟା ଏକ ବଡ଼ କମ୍ପାନୀ। ଏହା ଦେଶର ସଫଳ କମ୍ପାନୀ ମଧ୍ୟରୁ ଗୋଟିଏ। ଯାହାର ବ୍ୟବସାୟ ୭୩୦ କୋଟି। 

iD Fresh Foodରେ ପୂର୍ବରୁ ୧୫ ହଜାର କିଲୋ ଇଟଲୀ ପ୍ରସ୍ତୁତ ପାଇଁ ୫ ହଜାର କିଲୋ ଚାଉଳ ଲାଗୁଥିଲା । କିନ୍ତୁ ଏବେ କମ୍ପାନୀ ଏହାର ୪ ଗୁଣା ମିକ୍ସର ଶହ ଶହ ଫୁଡ୍ ଷ୍ଟୋର୍ସ ଓ ମେଟ୍ରୋ ସହରରେ ବିକୁଛି । ମୁସ୍ତଫାଙ୍କୁ ଦେଶର ବ୍ରେକଫାଷ୍ଟ କିଙ୍ଗ୍ କୁହାଯାଉଛି । ତାଙ୍କର ୨୦୧୫-୧୬ରେ ବାର୍ଷିକ ଟର୍ଣ୍ଣୋଭର ପ୍ରାୟ ୧୦୦ କୋଟି ଟଙ୍କା ଥିଲା ଯାହା ୨୦୧୭-୧୮ରେ ବୃଦ୍ଧି ପାଇ ୧୮୨ କୋଟି ହୋଇଥିଲା । ଆର୍ଥିକ ବର୍ଷ ୨୦୨୧ରେ କମ୍ପାନୀର ରେଭିନ୍ୟୁ ୨୯୪ କୋଟି ଟଙ୍କାରେ ପହଞ୍ଚି ଯାଇଛି । ଆଜିର ତାରିଖରେ କମ୍ପାନୀର ସମୁଦାୟ ଭାଲ୍ୟୁ ୨ ହଜାର କୋଟି ଛୁଇଁଛି । 

Powered by Froala Editor

Tags mustafa

Related articles Odisha News Lens 4.1

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14123
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13935
    Sep 04, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15490
    Sep 05, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮  ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14220
    Sep 05, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13547
    Sep 04, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14964
    Sep 04, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15849
    Sep 03, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି
    ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13462
    Sep 05, 2026
  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15360
    Sep 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15360
    Sep 05, 2026
  • ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15849
    Sep 03, 2026
  • ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14220
    Sep 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17724
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18142
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13709
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14520
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14823
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14776
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14112
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13886
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14417
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15304
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14798
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14964
    Sep 04, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15849
    Sep 03, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14220
    Sep 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In